ଭାରତ ବନ୍ଦର ମହାପ୍ରଭାବ: ରାସ୍ତାଘାଟ ଶୂନଶାନ, ଦୋକାନବଜାର ବନ୍ଦ

କର୍ଲାମୁଣ୍ଡା :୨୦/୮(ପ୍ରଦୀପ କୁମାର ସାହୁ): ଏସ.ସି ଓ ଏସ.ଟି ସଂରକ୍ଷଣ ଉପରେ ସୁପ୍ରିମକୋର୍ଟ ଦେଇଥିବା ରାୟକୁ ଏସଟି/ଏସସି କର୍ଲାମୁଣ୍ଡା ବ୍ଲକ ଅଧିକାର ସୁରକ୍ଷା ମହାସଂଘ ବିରୋଧ କରିଛି। ଏହି ପରିପ୍ରେକ୍ଷୀରେ ଦିଆଯାଇଥିବା ଭାରତ ବନ୍ଦର ପ୍ରଭାବ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସମସ୍ତ ଅଞ୍ଚଳରେ ଦେଖିବାକୁ ମିଳିଛି। ସମସ୍ତ ଶିକ୍ଷାନୁଷ୍ଠାନ, ସରକାରୀ, ବେସରକାରୀ ଅନୁଷ୍ଠାନ, ଦୋକାନ ବଜାର ବନ୍ଦ ରହିଥିବା ଦେଖିବାକୁ ମିଳିଛି । ବିଶେଷ ଭାବେ ଗଜବାହାଲ ଛକ, ପୁଟୀଗା ଛକ, ତେରେସିଙ୍ଗ ଛକ, ଦେଓଗାଁ ଛକ ,ରିଷିଡା କଲେଜ ଛକ ଓ ବ୍ଲକ ସଦର ସମସ୍ତ ସରକାରୀ କାର୍ଯ୍ୟାଳୟ, ଦୋକାନ ବଜାର ସମ୍ପୂର୍ଣ୍ଣ ବନ୍ଦ ରହିଥିବା ଜଣାପଡିଛି। ଏସଟି/ଏସସି କର୍ଲାମୁଣ୍ଡା ବ୍ଲକ ଅଧିକାର ସୁରକ୍ଷା ମହାସଂଘ ର କର୍ମକର୍ତ୍ତା ମାନେ ସମସ୍ତ ଛକ ମାନଙ୍କରେ ରହି ଗାଡି ମୋଟର ଯାତାୟାତ କୁ ବିରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଞ୍ଜିନିୟରଙ୍କ ସନ୍ଦେହଜନକ ମୃତ୍ୟୁ: ଭଉଣୀ ଘରକୁ ଯାଇ ରାତିରେ …

ଦିଗପହଣ୍ଡି,୨୬।୪(ଅଶେଷନାଥ ମିଶ୍ର): ଦିଗପହଣ୍ଡି ବ୍ଲକ କଇଠଡ଼ା ପଞ୍ଚାୟତ ଗୁଣ୍ଠପଡ଼ା ଗ୍ରାମର ଇଂ. ଏ ଏଣ୍ଡୁପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଶନିବାର ମଧ୍ୟାହ୍ନରେ ଦିଗପହଣ୍ଡି ପୋଲିସ ବ୍ରହ୍ମପୁର...

ଖଣି ଖନନ ଯୋଜନା ବିରୋଧରେ ବିଜାଲି ଗ୍ରାମରେ ପ୍ରତିବାଦ ସଭା: ଜିଲା ପ୍ରଶାସନ, ବ୍ଲକ ପ୍ରଶାସନକୁ ଟାର୍ଗେଟ୍‌

ଦାରିଙ୍ଗବାଡ଼ି,୨୬ା୪ (ଅରୁଣ ସାହୁ): ଆମକୁ ଖଣି ନୁହଁ ଜଳ, ଜଙ୍ଗଲ ଓ ପରିବେଶ ଦରକାର, ଆମ ପାଇଁ ଜୀବନ ଓ ଜୀବିକା ମୂଲ୍ୟବାନ। ଏଠି ଖଣି...

କାଳବୈଶାଖୀ ପ୍ରଭାବ: ଘରଉପରେ ପଡ଼ିଲା ଗଛ

ରାଇକିଆ,୨୪।୪:(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ଅପରାହ୍ନରେ କାଳବୈଶାଖୀ ବର୍ଷା ଯୋଗୁ ବିଭିନ୍ନ ସ୍ଥାନରେ କ୍ଷୟକ୍ଷତି ଘଟିଛି । ପ୍ରବଳ ବେଗରେ ପବନ ବହିବା...

କଲ୍ୟାଣ ମଣ୍ଡପ ନିର୍ମାଣ ପାଇଁ ଦାବିପତ୍ର

କେସିଙ୍ଗା,୨୬ା୪(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ବିଭିନ୍ନ ୱାର୍ଡରେ ଏନ୍‌ଏସି ପକ୍ଷରୁ କଲ୍ୟାଣ ମଣ୍ଡପ ନିର୍ମାଣ କରାଯାଇଛି। କିନ୍ତୁ ୱାର୍ଡ ନଂ.୧୧ରେ କଲ୍ୟାଣ ମଣ୍ଡପ...

ପହଲଗାମ ଆକ୍ରମଣକୁ ନେଇ ଏମିତି କ’ଣ କହିଲେ ସୁଲତା: ପୁରା ଯୋଗ୍ୟତା ନେଇ ପଛରେ ପଡ଼ିଗଲେ ଜୟନାରାୟଣ

ଭୁବନେଶ୍ୱର,୨୬।୪: ସାଂସଦ ସୁଲତା ଦେଓଙ୍କ ମନ୍ତବ୍ୟକୁ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ନିନ୍ଦା କରିଛନ୍ତି। ଅମଣିଷ ଭାବେ ଏଭଳି କଥା ସବୁ କହିବା ଅତ୍ୟନ୍ତ ନିନ୍ଦନୀୟ।...

ଖଣିରୁ ପରିବହନ ବନ୍ଦ ପ୍ରତିବାଦରେ ଜିଲାପାଳଙ୍କୁ ଦାବିପତ୍ର

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଳକ ଉପର କାଦକଳା ଗ୍ରାମରେ ଥିବା ସିରକାଗୁଟ ଲୌହ ଓ ମାଙ୍ଗାନିଜ ଖଣି ରାସ୍ତାରେ ଆନ୍ଦୋଳନ ଯୋଗୁ ପରିବହନ କାର୍ଯ୍ୟ...

ଏପ୍ରିଲ ୨୯ରୁ ଜୁନ ୨୭ ଯାଏ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ 

ପୁରୀ ଅଫିସ,୨୬।୪: ଆସନ୍ତା ଏପ୍ରିଲ ୨୯ରୁ ଜୁନ୍‌ ୨୭ ତାରିଖ ଯାଏ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଶନିବାର ଏଏସ୍‌ଆଇ...

କଟକରେ ପାକିସ୍ତାନୀ ମହିଳା, ଭାରତ ଛାଡ଼ିବା ଲାଗି କରାଗଲା ନୋଟିସ

କଟକ,୨୬।୪: ଜମ୍ମୁ କଶ୍ମୀର ପହଲଗାମରେ ନିର୍ଦ୍ଦୋଶ ପର୍ଯ୍ୟଟକଙ୍କୁ ହତ୍ୟା ଘଟଣାକୁ ନେଇ ଭାରତ ଏବଂ ପାକିସ୍ତାନ ମଧ୍ୟରେ ସମ୍ପର୍କ ତିକ୍ତ ହୋଇଛି। ତ୍ୱରିତ ପଦକ୍ଷେପ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image