Posted inଜାତୀୟ

ଭୂକମ୍ପ ଝଟ୍‌କାରେ ଥରିଲା ସିକ୍କିମ

ଗ୍ୟାଙ୍ଗଟକ୍‌,୧୨।୧୧: ଥରିଲା ସିକ୍କିମ। ମଙ୍ଗଳବାର ଅପରାହ୍ନରେ ରାଜ୍ୟର କିଛି ଅଞ୍ଚଳରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତିବ୍ରତା ୩.୫ ଥିବା ଜଣାପଡ଼ିଛି। ତେବେ ଭୂକମ୍ପରେ ଜନଜୀବନ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନାହିଁ। ତେବେ ଗ୍ୟାଙ୍ଗଟକ୍‌ରେ ୫ କିମି ତଳେ ଭୂକମ୍ପ ଝଟ୍‌କା ଆସିଥିବା ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୩.୭ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବାର୍ଷିକ ଆୟ ମଧ୍ୟ ଟିକସମୁକ୍ତ ହେବ! କେବଳ ଏହି କାମ କରିବାକୁ ପଡିବ

ଭୁବନେଶ୍ୱର, ୩।୨: ଭାରତ ସରକାର ବାର୍ଷିକ ୧୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟକୁ କରମୁକ୍ତ କରିବାକୁ ଘୋଷଣା କରିଛନ୍ତି। ୧୨.୭୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟ...

ଭବିଷ୍ୟବାଣୀ କଲେ କେଜ୍‌ରିଓ୍ବାଲ: ‘ଦିଲ୍ଲୀରେ ଏତିକି ଆସନରେ ଜିତିବ ଆପ୍‌ , ଯଦି…’

ନୂଆଦିଲ୍ଲୀ, ୩।୨: ଦିଲ୍ଲୀରେ ୩ୟ ଥର ପାଇଁ ଆମ୍‌ ଆଦ୍‌ମୀ ପାର୍ଟି(ଆପ୍‌) ସରକାର ଗଢ଼ିବା ନେଇ ସେ ଆଶାବାଦୀ ବୋଲି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆମ୍‌...

ସୋନିଆଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ୍‌

ନୂଆଦିଲ୍ଲୀ,୩।୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗତ ୩୧ ତାରିଖରେ ପାର୍ଲାମେଣ୍ଟର ମିଳିତ ଅଧିବେଶନରେ ଅଭିଭାଷଣ ରଖିବା ପରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ତାଙ୍କ ସମ୍ପର୍କରେ ଦେଇଥିବା...

ଭାରତର ପଡୋଶୀ ଦେଶମାନଙ୍କରେ ୮୫ ପ୍ରତିଶତ ବଢ଼ିଯିବ କର୍କଟ ଜନିତ ମୃତ୍ୟୁ ସଂଖ୍ୟା: WHO

ନୂଆଦିଲ୍ଲୀ,୩।୨: ଭାରତ ଏବଂ ଏହାର ପଡୋଶୀ ଦେଶ ମାନଙ୍କରେ ୨୦୫୦ ସୁଦ୍ଧା କର୍କଟ ଏବଂ କର୍କଟ ଜନିତ ମୃତ୍ୟୁ ସଂଖ୍ୟା ୮୫ ପ୍ରତିଶତ ବୃଦ୍ଧି ପାଇବ...

ସଂସଦରେ କ୍ଷମା ମାଗିଲେ ରାହୁଲ ଗାନ୍ଧୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୩।୨: ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ଦେବା ସମୟରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଡୋନାଲ୍ଡ ଟ୍ରମ୍ପଙ୍କ ଶପଥ ଗ୍ରହଣ ସମାରୋହକୁ...

ବୁଡ଼ିଲା ୪.୩୬ କୋଟି ଟଙ୍କା: ଶେୟାର ମାର୍କେଟ୍‌ରେ ହାହାକାର

ନୂଆଦିଲ୍ଲୀ,୩।୨:ବଜେଟ ପରଠାରୁ ଶେୟାର ମାର୍କେଟ୍‌ର ଅବସ୍ଥା ଭଲ ନାହିଁ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ ଓ୍ବାର୍‌ ଏବଂ ବିଦେଶୀ ନିବେଶକଙ୍କ ଦ୍ୱାରା ଟଙ୍କା ପ୍ରତ୍ୟାହାର...

ମୋ ନାଁରେ ରାହୁଲ ଗାନ୍ଧୀ ମିଛ କହିଛନ୍ତି…କାହିଁକି ଏମିତି କହିଲେ ଜୟଶଙ୍କର

ନୂଆଦିଲ୍ଲୀ,୩।୨: ଲୋକ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଲୋଚନା ସମୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୈଦେଶିକ ମନ୍ତ୍ରୀ ଡକ୍ଟର ଏସ.ଙ୍କୁ ଟାର୍ଗେଟ୍‌ କରିଛନ୍ତି। ଜୟଶଙ୍କରଙ୍କ...

ବିଶ୍ୱର ସବୁଠୁ ଶକ୍ତିଶାଳୀ ଦେଶ: ଟପ୍‌-୧୦ରୁ ବାଦ୍‌ ପଡ଼ିଲା ଭାରତ

ନୂଆଦିଲ୍ଲୀ/ଓ୍ବାଶିଂଟନ୍‌,୩।୨: ଫୋବର୍ସ ୨୦୨୫ରେ ବିଶ୍ୱର ୧୦ଟି ସବୁଠାରୁ ଶକ୍ତିଶାଳୀ ଦେଶର ରାଙ୍କିଂ ପ୍ରକାଶ କରିଛି। ଏଥିରେ ଭାରତକୁ ଶ୍ରେଷ୍ଠ ୧୦ରୁ ବାଦ ଦିଆଯାଇଛି। ଏହି ତାଲିକା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image