ଭାରତ-କାନାଡା ବିବାଦ: ୪୧କୂଟନୀତିଜ୍ଞଙ୍କୁ କାନାଡା ଛାଡିବାକୁ ଦେଲା ନିର୍ଦ୍ଦେଶ

ଅଟାଓ୍ବା/ନୂଆଦିଲ୍ଲୀ,୩।୧୦: ଭାରତ ଏବଂ କାନାଡା ମଧ୍ୟରେ ଚାଲିଥିବା କୂଟନୈତିକ ବିବାଦ ସମାଧାନ ହେବା ବଦଳରେ ଦିନକୁ ଦିନ ଘନେଇବାରେ ଲାଗିଛି। ଭାରତ କଠୋର ଆଭିମୁଖ୍ୟ ଗ୍ରହଣ କରି କାନାଡାରୁ ୪୧ କୂଟନୀତିଜ୍ଞଙ୍କୁ ଅକ୍ଟୋବର ୧୦ ସୁଦ୍ଧା ଦେଶ ଛାଡିବାକୁ ନିର୍ଦ୍ଦେଶ ଦେଇଛି। ଭାରତରେ କାନାଡାର ୬୨ଜଣ କୂଟନୀତିଜ୍ଞ ଅଛନ୍ତି। କୂଟନୀତିଜ୍ଞଙ୍କ ସଂଖ୍ୟା ୪୧କୁ ହ୍ରାସ କରାଯିବା ଉଚିତ ବୋଲି ଭାରତ କହିଛି।
ଗତ ସପ୍ତାହରେ କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ସଂସଦରେ ଏକ ବିବୃତ୍ତି ଜାରି କରି ଖଲିସ୍ତାନୀ ଆତଙ୍କବାଦୀ ହରଦୀପ୍‌ ସିଂ ନିଜ୍ଜରଙ୍କ ହତ୍ୟାରେ ଭାରତ ସରକାରଙ୍କୁ ଦାୟୀ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ସରକାରର ମନ୍ତ୍ରୀଙ୍କ ମଧ୍ୟରେ ବିଭାଗ ବାଣ୍ଟିଲେ ଆତିଶୀ, ନିଜ ପାଖରେ ରଖିଲେ ଶିକ୍ଷା-ଅର୍ଥ ସମେତ ୧୩ ବିଭାଗ

ନୂଆଦିଲ୍ଲୀ,୨୧।୯: ଦିଲ୍ଲୀ ସରକାର ରେ ଆଜି ନୂଆ ସରକାର ଶପଥ ଗ୍ରହଣ କରିଛନ୍ତି। ଦେଶର ସର୍ବକନିଷ୍ଠ ତଥା ଦିଲ୍ଲୀର ୩ୟ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଆତିଶୀ...

ମିଛ ପ୍ରଚାର କରୁଛି ଭାଜପା, ସତକୁ ସହି ପାରୁନାହିଁ, ମୁହଁ ଖୋଲିଲେ ରାହୁଲ

ନୂଆଦିଲ୍ଲୀ,୨୧।୯: ଲୋକ ସଭାରେ ବିରୋଧୀ ଦଳର ନେତା ତଥା ଉତ୍ତରପ୍ରଦେଶ ରାଏବରେଲିର କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଆମେରିକା ଗସ୍ତରେ ଶିଖମାନଙ୍କ ଉପରେ ଦେଇଥିବା ବିବୃତ୍ତି...

ମୋଦି-ଶାହାଙ୍କ ସହ ଭଲ ନ ଥିଲା ଗଡକରୀଙ୍କ ସମ୍ପର୍କ! ଦେଖା ହେବା ପାଇଁ ଘଣ୍ଟାଘଣ୍ଟା ଅପେକ୍ଷା କରାଉଥିଲେ…କହିଦେଲେ ଭିତିରି କଥା

ନୂଆଦିଲ୍ଲୀ,୨୧।୯: ଭାରତର ସଡକ ଏବଂ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଅନେକ ସମୟରେ ଚର୍ଚ୍ଚାରେ ରହିଥାନ୍ତି। ନିକଟରେ ସେ ଖୋଲାଖେଶଲି କହିଛନ୍ତି କି, ଯେତେବେଳେ ସେ...

ଆତିଶୀଙ୍କୁ ସମ୍ପୂର୍ଣ୍ଣ ସହଯୋଗ କରିବ ଭାଜପା, କାହିଁକି ଏମିତି କହିଲେ ଭାଜପା ଏମପି

ନୂଆଦିଲ୍ଲୀ,୨୧।୯: ଭାଜପା ଏମପି ମନୋଜ ତିୱାରୀ ଆତିଶୀଙ୍କୁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଅଭିନନ୍ଦନ ଜଣାଇଛନ୍ତି। ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ସେ ରାଜ...

ଶପଥ ନେଲେ ସର୍ବ କନିଷ୍ଠ ମୁଖ୍ୟମନ୍ତ୍ରୀ ଆତିଶୀ

ନୂଆଦିଲ୍ଲୀ,୨୧।୯: ଦିଲ୍ଲୀର ତୃତୀୟ ମହିଳା ମୁଖ୍ୟମନ୍ତ୍ରୀ ତଥା ସର୍ବକନିଷ୍ଠ ମୁଖ୍ୟମନ୍ତ୍ରୀ ଭାବେ ଆତିଶୀ ଶନିବାର ଶପଥ ଗ୍ରହଣ କରିଛନ୍ତି। ସୂଚନାଯୋଗ୍ୟ, ଅରବିନ୍ଦ କେଜରିଓ୍ବାଲ ମୁଖ୍ୟମନ୍ତ୍ରୀ ପଦରୁ...

‘ଆପଣଙ୍କ କାର ମୋ ମା’ଙ୍କ ଘର ସହ ସମାନ’, ମୋଦିଙ୍କ କଥା ଶୁଣି ଆଶ୍ଚର୍ଯ୍ୟ ହୋଇଯାଇଥିଲେ ଓବାମା

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତିନି ଦିନିଆ ଆମେରିକା ଗସ୍ତରେ ଯାଇଛନ୍ତି। ଯେଉଁଠାରେ ସେ ଆମେରିକାର ଡେଲାୱେରରେ ଅନୁଷ୍ଠିତ ହେବାକୁ ଥିବା କ୍ୱାଡ ବୈଠକରେ...

ବର୍ଷକୁ ଦୁଇଟି ଗ୍ୟାସ ସିଲିଣ୍ଡର ମାଗଣା ମିଳିବ, ବଡ଼ ଘୋଷଣା କଲେ…

ନୂଆଦିଲ୍ଲୀ,୨୧।୯: ଜମ୍ମୁ କଶ୍ମୀରରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଶନିବାର ଜମ୍ମୁରେ ପହଞ୍ଚିଛନ୍ତି। ଏହି ସମୟରେ...

ଲେବାନନ ଆକ୍ରମଣକୁ ନେଇ ଚର୍ଚ୍ଚାରେ ମିଷ୍ଟ୍ରି ଗର୍ଲ!

ଜେରୁଜେଲମ,୨୧।୯: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ଲେବାନନରେ ପେଜର୍‌ ଆକ୍ରମଣ ସାରା ବିଶ୍ୱରେ ଆଲୋଚନା ହେଉଛି। ଏହି ଆକ୍ରମଣ ସହ ଜଡିତ ଅନେକ ତଥ୍ୟ ସାମ୍ନାକୁ ଆସୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri