ମେରୁଯାତ୍ରାରେ ଭକ୍ତଙ୍କ ଅସମ୍ଭାଳ ଭିଡ଼

ଭଞ୍ଜନଗର,୧୩ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ରବିବାର ମାସନ୍ତ ମେରୁ ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହିଭଳି ଭଞ୍ଜନଗର ଅଞ୍ଚଳର ପ୍ରସିଦ୍ଧ ଗାଲେରୀ ଦଣ୍ଡନାଚ ଆଜି ସରିଛି। ପୁଣି ଏକ ବର୍ଷ ପରେ ଦଣ୍ଡ ନାଚ ହେବ। ଗାଲେରୀ ମାସନ୍ତ ମେରୁଯାତ୍ରାର ଧୂଳିଦଣ୍ଡ ଏବଂ ପାଣି ଦଣ୍ଡ ଦେଖିବା ପାଇଁ ଆଜି ପ୍ରାୟ ୫୦ ହଜାର ଭକ୍ତଙ୍କ ସମାଗମ ହୋଇଥିଲା। ରାତିରେ ଆରତି ହେବ। ମେରୁ ଯାତ୍ରାକୁ ଶାନ୍ତି ଶୃଙ୍ଖଳାରେ ସହ ପରିଚାଳନା କରିବା ପାଇଁ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏଥିସହ ଆଜି ଢୁଢୁଆ, ଜିଲୁଣ୍ଡି, ମୁଜାଗଡ, ଗାମୁଣ୍ଡି ପ୍ରମୁଖ ସ୍ଥାନରେ ମେରୁ ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସୋମବାର ସଂକ୍ରାନ୍ତି ମେରୁ ଯାତ୍ରା ଆଉ କେତେକ ଅଞ୍ଚଳରେ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Bank Nomination Rules: ଏବେ ଉତ୍ତରାଧିକାରୀ ପାଇବେ ଏହି ହିସାବରେ ଟଙ୍କା! ବ୍ୟାଙ୍କ ନୋମିନିରେ ବଦଳିଲା ନିୟମ

ଟଙ୍କା ଏବଂ ଅଳଙ୍କାର ରଖିବା ପାଇଁ ବ୍ୟାଙ୍କ ଲକରକୁ ଏକ ସୁରକ୍ଷିତ ସ୍ଥାନ ଭାବରେ ବିବେଚନା କରାଯାଏ। କିନ୍ତୁ ଆପଣ କ’ଣ ଜାଣନ୍ତି ଯେ ଏବେ...

ଶିକ୍ଷକତାରୁ ସଫଳ ଆମ୍ବ ଚାଷୀ :ବାର୍ଷିକ ରୋଜଗାର ୫ରୁ ୬ ଲକ୍ଷ

ଭବାନୀପାଟଣା,୧୮ା୪(ଉତ୍ତମ କୁମାର ଦାଶ):  ବୃତ୍ତି ଶିକ୍ଷକତା ହେଲେ ନିଶା ଥିଲା ବିଭିନ୍ନ ପ୍ରକାର ଚାଷ। ଶିକ୍ଷକତାରୁ ସେ ପାଲଟିଛନ୍ତି ଜଣେ ସଫଳ ଆମ୍ବଚାଷୀ। ସେ ହେଲେ...

ଝଡ଼ବର୍ଷା ପାଇଁ ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮ା୪(ଅନୁରାଧା ମହାରଣା): କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ବିଭିନ୍ନ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଜାରି ରହିଛି। ଶୁକ୍ରବାର ରାଜଧାନୀ ଭୁବନେଶ୍ୱର ସମେତ ଅଧିକାଂଶ ଜିଲାରେ...

ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଉଦ୍‌ଯାପିତ: ଏବେଠୁ ଲଢ଼େଇ ଆରମ୍ଭ

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭିଷ୍ମଗିରୀ ଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜରେ ଯୁକ୍ତ ୩ ଛାତ୍ରୀ ଆତ୍ମସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ...

ନିଦରୁ ଉଠିବା ପରେ ସ୍ବପ୍ନରେ ଦେଖିଥିବା ଜିନିଷ କାହିଁକି ଭୁଲିଯାଉ? କାରଣ ଜାଣିଲେ ଚମକି ପଡିବେ

ସ୍ବପ୍ନର ଦୁନିଆ ସବୁବେଳେ ରହସ୍ୟରେ ପରିପୂର୍ଣ୍ଣ। ଏହା ଉପରେ ବହୁ ବୈଜ୍ଞାନିକ ଗବେଷଣା କରିଛନ୍ତି ଅନେକ ଭିନ୍ନ ଭିନ୍ନ ଯୁକ୍ତି ଦେଇଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ, ସ୍ବପ୍ନର...

କାଳବୈଶାଖୀରେ ଉଜାଡ଼ି ଦେଲା ସବୁକିଛି, ମୁଣ୍ଡ ଉପରୁ ଛାତ ହରାଇ ଭାଙ୍ଗିପଡ଼ିଛନ୍ତି ୨ ପରିବାର

ଆନନ୍ଦପୁର,୧୮।୪(ସୁଶାନ୍ତ କୁମାର ସାହୁ ): ଅଦିନରେ ବର୍ଷା, ପବନ, ଘଡ଼ଘଡ଼ି। କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଏଥିରେ...

କାଳବୈଶାଖୀ ଅଘଟଣ: କାଖରେ ପଶି କାନ୍ଧପଟେ ବାହାରିଲା ଗ୍ରୀଲକଣ୍ଟା

ଭୁବନେଶ୍ୱର,୧୮।୪(ବ୍ୟୁରୋ): କାଳବୈଶାଖୀ ବେଳେ ନାବାଳକଙ୍କ ଶରୀରରେ ପଶିଗଲା ଗ୍ରୀଲ। ଶୁକ୍ରବାର ଏଭଳି ଅଭାବନୀୟ ଘଟଣା ଘଟିଛି ଭୁବନେଶ୍ୱର ନୟାପଲ୍ଲୀ ଆଇଆରସି ଭିଲେଜରେ। ନାବାଳକ ଜଣଙ୍କ ହେଲେ...

ଓଡ଼ିଶାରେ ପିକେ ମିଶ୍ର-ଶକ୍ତିକାନ୍ତ ଦାସ: ଜାଣନ୍ତି କି ମୋଦିଙ୍କ ଉପ ସଚିବ ମାସକୁ ପାଆନ୍ତି ୨ଲକ୍ଷରୁ ଅଧିକ ଦରମା?

ନୂଆଦିଲ୍ଲୀ,୧୮।୫: ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (PMO) ଦେଶର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଏ। ଏଠାରେ କାର୍ଯ୍ୟରତ ଅଧିକାରୀଙ୍କ ଦାୟିତ୍ୱ କେବଳ ପ୍ରଶାସନିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image