Advertisement
Categories: Home Leftଖେଳ

ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା ଭାରତ

କେସିଙ୍ଗଟନ ଓଭାଲ,୨୭।୭: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆ ସିରିଜରେ ଗୁରୁବାର ମ୍ୟାଚରେ ଭାରତର ଅଧିନାୟକ ରୋହିତ ଶର୍ମା ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି। ଫଳରେ ଆମନ୍ତ୍ରଣ ପାଇଁ ୱେଷ୍ଟଇଣ୍ଡିଜ ବ୍ୟାଟିଂ କରିବ। ଟିମ ଇଣ୍ଡିଆ ମୁକେଶ କୁମାରଙ୍କୁ ଖେଳ ଏକାଦଶରେ ସ୍ଥାନ ଦେଇଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel