Categories: ଖେଳ

ଅଷ୍ଟ୍ରେଲିଆ ଆଗରେ ୧୬୧ ରନ୍‌ର ବିଜୟ ଟାର୍ଗେଟ୍‌ ରଖିଲା ଭାରତ

ବେଙ୍ଗାଲୁରୁ,୩।୧୨: ଏମ୍‌ ଚିନ୍ନାସ୍ବାମୀ ଷ୍ଟାଡିୟମରେ ରବିବାର ଖୋଳାଯାଉଥିବା ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଶେଷ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଅଧିନାୟକ ମାଥ୍ୟୁ ୱେଡ୍‌ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଫଳରେ ଆମନ୍ତ୍ରଣ ପାଇ ଟିମ୍‌ ଇଣ୍ଡିଆ ପ୍ରଥମେ ବ୍ୟାଟିଂ ଆରମ୍ଭ କରିଥିଲା। ଶ୍ରେୟସ ଆୟରଙ୍କ ଶର୍ଦ୍ଧଶତକ ବଲରେ ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୮ ଉଇକେଟ ହରାଇ ୧୬୦ ରନ୍‌ କରିଛି। ଫଳରେ ଅଷ୍ଟ୍ରେଲିଆ ଆଗରେ ୧୬୧ ରନ୍‌ର ବିଜୟ ଟାର୍ଗେଟ୍‌ ରହିଛି ଭାରତ।

Share