Posted inଖେଳ

କେପଟାଉନରେ ଦକ୍ଷିଣ ଆଫ୍ରିକାକୁ ହରାଇଥିବା ପ୍ରଥମ ଏସିଆ ଦେଶ ହେଲା ଭାରତ

ନୂଆଦିଲ୍ଲୀ,୪।୧: କେପଟାଉନରେ ଟିମ ଇଣ୍ଡିଆ ଇତିହାସ ସୃଷ୍ଟି କରିଛି। ଦ୍ୱିତୀୟ ଟେଷ୍ଟରେ ଭାରତ ଦକ୍ଷିଣ ଆଫ୍ରିକାକୁ ୭ ୱିକେଟରେ ପରାସ୍ତ କରିଛି। ଏହା ସହିତ ଟିମ ଇଣ୍ଡିଆ ନାମରେ ଏକ ବଡ଼ ରେକର୍ଡ ପଞ୍ଜିକୃତ ହୋଇଛି। ଘଟଣାହେଲା, କେପଟାଉନରେ ଏକ ଟେଷ୍ଟ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଭାରତ ଏସିଆର ପ୍ରଥମ ଦେଶ ହୋଇପାରିଛି। ଏହସହ ୩୧ ବର୍ଷ ଇତିହାସରେ ପ୍ରଥମ ଥର ପାଇଁ କେପଟାଉନରେ ଟିମ ଇଣ୍ଡିଆ ଜିତିଛି।

ଓଭର ଦୃଷ୍ଟିରୁ ଏହି ମ୍ୟାଚ ଟେଷ୍ଟ କ୍ରିକେଟ ଇତିହାସରେ ସବୁଠାରୁ ଛୋଟ ଟେଷ୍ଟ ମ୍ୟାଚ ବୋଲି ପ୍ରମାଣିତ ହୋଇଥିଲା। ଏହି ଟେଷ୍ଟ ମ୍ୟାଚରେ କେବଳ ୧୦୭ ଓଭର ଖେଳାଯାଇଥିଲା। କେପଟାଉନରେ ଭାରତ ବିପକ୍ଷରେ ସର୍ବଦା ଜିତୁଥିବା ଦକ୍ଷିଣ ଆଫ୍ରିକା ଦଳ ପ୍ରଥମ ଇନିଂସରେ ମାତ୍ର ୫୫ ରନ ସଂଗ୍ରହ କରିଥିଲା। ଏହା ପରେ ଆଡେନ ମାର୍କ୍ରାମ ଦ୍ୱିତୀୟ ଇନିଂସରେ ଦ୍ରୁତ ଶତକ ହାସଲ କରିଥିଲେ, କିନ୍ତୁ ପୂରା ଦଳ ମାତ୍ର ୧୭୬ରନ ସ୍କୋର କରିପାରିଛନ୍ତି।
ଦକ୍ଷିଣ ଆଫ୍ରିକାରେ ପଞ୍ଚମ ଥର ପାଇଁ ଭାରତ ଏକ ଟେଷ୍ଟ ମ୍ୟାଚ ଜିତିଛି। ଏହାପୂର୍ବରୁ, ଟିମ ଇଣ୍ଡିଆ ୨୦୨୧, ୨୦୧୮, ୨୦୧୦ ଏବଂ ୨୦୦୬ରେ ଦକ୍ଷିଣ ଆଫ୍ରିକାରେ ଜିତିଥିଲା। ତେବେ ପୂର୍ବରୁ କେପଟାଉନରେ ଭାରତ କେବେ ଜିତି ନଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇତିହାସ ରଚିଲେ ବିରାଟ କୋହଲି… ହାସଲ କଲେ ସ୍ବତନ୍ତ୍ର ରେକର୍ଡ

ବେଙ୍ଗାଲୁରୁ,୧୮।୧୦: ବିରାଟ କୋହଲି ତାଙ୍କ ଟେଷ୍ଟ କ୍ୟାରିୟରରେ ୯୦୦୦ ରନ ପୂରଣ କରିଛନ୍ତି। ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ବାଙ୍ଗାଲୋରରେ...

‘ଧୋନୀଙ୍କ ଭଳି କ୍ୱାଲିଟି ଆଣ’

ନୂଆଦିଲ୍ଲୀ,୧୮।୧୦: ବେଙ୍ଗାଲୁରୁ ଟେଷ୍ଟର ପ୍ରଥମ ଇନିଂସରେ ନ୍ୟୁଜିଲାଣ୍ଡ ୩୫୬ ରନ୍‌ରେ ଅଗ୍ରଣୀ ରହିଥିଲା। ଏହାକୁ ନେଇ ପୂର୍ବତନ କ୍ରିକେଟର ସଞ୍ଜୟ ମାଞ୍ଜରେକର ରୋହିତ ଶର୍ମାଙ୍କ ଅଧିନାୟକତ୍ୱ...

ଜେଏସ୍‌ଡବ୍ଲ୍ୟୁ ସ୍ପୋଟର୍‌ସ କ୍ରିକେଟ ନିର୍ଦ୍ଦେଶକ ଭାବେ ଗାଙ୍ଗୁଲି ନିଯୁକ୍ତ

ନୂଆଦିଲ୍ଲୀ, ୧୮ା୧୦: ଭାରତର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଗୁରୁବାର ଜେଏସ୍‌ଡବ୍ଲ୍ୟୁ ସ୍ପୋଟର୍‌ସର କ୍ରିକେଟ ନିର୍ଦ୍ଦେଶକ ଭାବେ ନିଯୁକ୍ତି ପାଇଛନ୍ତି। ସଂସ୍ଥାର ସେ ସମସ୍ତ କ୍ରିକେଟ...

ଅଶ୍ୱିନଙ୍କ କ୍ୟାରିୟରର ସବୁଠୁ ଖରାପ ଦିନ, ପ୍ରଥମ ଥର ପାଇଁ ଘଟିଲା ଏଭଳି

ନୂଆଦିଲ୍ଲୀ,୧୮।୧୦: ଟିମ୍‌ ଇଣ୍ଡିଆର ଭେଟେରାନ ସ୍ପିନର ଆର୍‌. ଅଶ୍ୱିନଙ୍କ ପାଇଁ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚ୍‌ ସ୍ମରଣୀୟ ହୋଇ ରହିବ। କାରଣ ମ୍ୟାଚ୍‌ର ପ୍ରଥମ...

ବଡ଼ ଗେମ୍‌ ଖେଳିବା ଯୋଜନାରେ କେ ଏଲ୍‌ ରାହୁଲ, ୧୩ ଦିନ ମଧ୍ୟରେ LSG ମାଲିକଙ୍କୁ ଲାଗିପାରେ ଝଟ୍‌କା

ନୂଆଦିଲ୍ଲୀ,୧୮।୧୦: ଆଇପିଏଲ୍‌ ୨୦୨୫ର ମେଗା ଅକ୍ସନ ପୂର୍ବରୁ ସବୁ ଟିମ୍‌ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। କେଉଁ ଦଳ ପ୍ରଥମେ କାହାକୁ ରିଟେନ୍‌ କରିବେ ତାହାର...

୧୪ ବର୍ଷ ପୂର୍ବରୁ ଟିମ୍‌ ଇଣ୍ଡିଆ ପାଇଁ ଭବିଷ୍ୟବାଣୀ କରିଥିଲେ ଜୋଫ୍ରା ଆର୍ଚର

ନୂଆଦିଲ୍ଲୀ,୧୮।୧୦: ନ୍ୟୁଜିଲ୍ୟାଣ୍ଡ ସହ ଖେଳାଯାଉଥିବା ବେଙ୍ଗାଲୁରୁ ଟେଷ୍ଟ ମ୍ୟାଚରେ ଟିମ ଇଣ୍ଡିଆ ପ୍ରଥମ ଇନିଂସରେ ନିରାଶାଜନକ ବ୍ୟାଟିଂର ସାକ୍ଷୀ ହୋଇଛି। ୪୬ ସ୍କୋରରେ ପୂରା ଦଳ...

IPL 2025 ମେଗା ଅକ୍ସନର ଆସିଲା ତାରିଖ! ଜାଣନ୍ତୁ କେବେ ହେବ ଏହାର ଆୟୋଜନ

ନୂଆଦିଲ୍ଲୀ,୧୮।୧୦: IPL 2025 ର ମେଗା ନିଲାମକୁ ନେଇ ସମସ୍ତେ ବହୁତ ଉତ୍ସାହିତ ଅଛନ୍ତି। ଏବେ ଏହାର ତାରିଖ ପ୍ରକାଶ ପାଇଛି। ଏହା କୁହାଯାଉଛି ଯେ...

ସତରେ କ’ଣ ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ଟିମ୍‌ ଇଣ୍ଡିଆ? ସ୍ପଷ୍ଟ ଚିତ୍ର ଦେଲା ବୈଦେଶିକ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୭।୧୦: ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ ଭାରତୀୟ କ୍ରିକେଟ ଟିମ୍‌ ପାକିସ୍ତାନ ଗସ୍ତ କରିବ କି ଏଷବ ଏମିତି ପ୍ରଶ୍ନ ଉଙ୍କି ମାରିଛି। ବର୍ତ୍ତମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri