Posted inଖେଳ

ଆଜି ଭାରତ-ଅଷ୍ଟ୍ରେଲିଆ ଦ୍ୱିତୀୟ ଟେଷ୍ଟ: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ଆଡିଲେଡ,୬।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବର୍ଡର-ଗାଭାସ୍କର ଟ୍ରଫିର ଦ୍ୱିତୀୟ ଟେଷ୍ଟ ଡିସେମ୍ବର ୬ରୁ ଆଡିଲେଡର ଓଭାଲରେ ଖେଳାଯିବ। ଏହା ପିଙ୍କ୍‌ ବଲ ଦିନରାତି ଟେଷ୍ଟ ହେବ। ଏହାପୂର୍ବରୁ ପର୍ଥରେ ଖେଳାଯାଇଥିବା ସିରିଜର ପ୍ରଥମ ଟେଷ୍ଟରେ ଟିମ ଇଣ୍ଡିଆ ୨୯୫ ରନ ଜିତିଥିଲା। ବର୍ତ୍ତମାନ ଦ୍ୱିତୀୟ ଟେଷ୍ଟରେ ମଧ୍ୟ ଜିତି ଭାରତୀୟ ଦଳ ସିରିଜରେ ୨-୦ ଅଗ୍ରଣୀ ହାସଲ କରିବାକୁ ଚାହୁଁଛି।

ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବର୍ଡର-ଗାଭାସ୍କର ଟ୍ରଫିର ଦ୍ୱିତୀୟ ଟେଷ୍ଟ ଭାରତୀୟ ସମୟ ଅନୁଯାୟୀ ମ୍ୟାଚ ସକାଳ ୯.୩୦ରେ ଆରମ୍ଭ ହେବ। ଟସ ଅଧା ଘଣ୍ଟା ପୂର୍ବରୁ ଅର୍ଥାତ୍‌ ସକାଳ ୯.୩୦ରେ ହେବ। ଦ୍ୱିତୀୟ ଟେଷ୍ଟ ଷ୍ଟାର ସ୍ପୋର୍ଟସ ମାଧ୍ୟମରେ ଭାରତରେ ସିଧା ପ୍ରସାରଣ ହେବ। ଏହା ବ୍ୟତୀତ ମ୍ୟାଚ ଡିଡି ସ୍ପୋର୍ଟସରେ ସିଧା ପ୍ରସାରଣ ହେବ। ଡିଜନି ପ୍ଲସ ହଟଷ୍ଟାରରେ ଭାରତରେ ସିଧା ପ୍ରସାରଣ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଏକଘରିକିଆ ହୋଇଗଲେଣି ନବୀନ-ପାଣ୍ଡିଆନ: ମୂଳ ଲକ୍ଷ୍ୟ କଂଗ୍ରେସକୁ ନ ଯାଆନ୍ତୁ

ଭୁବନେଶ୍ୱର,୯ା୪(ସୁନିତ୍‌ ମିଶ୍ର):କେନ୍ଦ୍ରୀୟ ଭାଜପା ନେତୃତ୍ୱ ବୁଝିସାରିଲେଣି ନବୀନ-ପାଣ୍ଡିଆନ ବର୍ତ୍ତମାନ ଏକଘରିକିଆ ହୋଇଗଲେଣି। ତୃଣମୂଳସ୍ତର କର୍ମୀ ଆଉ ତାଙ୍କ ଉପରେ ଭରସା ରଖୁନାହାନ୍ତି କି ସେମାନଙ୍କ ପାଖରେ...

ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆଁ କାର୍ଯ୍ୟକ୍ରମ

ତୁମୁଡିବନ୍ଧ,୯ା୪(ଦୀପକ କୁମାର ପରାସେଠ):କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଳକ ତୁମୁଡିବନ୍ଧ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଙ୍ଗଳବାର ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆଁ ଶିକ୍ଷା ସଚେତନ...

ଖୁସି ଖବର: ଓଡ଼ିଶାରେ ସୃଷ୍ଟି ହେବ ୯୫,୯୧୫ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୯ା୪(ଅନୁରାଧା ମହାରଣା):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇଦିନିଆ ଦିଲ୍ଲୀ ଗସ୍ତରେ ଯାଇ ଦେଶର ବହୁ ଶିଳ୍ପ ନେତୃତ୍ୱଙ୍କ ସହ ଆଲୋଚନା କରିଛନ୍ତି। ମଙ୍ଗଳବାର ରାଜ୍ୟରେ ପୁଞ୍ଜିନିବେଶ...

ମୁଖ୍ୟ କିରାଣୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ମୁଖ୍ୟ କିରାଣି ଦାମୋଦର ରଥ ଗତ ୩୧ ତାରିଖରେ ଅବସର ନେଇଛନ୍ତି। ଏନେଇ ମଙ୍ଗଳବାର...

ମ୍ୟାନ୍‌ମାର ଭୂକମ୍ପରେ ପୋତି ହୋଇଥିବା ଲୋକଙ୍କୁ ଖୋଜିବାକୁ ବାହାରିଲା ‘ଅସରପା’

ମ୍ୟାନ୍‌ମାର,୯।୪:ନିକଟରେ ମ୍ୟାନ୍‌ମାର୍‌ରେ ଆସିଥିବା ୭.୭ ତୀବ୍ରତାର ଭୂମିକମ୍ପ ପରେ ସେଠାରେ ଏବେ ମଧ୍ୟ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଏବେ ସାଇବର୍ଗ ଅସରପା ମଧ୍ୟ ଏହି...

ମେ’ ଦ୍ୱିତୀୟ ସପ୍ତାହରେ ମାଟ୍ରିକ୍‌ ପରୀକ୍ଷାଫଳ

କଟକ,୯ା୪(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତବର୍ଷର ମାଟ୍ରିକ୍‌ ପରୀକ୍ଷା ଖାତାଦେଖା କାର୍ଯ୍ୟ ଶେଷ ହେବାକୁ ଆଉ ୨ ଦିନ ସମୟ ଲାଗିବ।...

ମା’ ଠାକୁରାଣୀଙ୍କ ଚୈତ୍ର ପର୍ବ ମହାସମାରୋହରେ ସମ୍ପନ୍ନ

ଥୁଆମୂଳ ରାମପୁର,୯।୪(ଦୁର୍ଗା କୀର୍ତ୍ତି): ସାରା ଓଡିଶାରେ ବାର ମାସରେ ତେର ପର୍ବ ପାଳିତ ହେଉଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ...

ବ୍ଲୁ ଡାଇମଣ୍ଡ କ୍ଲବ ୪-୧ ଗୋଲରେ ବିଜୟୀ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ଏବଂ ଫୁଟବଲ ଆସୋସିଏଶନ ଅଫ ଓଡ଼ିଶାର ମିଳିତ ଆନୁକୁଲ୍ୟରେ ବରଗଡ଼ ଲେଙ୍ଗୁ ମିଶ୍ର ମିନି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image