ସୀମାରେ ଚାଇନା ସହିତ ବିବାଦ ନେଇ ବଡ଼ ସୂଚନା ଦେଲା ଭାରତ

ନୂଆଦିଲ୍ଲୀ,୨୧।୧୦: ଭାରତ ଏବଂ ଚାଇନା ମଧ୍ୟରେ ସୀମାରେ (ଏଲଏସି) ପେଟ୍ରୋଲିଂକୁ ନେଇ ନୂଆ ସହମତି ହୋଇଛି। ବିଦେଶ ମନ୍ତ୍ରଣାଳୟ ସୋମବାର ବୟାନ ଜାରି କରି ଏହି ସୂଚନା ଦେଇଛି। ଚାଇନାର ରାଷ୍ଟ୍ରପତି ସି. ଜିନପିଙ୍ଗଙ୍କ ସହିତ ଦ୍ୱିପାକ୍ଷିକ ଆଲୋଚନା ପ୍ରଶ୍ନରେ ବିଦେଶ ମାଂଟନାଲେ ସଚିବ ବିକ୍ରମ ମିଶ୍ର କହିଛନ୍ତି, ଗତ କିଛି ସପ୍ତାହରେ ଭାରତ ଏବଂ ଚାଇନା ମଧ୍ୟରେ ରାଜନୈତିକ ଏବଂ ସୈନ୍ୟ ସ୍ତରରେ ଆଲୋଚନା ହେଉଛି।

ସେ କହିଛନ୍ତି, ଚାଇନା ସହିତ ଏଲଏସି ପ୍ରସଙ୍ଗରେ ଆମର ଚୁକ୍ତି ହୋଇଛି। ସୈନ୍ୟଙ୍କ ପ୍ରତ୍ୟାବର୍ତ୍ତନ ଏବଂ ସ୍ଥିତି ସମାଧାନ ପାଇଁ ପେଟ୍ରୋଲିଂ ବ୍ୟବସ୍ଥା କରାଯାଇଛି। ଦ୍ୱିପାକ୍ଷିକ ପ୍ରସଙ୍ଗରେ ଆମେ ଏବେ ବି ସମୟ ଏବଂ ଯଥାସ୍ଥିତି ବଜାୟ ରଖିବାକୁ କାର୍ଯ୍ୟ କରୁଛୁ।

ଦୁଇ ଦେଶର ଅଧିକାରୀଙ୍କ ମଧ୍ୟରେ ନିକଟରେ ହୋଇଥିବା ଆଲୋଚନା ପରେ ଭାରତ ଏବଂ ଚାଇନା ପୂର୍ବ ଲଦାଖ ବାସ୍ତବିକ ନିୟନ୍ତ୍ରଣ ରେଖା(ଏଲଏସି) ରେ ପେଟ୍ରୋଲିଂ ପାଇଁ ସହମତି ହୋଇଛି। ଏହାପରେ ଦୁଇ ଦେଶ ମଧ୍ୟରେ ସୀମାରେ ବିବାଦ ଶାନ୍ତ ପଡିବା ପଡିବା ଆଶା କରାଯାଉଥିବା ବୈଦେଶିକ ସଚିବ କହିଛନ୍ତି।

ସୂଚନାଯୋଗ୍ୟ ୨୦୨୦ ଜୁନ ୧୫-୧୬ ରେ ଭାରତୀୟ ସେନା ଏବଂ ଚାଇନାର ସୈନିକ ମୁହାଁମୁହିଁ ହୋଇଥିଲେ। ଏଥିରେ ଭାରତର ୨୦ ସୈନିକଙ୍କ ମୃତ୍ୟୁ ହୋଇଥିଲା ଏବଂ ପ୍ରାୟ ଦୁଇଗୁଣା ସଂଖ୍ୟାରେ ଚାଇନାର ସୈନିକ ମୃତ୍ୟୁ ବରଣ କରିଥିଲେ। କିନ୍ତୁ ଚାଇନାର ପିପୁଲ୍ସ ଲିବରେଶନ ଆର୍ମି ଏହାର ସୈନିକଙ୍କ ମୃତାହତ ବିଷୟରେ କୌଣସି ସୂଚନା ଦେଇ ନଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

ଆମାଜନରୁ ସମ୍ପର୍କ କାଟିଲେ ଥିଲେ ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ, ଶେୟାର ବିକି ଏବେ କରୁଛନ୍ତି ଏମିତି କାମ…

ଓ୍ବାଶିଂଟନ,୨୬।୧୨: ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ କୋଟିପତି ମ୍ୟାକେଞ୍ଜି ସ୍କଟ ଚଳିତ ବର୍ଷ ଅର୍ଥାତ ୨୦୨୫ରେ ନିଜ ପାଣ୍ଠିରୁ ୭.୧ ବିଲିୟନ ଡଲାରରୁ...

ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri