ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁଫୁଲ, ମିଳିବ ଏସବୁ ଫାଇଦା…

ଆପଣଙ୍କର ଦୃଷ୍ଟିଶକ୍ତିଜନିତ ସମସ୍ୟା ରହିଛି କି? ଯଦି ହଁ, ତେବେ ଏଥିରୁ ରକ୍ଷା ପାଇବାର ଏକ ସରଳ ତଥା ସହଜ ଉପାୟ ରହିଛି। ବାସ୍‌, ନିଜର ଦୈନନ୍ଦିନ ଖାଦ୍ୟ ତାଲିକାରେ କଖାରୁଫୁଲ ସାମିଲ କରନ୍ତୁ। ଏଥିରେ ଥିବା ଭିଟାମିନ୍‌ ‘ଏ’ ଦୃଷ୍ଟି ଶକ୍ତିକୁ ଆହୁରି ପ୍ରଖର କରାଇବାରେ ସହାୟକ ହୋଇଥାଏ ବୋଲି ଲଣ୍ଡନ ବିଶ୍ୱବିଦ୍ୟାଳୟର ପୁଷ୍ଟିବିଜ୍ଞାନୀମାନେ ମତ ଦେଇଛନ୍ତି। କେବଳ ସେତିକି ନୁହେଁ, ଏଥିରେ ଭିଟାମିନ୍‌ ବି-୯ ଅଧିକ ଥିବାରୁ ଏହା ଆମ ଶରୀର ପାଇଁ ବେଶ୍‌ ଉପକାରୀ। ଏହା ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇଥାଏ। କଖାରୁଫୁଲରେ ଭିଟାମିନ୍‌ ‘ସି’ ମଧ୍ୟ ଭରି ରହିଛି। ଥଣ୍ଡା, କାଶ, କଫ ଆଦି କମାଇବାରେ ଏହା ମଧ୍ୟ ସାହାଯ୍ୟ କରେ। ଏହା ଅନ୍ଧାରକଣା ଆଶଙ୍କାକୁ କେତେକାଂଶରେ ଦୂର କରିଥାଏ। ବେଳେବେଳେ ଆମେ ଅନେକ ରୋଗର ଶିକାର ହୋଇଥାଉ। ବାହାର ଜୀବାଣୁ ଆମ ଶରୀରରେ ପଶି ବିଭିନ୍ନ ରୋଗ ସୃଷ୍ଟି କରନ୍ତି। ଆଉ ଏହି ଜୀବାଣୁଗୁଡ଼ିକୁ ପ୍ରତିହତ କରିବାର କ୍ଷମତା କଖାରୁଫୁଲରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ଆସିଲା ଓଜନ କମାଇବା ଇଞ୍ଜେକ୍‌ଶନ୍‌

ନୂଆଦିଲ୍ଲୀ,୨୧ା୩: ଆମେରିକୀୟ ମଲ୍ଟି ନ୍ୟାଶନାଲ ଫାର୍ମାସ୍ୟୁଟିକାଲ କମ୍ପାନୀ ଏଲି ଲିଲୀ ପକ୍ଷରୁ ଗୁରୁବାର ଭାରତରେ ମେଦ ବହୁଳତା ଏବଂ ଟାଇପ୍‌ ୨ ମଧୁମେହ ପାଇଁ ‘ମୌନଜାରୋ’...

କେବଳ ସୌନ୍ଦର୍ଯ୍ୟ ନୁହେଁ, ଘରର ଐଶ୍ୱର୍ଯ୍ୟ ବୃଦ୍ଧି କରେ ଏସବୁ ଇଣ୍ଡୋର୍‌ ପ୍ଲାଣ୍ଟ, ଜାଣନ୍ତୁ…

ଇଣ୍ଡୋର୍‌ ପ୍ଲାଣ୍ଟ କେବଳ ଘରର ସୌନ୍ଦର୍ଯ୍ୟ ବୃଦ୍ଧି କରେନାହିଁ ଘର ପରିବେଶକୁ ବିଶୁଦ୍ଧ କରିବା ସହ ଘରେ ସକାରାତ୍ମକ ଊର୍ଜ୍ଜା ଉତ୍ପନ୍ନ କରିଥାଏ। ତେବେ ଏମିତି...

ଅସୁବିଧାରେ ପଡ଼ି ଋଣ କରିଛନ୍ତି କି? ଜାଣନ୍ତୁ ଶୀଘ୍ର ମୁକ୍ତ ହେବେ କିପରି…

ବେଳେବେଳେ ଅସୁବିଧାରେ ପଡିଲେ, ମଣିଷ ଋଣ କରିବାକୁ ବାଧ୍ୟ ହୋଇଥାଏ। କିନ୍ତୁ ଏହାକୁ ଠିକ୍‌ ସମୟରେ ସୁଝିଦେଲେ ମନକୁ ଶାନ୍ତି ମିଳିଥାଏ ନଚେତ୍‌ ଏହା ବୋଝ...

କେଶ ଝଡ଼ିବା ସମସ୍ୟାରୁ ମୁକ୍ତି ଚାହୁଁଥିଲେ ଆପଣାନ୍ତୁ ଏହି ସହଜ ଉପାୟ, ସପ୍ତାହକ ମଧ୍ୟରେ…

ଆଜିକାଲି ଅଧିକାଂଶ ଲୋକ କେଶ ଝଡ଼ିବା ସମସ୍ୟାରେ ପୀଡ଼ିତ। ଏଥିପାଇଁ ଅନେକ କାରଣ ଦାୟୀ ହୋଇପାରେ। ତଥାପି ବିଶେଷଜ୍ଞମାନେ ସ୍ବାସ୍ଥ୍ୟକର ଖାଦ୍ୟପେୟ, ସ୍ବାସ୍ଥ୍ୟକର ଜୀବନଶୈଳୀ, ବ୍ୟସ୍ତବହୁଳ...

ବାସି ମୁହଁରେ ପାଣି ପିଇଲେ ମିଳିଥାଏ ଏହି ୪ ବଡ଼ ଲାଭ, ପ୍ରଭାବ ଜାଣିଲେ…

ସକାଳର ଏମିତି କିଛି ଅଭ୍ୟାସ, ଅନେକ ଦିଗରେ ସ୍ବାସ୍ଥ୍ୟକୁ ପ୍ରଭାବିତ କରେ। ଯଦି ଖାଦ୍ୟ ଠିକ୍‌ ଥାଏ, ତେବେ ସ୍ବାସ୍ଥ୍ୟ ଭଲ ରହିଥାଏ; କିନ୍ତୁ ଯଦି ...

ଡାଏଟ୍‌ରେ ସାମିଲ୍‌ କରନ୍ତୁ ଏହି ୫ ଚଟଣି, ସ୍ବାଦ ସହିତ ସ୍ବାସ୍ଥ୍ୟ ପାଇଁ ଉପକାରୀ

ଆମ ଭାରତୀୟ ଖାଦ୍ୟରେ ଚଟଣି ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରେ। ଏହା କେବଳ ଖାଦ୍ୟର ସ୍ବାଦ ବୃଦ୍ଧି କରେ ତାହା ନୁହେଁ ବରଂ ସ୍ବାସ୍ଥ୍ୟ...

ପିଲାଙ୍କର ପଢ଼ାରେ ଜମା ମନ ଲାଗୁନାହିଁ କି? ଆପଣାନ୍ତୁ ଏଭଳି କିଛି ଉପାୟ …

କିଛି ପିଲାଙ୍କର ପାଠରେ ବେଶ୍‌ ଆଗ୍ରହ ଥାଏ ତ ଆଉ କିଛି ପିଲାଙ୍କର ପଢ଼ାରେ ଜମା ମନ ଲାଗେନି। ପାଠ ନାଁ ଶୁଣିଲେ ସେମାନେ ମୁହଁ...

ବଜାରରୁ ଆଣିଥିବା ପନିର ଅସଲି କି ନକଲି କିଭଳି ଜାଣିବେ? ଆପଣାନ୍ତୁ ଏଭଳି ସହଜ ଉପାୟ…

ଆଜିକାଲି ସମୟରେ ବଜାରରେ ଚାଉଳଠାରୁ ଆରମ୍ଭ କରି ଅନେକ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ନକଲି ମିଳୁଛି। ଫଳରେ ଲୋକେ ସ୍ବାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ସେଭଳି...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image