ସ୍ବାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର-ପ୍ରଦୀପ ପାଣିଗ୍ରାହୀ ହାତାହାତି

ବ୍ରହ୍ମପୁର,୧୩।୫: ଭାଜପା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ଏବଂ ସ୍ବାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସ ହାତାହାତି ହୋଇଛନ୍ତି। ଗୋଷାଣୀ ନୂଆଗାଁ ଉତ୍କଳମଣି ୟୁପି ସ୍କୁଲ ବୁଥ ଆଗରେ ମୁହଁମୁହିଁ ହୋଇଛନ୍ତି। ଏହି ଆକ୍ରମଣରେ ପ୍ରଦୀପ ପାଣିଗ୍ରାହୀ ସାମାନ୍ୟ ଆହତ ସୂଚନା ମିଳିଛି। ଅନ୍ୟପଟେ, ଶିବଶଙ୍କର ଦାସ ଗୋଷାଣୀ ନୂଆଗାଁ ଥାନାରେ ଅଟକ ଅଛନ୍ତି। ଯାହା ପରେ ଥାନା ଆଗରେ ଶିବଶଙ୍କରଙ୍କ ସମର୍ଥକଙ୍କ ହୋହଲ୍ଲା କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ମାଟି ବୋହି ଚର୍ଚ୍ଚାରେ ନୂଆପଡା ଜିଲାପାଳ, ଶ୍ରମିକଙ୍କୁ କଲେ ଉତ୍ସାହିତ

ନୂଆପଡା,୧୫।୩: (ମକାରୁ ବେମାଲ)ମନରେଗା ଯୋଜନାରେ ଦୈନିକ ୬0,000 ରୁ ଅଧିକ ଶ୍ରମିକ ନିୟୋଜିତ କରି କ୍ରମାଗତ ଭାବରେ ନୂଆପଡ଼ା ଜିଲା ରାଜ୍ୟରେ ପ୍ରଥମ ସ୍ଥାନରେ ରହିଛି।...

ଏସପିଙ୍କ ଘରେ ଦୋଳି ଖେଳିଲେ ରାଧାକୃଷ୍ଣ

ଫୁଲବାଣୀ, ୧୫।୩(ରାକେଶ କୁମାର ରାଉତ): ଆଜି ରଙ୍ଗର ପର୍ବ ହୋଲି । ଆଜିର ଦିନରେ ଜଣେ ଜଣକୁ ରଙ୍ଗ ବୋଳି ପରସ୍ପରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଅବିର...

ଦିଗପହଣ୍ଡି ଅଞ୍ଚଳରେ ଦୋଳ ଉତ୍ସବରେ ହୋଲି ଖେଳ

ଦିଗପହଣ୍ଡି,୧୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ପବିତ୍ର ଚୈତ୍ର ପ୍ରତିପଦା ତିଥି ଦୋଳ ଉତ୍ସବ ଅବସରରେ ଯୁବକ ଗୋଷ୍ଠୀ ପକ୍ଷରୁ ହୋଲି ଖେଳ...

ଦୁଇ ବାଇକ୍‌ ମଧ୍ୟରେ ଧକ୍କା, ଚାଲିଗଲା ମଠ ମହନ୍ତ ସ୍ବାମୀ ଅଭୟାନନ୍ଦ ସରସ୍ବତୀଙ୍କ ଜୀବନ

ପାଟଣା,୧୫।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡା ଫାଣ୍ଡି ଅନ୍ତର୍ଗତ ୨୨୦ ନମ୍ବର ଜାତୀୟ ରାଜପଥର ଗୋରାଣ୍ଡି ଯୋଡି ନିକଟରେ ଶନିବାର ଅପରାହ୍ନରେ ଦୁଇ ବାଇକ...

ହୋଲି ଖେଳି ସମୁଦ୍ରରେ ଗାଧୋଇବା ହେଲା କାଳ: ସମୁଦ୍ରରେ ବୁଡି ଜଣେ ଛାତ୍ର ମୃତ

ଛତ୍ରପୁର,୧୫।୩(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜ଼ିଲ୍ଲା ରମ୍ଭା ଥାନା ଅନ୍ତର୍ଗତ ପୋଡ଼ମପେଟା ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଆଜି ସକାଳୁ ସମସ୍ତ ଗାଁ ଓ...

ରାଜ୍ୟ ପ୍ରଦେଶ କଂଗ୍ରେସ କମିଟିର ସଭାପତି ଭକ୍ତ ଚରଣ ଦାଶ ହୋଲି ଉତ୍ସବରେ କର୍ମୀଙ୍କୁ କରାଇଲେ ଶପଥ ପାଠ, ରାଲିରେ ପ୍ରକମ୍ପିତ ହେଲା ଜାତୀୟ ରାଜପଥ

କେସିଙ୍ଗା,୧୫.୩(ତୁମେଶର ସାହୁ): ରାଜ୍ୟ ପ୍ରଦେଶ କଂଗ୍ରେସ କମିଟିର ସଭାପତି ଭକ୍ତ ଚରଣ ଦାଶ ସଭାପତି ଭାବେ ଦାୟିତ୍ୱ ନେବା ପରେ ପ୍ରଥମ ଥର ଭୁବନେଶ୍ୱରରୁ ଏକ...

ସମୁଦ୍ର, ନଦୀ, ହ୍ରଦ ଉପରେ ଅଗ୍ନିଶମ ଟିମର ନଜର; ହୋଲି ଖେଳ ପରେ ଗାଧୋଇବେ ଲୋକେ

ଛତ୍ରପୁର, ୧୫।୩(ସନ୍ତୋଷ ପାଢ଼ୀ ): ହୋଲି ଖେଳ ପରେ ଗଞ୍ଜାମ ଜ଼ିଲ୍ଲାରେ ଥିବା ସମୁଦ୍ର, ଋଷିକୂଲ୍ୟା ନଦୀ ଏବଂ ତାମ୍ପରା ହ୍ରଦରେ ଲୋକେ ଗାଧୋଇବାକୁ ପସନ୍ଦ...

ପୁରୁଷୋତ୍ତମପୁର ଏସଡିପିଓଙ୍କ ନିଆରା ପ୍ରୟାସ

ପୁରୁଷୋତ୍ତମପୁର,୧୫।୩(ସିମାଞ୍ଚଳ ମିଶ୍ର): ଭାଇଚାରା ଓ ଗଣପର୍ବକୁ ହୋଲି ଗଞ୍ଜାମଜିଲା ପୁରୁଷୋତ୍ତମପୁର ଏସଡିପିଓ ଡ.ଦୀପକକୁମାର ମିଶ୍ରଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି। କିପରି ଅଞ୍ଚଳରୁ ବଶୃଙ୍ଖଳା ଦୂରହୋଇ ସମସ୍ତେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image