ଦୁଇ ବ୍ୟବସାୟୀଙ୍କ ଘରେ ଆୟକର ଚଢଉ, ଆୟକର ଫାଙ୍କିବା ଅଭିଯୋଗରେ…

ଗଜପତି,୨୦।୩(ଗିରିଧାରୀ ପରିଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡିଠାରେ ଗୁରୁବାର ଭୋରରେ ପାରଳାଖେମୁଣ୍ଡି ସୁଣ୍ଡି ସାହିର ଦୁଇ ବ୍ୟବସାୟୀ ଭାଇଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ପାରଳାଖେମୁଣ୍ଡିର ଦୁଇ ବ୍ୟବସାୟୀ ହେଲେ ତିରୁପତି ସାହୁକାର ଓ ଲୋକେଶ୍ୱର ସାହୁକାର। ଦୁଇ ଭାଇ ମଦ କାରବାର ସହ ବସ୍ ମାଲିକ ହୋଇଥିବା ସୂଚନା।

ସୂଚନାଥାଉ କି, ଆୟକରର ୧୪ଜଣିଆ ଟିମ ଏହି ଚଢ଼ାଉରେ ସାମିଲ ଅଛନ୍ତି। ଆୟକର ଫାଙ୍କିବା ଅଭିଯୋଗରେ ଚଢ଼ାଉ ଜାରି ରହିଛି । ମଦ, ବସ, କାଠ, ଗୃହ ନିର୍ମାଣ ସାମଗ୍ରୀ ଆଦି ବ୍ୟବସାୟ କରୁଥିବାବେଳେ ଦୁଇଭାଇଙ୍କ ନାଁରେ ପ୍ରାୟ ୭୦ଏକର ଜମି ମଧ୍ୟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରୁ ମଣିଷ କଙ୍କାଳ ଠାବ: ହତ୍ୟା ପରେ ପୋଡି ଦିଆଯାଇଥିବା ସନ୍ଦେହ

ସୋରଡ଼ା,୨୨ା୩ (ରଜନୀ ମହାପାତ୍ର ): ଗଞ୍ଜାମ ଜିଲା ସୋରଡ଼ା ଗାଜଲବାଡ଼ି ଜଙ୍ଗଲରୁ ଶନିବାର ମଣିଷ କଙ୍କାଳ ଓ ହାଡ଼ ଠାବ ହୋଇଛି। ହତ୍ୟା ପରେ ମୃତଦେହ...

ଜାତୀୟ ରାଜପଥରେ ଓଲଟିଲା ବସ୍‌: ୮ ଆହତ

ଖୋର୍ଦ୍ଧା ,୨୨।୩: ଖୋର୍ଦ୍ଧା ଜିଲା ୧୬ ନମ୍ବର ଜାତୀୟ ରାଜପଥ ପାଇକକୁଶଡିହ ଛକଠାରେ ଶନିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ଘରୋଇ ବସ୍‌...

ନାବାଳିକା ବଳାତ୍କାର ମାମଲା ପ୍ରମାଣ ଅଭାବରୁ ଅଭିଯୁକ୍ତ ନିର୍ଦ୍ଦୋଷ

ବ୍ରହ୍ମପୁର, ୨୨ା୩(ସୁବାସ ଚନ୍ଦ୍ର ପାଢ଼ୀ): ସ୍ବତନ୍ତ୍ର ପୋକସ ଅଦାଲତ ବିଚାରପତି ପ୍ରଣତି ପଟ୍ଟନାୟକ ଶନିବାର ଏକ ବଳାତ୍କାର ମାମଲାର ଚୂଡାନ୍ତ ରାୟ ପ୍ରକାଶ କରି ପ୍ରମାଣ...

ବଜ୍ରାଘାତରେ ମା’ ବାପାଙ୍କ ଆଗରେ ଚାଲିଗଲା ପୁଅର ଜୀବନ

ବ୍ରହ୍ମଗିରି,୨୨।୩: ବଜ୍ରାଘାତରେ ମା’ ବାପାଙ୍କ ଆଗରେ ଚାଲିଗଲା ପୁଅର ଜୀବନ। ଏଭଳି ଅଭାବନୀୟ ଘଟଣା ଘଟିଛି ପୁରୀ ଜିଲା ବ୍ରହ୍ମଗିରିରେ । ମୃତ ଯୁବକ ଜଣଙ୍କ...

ଆର୍ଥ ଆଓ୍ବାର: ଘଣ୍ଟାଏ ପାଇଁ ଚାରିଆଡ ଅନ୍ଧାର

ଭୁବନେଶ୍ୱର,୨୨ା୩: ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମାର୍ଚ୍ଚ ମାସ ଶେଷ ଶନିବାର ଆର୍ଥ ଆଓ୍ବାର ଭାବେ ପାଳନ କରାଯାଏ। ଏବର୍ଷର ବିଷୟବସ୍ତୁ ରହିଛି ‘ୟୁନାଇଟେଡ୍‌ ଫର୍‌...

ତପ୍ତପାଣି ଘାଟିରେ ଓଲଟିଲା ତେନ୍ତୁଲି ବୋଝେଇ ଟ୍ରକ୍‌ : ଚାଳକ ଗୁରୁତର

ଦିଗପହଣ୍ଡି,୨୨|୩(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି ଘାଟି ରାସ୍ତାରେ ଶନିବାର ଅପରାହ୍ନରେ ଏକ ତେନ୍ତୁଳି ବୋଝେଇ ଟ୍ରକ ନଂ.(ଓଆର...

କ୍ରିକେଟ ଖେଳିବାବେଳେ ବଜ୍ରପାତ, ପଡିଆରେ ଟଳି ପଡିଲେ ୧୦ମ ଶ୍ରେଣୀ ଛାତ୍ର

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ବଜ୍ରାଘାତରେ ଚାଲିଗଲା ୧୦ମ ଶ୍ରେଣୀ ଛାତ୍ରଙ୍କ ଜୀବନ। ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ନାରାୟଣପୁର ଗ୍ରାମର ୧୦ମ ଶ୍ରେଣୀ...

ଆଇବିସି ପିଙ୍କ ପାୱାର -୨୦୨୫: ର଼୍ୟାମ୍ପରେ ଚାଲିଲେ ଦିବ୍ୟାଙ୍ଗ ଛାତ୍ରୀ

ବରଗଡ଼,୨୨।୩(ପ୍ରେମାନନ୍ଦ ଖମାରୀ) :ଇଣ୍ଡିଆନ ବିୟୁଟି କାଉନସିଲ(ଆଇବିସି), ବରଗଡ଼ ତରଫରୁ ସ୍ଥାନୀୟ ବିଜୁ ପଟ୍ଟନାୟକ ଟାଉନ ହଲ ଠାରେ ଫ୍ୟାଶନ ଶୋ, ରିଲସ, ନୃତ୍ୟ ଏବଂ ପାରମ୍ପରିକ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image