Posted inଖେଳ

ବିଜୟଠାରୁ ମାତ୍ର ୮ ଉଇକେଟ୍‌ ଦୂରରେ ଭାରତ

ତ୍ରିନିଦାଦ,୨୪।୭: ପୋର୍ଟ ଅଫ ସ୍ପେନରେ ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ରୋମାଞ୍ଚକର ମୋଡ଼ରେ ପହଞ୍ଚିଛି। ଚତୁର୍ଥ ଦିନରେ ଟିମ ଇଣ୍ଡିଆ ୱେଷ୍ଟଇଣ୍ଡିଜକୁ ଜିତିବା ପାଇଁ ୩୬୫ ରନ ଟାର୍ଗେଟ୍‌ ଦେଇଥିଲା। ଏହା ପରେ ଦିନର ଖେଳ ଶେଷ ପର୍ଯ୍ୟନ୍ତ କାରିବିଆନ ଦଳ ୨ ଉଇକେଟ ପାଇଁ ୭୬ ରନ ସଂଗ୍ରହ କରିଛି। ବର୍ତ୍ତମାନ ପଞ୍ଚମ ଦିନରେ ଭାରତକୁ ଜିତିବା ପାଇଁ ୮ ଉଇକେଟ ଆବଶ୍ୟକ ଥିବାବେଳେ ୱେଷ୍ଟଇଣ୍ଡିଜକୁ ଜିତିବାକୁ ୨୮୯ ରନ କରିବାକୁ ପଡିବ।
ପ୍ରଥମ ଇନିଂସରେ ଭାରତ ୪୩୮ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ୱେଷ୍ଟଇଣ୍ଡିଜ ପ୍ରଥମ ଇନିଂସ ୨୫୫ ରନରେ ଅଲଆଉଟ୍‌ ହୋଇଯାଇଥିଲା। ଟିମ ଇଣ୍ଡିଆ ୧୮୩ ରନ ଅଗ୍ରଣୀ ହାସଲ କରିଛି। ଦ୍ୱିତୀୟ ଇନିଂସରେ ଦୁଇଟି ଉଇକେଟ ହରାଇ ୧୮୧ ରନ ସ୍କୋର କରି ଭାରତ ୩୬୪ ରନ ସଂଗ୍ରହ କରି ଇନିଂସ ଘୋଷଣା କରିଥିଲା। ଏହିପରି ୱେଷ୍ଟଇଣ୍ଡିଜ ୩୬୫ ରନ ଲକ୍ଷ୍ୟ ହାସଲ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମାର୍ଚ୍ଚ ୧୪ରୁ ମେ’ ୨୫

ନୂଆଦିଲ୍ଲୀ, ୨୩ା୧୧ (ପି.ଟି.): ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଆସନ୍ତାବର୍ଷ ହେବାକୁଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଲାଗି ଦିନ ଧାର୍ଯ୍ୟ କରିଛି। ଏହି...

ଚମକିଲେ ଜୁନିଅର୍‌ ସେହ୍ବାଗ: ବାପାଙ୍କ ପରେ ପୁଅ କରିପାରନ୍ତି କମାଲ୍‌

ଶିଲଂ, ୨୨ା୧୧: ୧୯ ବର୍ଷରୁ କମ୍‌ କୁଚ୍‌ ବିହାର ଟ୍ରଫି କ୍ରିକେଟ ଟୁର୍ନାମେଣ୍ଟରେ ଦିଲ୍ଲୀ ତରଫରୁ ଖେଳୁଥିବା ଭାରତର ମହାନ ବ୍ୟାଟର ବୀରେନ୍ଦ୍ର ସେହ୍ବାଗଙ୍କ ପୁତ୍ର...

୨୧୭ ରନ୍‌, ୧୭ ଉଇକେଟ୍‌: ପ୍ରଥମ ଦିନରେ ପ୍ରଧାନ୍ୟ ବିସ୍ତାର କଲେ ବୋଲର୍‌

ପର୍ଥ,୨୨।୧୧: ପର୍ଥ ଟେଷ୍ଟର ପ୍ରଥମ ଦିନରେ ଖେଳ ଶେଷ ହୋଇଛ। ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୭ ଉଇକେଟ ହରାଇ ୬୭ ରନ ସଂଗ୍ରହ କରିଛି। ଭାରତ...

ଭାରତ ପରେ ମାଟି କାମୁଡିଲା ଅଷ୍ଟ୍ରେଲିଆ: ବୁମ୍‌ରାଙ୍କ ଚମତ୍କାର ବୋଲିଂ

ପର୍ଥ,୨୨।୧: ବର୍ଡର-ଗାଭାସ୍କର ଟ୍ରଫିର ପ୍ରଥମ ମ୍ୟାଚର ପ୍ରଥମ ଇନିଂସରେ ଭାରତୀୟ ଦଳ ୧୫୦ ରନରେ ଅଲଆଉଟ୍‌ ହୋଇଛି। ଏହାର ଜବାବରେ ଅଷ୍ଟ୍ରେଲିଆ ମଧ୍ୟ ମାଟି କାମୁଡିଛି।...

ଲାଇଭ୍‌ ମ୍ୟାଚ୍‌ ମଝିରେ ରିଷଭ ପନ୍ତଙ୍କୁ ଏମିତି ପ୍ରଶ୍ନ ପଚାରିଦେଲେ ଅଷ୍ଟ୍ରେଲିଆ ଖେଳାଳି: ସମସ୍ତେ ଆଶ୍ଚର୍ଯ୍ୟ

ପର୍ଥ,୨୨।୧୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ପର୍ଥ ଷ୍ଟାଡିୟମରେ ଖେଳାଯାଉଛି। ପ୍ରଥମେ ବ୍ୟାଟିଂ କରିବାକୁ ଆସିଥିବା...

ଆରମ୍ଭରୁ ଧରାଶାୟୀ: ପ୍ରଥମ ଇନିଂସରେ ୧୫୦ରେ ଅଲଆଉଟ୍ ଭାରତ

ଭୁବନେଶ୍ୱର,୨୨।୧୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ୫ ମ୍ୟାଚ୍ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍ ଶୁକ୍ରବାର ପର୍ଥରେ ଆରମ୍ଭ ହୋଇଛି। ଭାରତୀୟ ଦଳର ଅଧିନାୟକ...

ନୂଆ ଇନିଂସ ଆରମ୍ଭ କରିବାକୁ ଯାଉଛନ୍ତି ଚହଲଙ୍କ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୧: କ୍ରିକେଟର୍‌ ୟୁଜଭେନ୍ଦ୍ର ଚହଲଙ୍କ ସ୍ତ୍ରୀ ଧନଶ୍ରୀ ବର୍ମା ଏକ ନୂଆ ଇନିଂସ ଆରମ୍ଭ କରିବାକୁ ଯାଉଛନ୍ତି। ସେ ଖୁବ୍‌ଶୀଘ୍ର ତେଲୁଗୁ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିରେ ଡେବ୍ୟୁ...

ମାତ୍ର ୫୦ ରନ୍‌ରେ ପାଭିଲିୟନକୁ ଫେରିଲେ ଭାରତର ଅଧା ଟିମ୍‌

ପର୍ଥ,୨୨।୧୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପର୍ଥରେ ଆରମ୍ଭ ହୋଇଛି। ଏହି ମ୍ୟାଚ୍‌ରେ ଟସ୍‌ ଜିତି ଭାରତ ପ୍ରଥମେ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri