ଚାଇନାକୁ ପଛରେ ପକାଇଲା ଭାରତ, ଇତିହାସରେ ପ୍ରଥମଥର ପାଇଁ ହେଲା ଏପରି

ନୂଆଦିଲ୍ଲୀ,୬।୯: ଭାରତୀୟ ଅର୍ଥନୀତି ଏବଂ ଷ୍ଟକ ମାର୍କେଟର ଦ୍ରୁତ ଗତି ଉପରେ ସମଗ୍ର ବିଶ୍ୱ ନଜର ରଖିଛି। ଭାରତର ଏହି ଅଗ୍ରଗତି ଦେଖି ଚାଇନର ଝାଳ ବାହାରୁଛି। କାରଣ, ପ୍ରଥମ ଥର ପାଇଁ ଭାରତ MSCI ଏମର୍ଜିଂ ମାର୍କେଟ ଏବଂ ଇନଭେଷ୍ଟେବଲ ମାର୍କେଟ ଇଣ୍ଡେକ୍ସ (ଆଇଏମଆଇ)ରେ ଚାଇନାକୁ ପଛରେ ପକାଇଛି। ଏହି ଇଣ୍ଡେକ୍ସରେ ଭାରତୀୟ ଇକ୍ୱିଟିର ମୋଟ ଓଜନ ହେଉଛି ୨୨.୨୭ ପ୍ରତିଶତ, ଯାହା ଚାଇନାର ଷ୍ଟକ ଠାରୁ ଆଗରେ ଅଛି, ଯାହାର ମିଳିତ ଓଜନ ବର୍ତ୍ତମାନ ୨୧.୫୮ ପ୍ରତିଶତକୁ ଖସି ଆସିଛି ।

ତଥ୍ୟ ଅନୁଯାୟୀ ଚାଇନାର ବଜାର ପୁଞ୍ଜି ୮.୧୪ ଟ୍ରିଲିୟନ ଡଲାର ଥିବାବେଳେ ଭାରତ ୫.୦୩ ଟ୍ରିଲିୟନ ଡଲାର ତୁଳନାରେ ୬୦ ପ୍ରତିଶତ ଅଧିକ ହୋଇଥିଲେ ମଧ୍ୟ ଭାରତ ଏହି ଇଣ୍ଡେକ୍ସରେ ଚାଇନାକୁ ପଛରେ ପକାଇ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାର୍ବଣ ସମୟରେ ନିୟନ୍ତ୍ରଣରେ ରହିବ ଦରଦାମ୍: ଆଶ୍ୱସ୍ତ କଲେ ସରକାର

ନୂଆଦିଲ୍ଲୀ,୧୮ା୯: ସରକାର ନାଗରିକମାନଙ୍କୁ ଆଶ୍ୱାସନା ଦେଇଛନ୍ତି ଯେ ଆଗାମୀ ପାର୍ବଣ ଋତୁରେ ଅତ୍ୟାବଶ୍ୟକ ଦ୍ରବ୍ୟର ମୂଲ୍ୟ ବୃଦ୍ଧି ହେବ ନାହିଁ। ବଢୁଥିବା ଦରଦାମ୍ ଏବେ ଲୋକମାନଙ୍କର...

ଗୋଟିଏ ଦେଶ ଗୋଟିଏ ନିର୍ବାଚନ: ୧୫ ବିରୋଧୀ ଦଳ କହିଲେ ଅସମ୍ଭବ

ନୂଆଦିଲ୍ଲୀ,୧୮ା୯: କଂଗ୍ରେସ ନେତୃତ୍ୱରେ ୧୫ ବିରୋଧୀ ଦଳ କେନ୍ଦ୍ର ସରକାରଙ୍କ ଗୋଟିଏ ଦେଶ ଗୋଟିଏ ନିର୍ବାଚନ ନିଷ୍ପତ୍ତିକୁ ବିରୋଧ କରିଛନ୍ତି। ବୁଧବାର କେନ୍ଦ୍ର କ୍ୟାବିନେଟ୍ ପୂର୍ବତନ...

ଦେଶର ସର୍ବକନିଷ୍ଠ ମହିଳା ମୁଖ୍ୟମନ୍ତ୍ରୀ ହେବେ ଆତିଶୀ, ତାଲିକାରେ ଓଡ଼ିଶାର ଥିଲେ…

ନୂଆଦିଲ୍ଲୀ,୧୮।୯: ଅରବିନ୍ଦ କେଜରିଓ୍ବାଲଙ୍କ ସ୍ଥାନରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଆତିଶୀ। ତେବେ ମୁଖ୍ୟମନ୍ତ୍ରୀ ଭାବେ ଆତିଶୀଙ୍କ ନାଁକୁ ମଞ୍ଜୁର ଦିଆଯାଇଛି ଯିଏକି ରାଜଧାନୀ ଦିଲ୍ଲୀର ଶୀର୍ଷ...

ମୋଦିଙ୍କ ପ୍ରସ୍ତାବକୁ ଖୋଲାଖୋଲି ସମର୍ଥନ କଲେ ମାୟାବତୀ-ଅଖିଳେଶ, କଂଗ୍ରେସର ବଢିଲା ହାର୍ଟବିଟ୍‌

ନୂଆଦିଲ୍ଲୀ,୧୮।୯: ଗୋଟିଏ ଦେଶ, ଗୋଟିଏ ନିର୍ବାଚନକୁ ନେଇ ସମାଜବାଦୀ ପାର୍ଟିର ପ୍ରତିକ୍ରିୟା ସାମ୍ନାକୁ ଆସିଛି। ମୋଦି କ୍ୟାବିନେଟର ନିଷ୍ପତ୍ତିକୁ ଦଳ ସମର୍ଥନ କରି କହିଛି ଯେ...

ଓ୍ବାନ୍‌ ନେଶନ, ଓ୍ବାନ୍‌ ଇଲେକ୍ସନରେ କ’ଣ ବଦଳିଯିବ ଜାଣନ୍ତୁ….

ନୂଆଦିଲ୍ଲୀ,୧୮ା୯: ଓ୍ବାନ୍‌ ନେଶନ, ଓ୍ବାନ୍‌ ଇଲେକ୍ସନରେ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନେତୃତ୍ୱରେ କମିଟିର ପ୍ରସ୍ତାବକୁ ବୁଧବାର କେନ୍ଦ୍ର କ୍ୟାବିନେଟ୍‌ ଅନୁମୋଦନ କରିଛି। ପୂର୍ବତନ ରାଷ୍ଟ୍ରପତିଙ୍କ...

ମୋଦି ସରକାରଙ୍କ ବଡ ଆକ୍ସନ, ଆଉ ଭାରତ ପାଣିରେ ମଉଜ କରିପାରିବନାହିଁ ପାକିସ୍ତାନ

ନୂଆଦିଲ୍ଲୀ,୧୮।୯: ପାକିସ୍ତାନ ବର୍ଷ ବର୍ଷ ଧରି ଭାରତୀୟ ଜଳକୁ ଉପଭୋଗ କରିଆସୁଥିଲା, କିନ୍ତୁ ବର୍ତ୍ତମାନ ଏହି ଦିନ ପରିବର୍ତ୍ତନ ହେବାକୁ ଯାଉଛି। ଭାରତ ସରକାର ପାକିସ୍ତାନକୁ...

ଓ୍ବାନ ନେଶନ ଓ୍ବାନ ଇଲେକଶନକୁ ମୋଦି କ୍ୟାବିନେଟରେ ମିଳିଲା ମଞ୍ଜୁରୀ

ନୂଆଦିଲ୍ଲୀ,୧୮।୯: ଓ୍ବାନ ନେଶନ ଓ୍ବାନ ଇଲେକଶନର ଅର୍ଥ ହେଉଛି ଗୋଟିଏ ଦେଶ-ଗୋଟିଏ ନିର୍ବାଚନ। ଏହା ଏବେ ମୋଦି କ୍ୟାବିନେଟର ଅନୁମୋଦନ ଲାଭ କରିଛି। ବୁଧବାର (ସେପ୍ଟେମ୍ବର...

ମହିଳାଙ୍କୁ ପ୍ରତି ମାସରେ ୨ ହଜାର ଟଙ୍କା…, ଗରିବଙ୍କୁ ୧୦୦ ଗଜ ଜମି, ଜାଣନ୍ତୁ ଆଉ କ’ଣ ରହିଛି କଂଗ୍ରେସର ଘୋଷଣାପତ୍ରରେ

ଚଣ୍ଡିଗଡ଼,୧୮।୯: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ବୁଧବାର ଦିଲ୍ଲୀର ଏଆଇସିସି ମୁଖ୍ୟାଳୟରେ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଦଳର ଗ୍ୟାରେଣ୍ଟି ଘୋଷଣା କରିଛନ୍ତି। ଏହି ଅବସରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri