କାର୍ତ୍ତିକ ଆରମ୍ଭରୁ ପରିବା ଦର ଆକାଶଛୁଆଁ

ଗଞ୍ଜାମ,୨୩ା୧୦(ଡି.ଏନ୍‌.ଏ.): ଗଞ୍ଜାମ ସହରରେ ପନିପରିବା ଦର ଆକାଶଛୁଆଁ ହୋଇଛି। ବାଇଗଣ କିଲୋପିଛା ୬୦ ଟଙ୍କା ହୋଇଥିବା ବେଳେ ଟମାଟୋ ୫୦, ବିନ୍ସ ୧୦୦ ଟପିଛି। ସେହିପରି ନିତ୍ୟ ଅପରିହାର୍ଯ୍ୟ ଆଳୁ କିଲୋ ପ୍ରତି ୨୫ ଟଙ୍କାରେ ପହଞ୍ଚିଛି। ପିଆଜ ୪୦, ଭେଣ୍ଡି ୪୦, ପୋଟଳ ୬୦ କୁନ୍ଦୁରି ୪୦ ଏବଂ ସଜନା କିଲୋ ପିଛା ୮୦ରୁ ୧୦୦ଟଙ୍କାରେ ବିକ୍ରି କରୁଛନ୍ତି ପରିବା ବେପାରୀ।

କାର୍ତ୍ତିକ ମାସ ଆରମ୍ଭରୁ ସହରରେ ପନିପରିବା ଦର ବୃଦ୍ଧି ଦେଖି ଗରିବ ଜନସାଧାରଣ ଚିନ୍ତାରେ ପଡ଼ିଛନ୍ତି। ବଡ଼ ବଜାର ପରିବା ବ୍ୟବସାୟୀ ବଳିଆ ପଲାଇ କୁହନ୍ତି, ଗୋଦାମରେ ବିଭିନ୍ନ ପରିବା ଦର ବଢ଼ିଛି। ସେହି ଦରକୁ ନେଇ ଆମେ ବିକ୍ରି କରୁଛୁ। ଖୁବ୍‌ଶୀଘ୍ର ଦର ହ୍ରାସ ପାଇବ ବୋଲି ସେ ଆଶା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦିନ ମିଳିବ ସୁଭଦ୍ରାର ଦ୍ୱିତୀୟ କିସ୍ତି ଟଙ୍କା:ପ୍ରାୟ ଏକ କୋଟି ମହିଳା…

ଭୁବନେଶ୍ୱର,୨୬ା୧୨(ଅନିଲ ଦାସ):ଆସନ୍ତା ମାର୍ଚ୍ଚ ୮ ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁଭଦ୍ରା ଯୋଜନାର ହିତାଧିକାରୀଙ୍କୁ ଦ୍ୱିତୀୟ କିସ୍ତି ବାବଦ ୫ ହଜାର ଟଙ୍କା ପ୍ରଦାନ କରାଯିବ।...

ନିର୍ବାଚନରେ ଦିଆଯାଇଥିବା ସମସ୍ତ ପ୍ରତିଶ୍ରୁତି ପୂରଣ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫।୧୨: ନିର୍ବାଚନ ସମୟରେ ଆମେ ଲୋକଙ୍କୁ ଯେଉଁ ପ୍ରତିଶ୍ରୁତି ଦେଇଥିଲୁ, ସବୁ ପ୍ରତିଶ୍ରୁତିକୁ ଗୋଟି ଗୋଟି କରି ପୂରଣ କରି ଚାଲିଛୁ। ଯେଉଁ ଦିନ ସରକାର...

ରେଳ ଧାରଣାକୁ ଆତ୍ମହତ୍ୟା କରିବାକୁ ଯାଇଥିଲେ, ମହିଳାଙ୍କୁ ଉଦ୍ଧାର କଲେ…

ଛେଣ୍ଡିପଦା,୨୫ା୧୨ (ଅଜିତ ଧଳ)- ଅନୁଗୋଳ ଜିଲା ଜରପଡ଼ା ଥାନା ଦେଇ ଯାଇଥିବା ଅନୁଗୋଳ-ସମ୍ବଲପୁର ରେଳ ଧାରଣାକୁ ଯାଇ ଆତ୍ମହତ୍ୟା ଉଦ୍ୟମ କରୁଥିବା ଜଣେ ମହିଳାଙ୍କୁ କେତେଜଣ...

ସ୍ବାମୀଙ୍କ ଅନ୍ୟତ୍ର ବିବାହ ଉଦ୍ୟମ: ଘର ଆଗରେ ପୁଅ ସହ ଧାରଣାରେ ବସିଲେ ସ୍ତ୍ରୀ’

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ ବାସୁଦେବପୁର ଗ୍ରାମର ପି.ଶ୍ରୀୟା ରେଡ୍ଡୀଙ୍କ ସ୍ଵାମୀ ପି.ଶିବରାମ ପାତ୍ର ବିବାହର ୭ ବର୍ଷ ପରେ ପ୍ରତାରଣା କରି ଦ୍ୱିତୀୟ...

ଅନ୍ତର୍ଜାତୀୟ ସୁନ୍ଦରୀ ପ୍ରତିଯୋଗିତାରେ ଚମକିବେ କୋରାପୁଟ ଝିଅ ଅନୁଶ୍ରୀ

କୋରାପୁଟ,୨୫।୧୨(ଅମିତାଭ ବେହେରା): କୋରାପୁଟ ଭଳି ଏକ ଆଦିବାସୀ ପଛୁଆ ଜିଲାର ଝିଅ ରାଜସ୍ଥାନର ଜୟପୁରରେ ଅନୁଷ୍ଠିତ ହୋଇଥିବା ବିୟୁଟି କଣ୍ଟେଷ୍ଟରେ ଓଡ଼ିଶା ପାଇଁ ପ୍ରତିନିଧିତ୍ବ କରି...

ଅଢେଇ ବର୍ଷର ବିଷ୍ମୟ ବାଳକ: ପ୍ରାଞ୍ଜଳ ଭାବେ କହୁଛନ୍ତି ମନ୍ତ୍ରପାଠ ଓ ଦେଶ ବିଦେଶ କଥା

କେନ୍ଦୁଝର,୨୫।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ବୟସ ମାତ୍ର ଅଢେଇ ବର୍ଷ। ମନ୍ତ୍ରପାଠ, ସାଧାରଣ ଜ୍ଞାନ ହେଉ ଅବା ଦେଶର ଜାତୀୟ ପ୍ରତୀକ କିମ୍ବା ବିଶିଷ୍ଟ ବ୍ୟକ୍ତି...

ଦାଉ ସାଧିଛି ଅଦିନିଆ ବର୍ଷା: କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ତହସିଲଦାର

ଗଞ୍ଜାମ, ୨୫।୧୨(ବିଦ୍ୟାଧର ସାହୁ): ଗତ କିଛି ଦିନ ଧରି ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ପାଚିଲା ଧାନ ଅମଳ କରି ଘରକୁ ଆଣିବା ସମୟରେ...

ଲାଗି ରହିଛି ଲଘୁଚାପଜନିତ ଲଗାଣ ବର୍ଷା: ବିଲ ଓ ମଣ୍ଡିରେ ଭିଜିଲା ଧାନ

କୋକସରା,୨୫।୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲାରେ ଲଘୁଚାପଜନିତ ବର୍ଷା ମଙ୍ଗଳବାର ରାତିରୁ ଲଗାଣ ବର୍ଷା ଲାଗି ରହିଛି। ବ୍ଲକରେ ମଙ୍ଗଳବାର ରାତିରୁ ବୁଧବାର ସକାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri