Posted inHome Left, ଖେଳ

ସ୍ବର୍ଣ୍ଣ ପଦକ ପାଇଁ ଭାରତ-ଆଫଗାନିସ୍ତାନ ମୁହାଁମୁହିଁ

ହାଙ୍ଗ୍‌ଝୋ,୬ା୧୦: ବାଂଲାଦେଶକୁ ୯ ଉଇକେଟରେ ହରାଇ ଭାରତ ଏସିଆନ ଗେମ୍ସ କ୍ରିକେଟ ପ୍ରତିଯୋଗିତାର ଫାଇନାଲରେ ପ୍ରବେଶ କରିଛି। ଶନିବାର ଖେଳାଯିବାକୁ ଥିବା ସ୍ବର୍ଣ୍ଣ ପଦକ ମୁକାବିଲାରେ ଦଳ ଆଫଗାନିସ୍ତାନକୁ ଭେଟିବ। ଆଫଗାନିସ୍ତାନ ଅନ୍ୟ ସେମିଫାଇନାଲରେ ୪ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ଟାଇଟଲ ଫେଭରାଇଟ୍‌ ଭାରତର ଅଧିନାୟକ ଋତୁରାଜ ଗାଏକ୍ୱାଡ୍‌ ଟସ୍‌ ଜିତ ପ୍ରଥମେ ଫିଲ୍ଡିଂ ନିଷ୍ପତ୍ତି ନେଇଥିଲେ। ଭାରତୀୟ ବୋଲରମାନେ ଶୃଙ୍ଖଳିତ ବୋଲିଂ କରି ବାଂଲାଦେଶକୁ ୯୬/୯ ସ୍କୋରରେ ସୀମିତ କରିଦେଇଥିଲେ। ସହଜ ବିଜୟ ଲକ୍ଷ୍ୟକୁ ଭାରତ ମାତ୍ର ୯.୨ ଓଭରରେ ହାସଲ କରିନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାର ମାମଲାରେ ପାଦ୍ରୀ ବଜିନ୍ଦର ସିଂହଙ୍କୁ ଆଜୀବନ କାରାଦଣ୍ଡ, ମୋହାଲି କୋର୍ଟ ଶୁଣାଇଲେ ରାୟ

ମୋହାଲି,୧।୪: ମଙ୍ଗଳବାର ପଞ୍ଜାବର ମୋହାଲି କୋର୍ଟ ପାଦ୍ରୀ ବଜିନ୍ଦର ସିଂହଙ୍କ ମାମଲାରେ ଦଣ୍ଡ ଘୋଷଣା କରିଛନ୍ତି। କୋର୍ଟ ବଜିନ୍ଦର ସିଂହଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି।...

ଉତ୍ତମ ସେବା ଗ୍ରାହକଙ୍କୁ ବାନ୍ଧିରଖେ

ଝାରସୁଗୁଡ଼ାସ୍ଥିତ ଇନଫିନିଟି ଭେଞ୍ଚରର ପରିଚାଳନା ନିର୍ଦ୍ଦେଶକ ହେଉଛନ୍ତି ପଓ୍ବନ କୁମାର ସୁଲତାନିଆ। ଜଣେ ସଫଳ ବ୍ୟବସାୟୀ ଭାବେ ତାଙ୍କର ବେଶ୍‌ ଖ୍ୟାତି ରହିଛି। ପଓ୍ବନଙ୍କ ବ୍ୟବସାୟିକ...

ପୋଲିସ ପ୍ରତିଷ୍ଠା ଦିବସ: ୫ ପୋଲିସ କର୍ମଚାରୀଙ୍କୁ ସମ୍ମାନିତ କଲେ ଏସ୍‌ପି

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ/ସନ୍ତୋଷ ପାଢ଼ୀ): ଛତ୍ରପୁର ପୋଲିସ ପଡ଼ିଆଠାରେ ମଙ୍ଗଳବାର ଗଞ୍ଜାମ ଜିଲାସ୍ତରୀୟ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଏଥିରେ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

ଅଭାବନୀୟ ଘଟଣା: ହସ୍ପିଟାଲ ମୃତ ଘୋଷିତ କରିଥିବା ଶିଶୁକୁ ୨୦୦ ଦିନ ପରେ ଜୀବିତ ଉଦ୍ଧାର କଲେ ମାଆ

ହାଜିପୁର,୧।୪: ପ୍ରାୟ ୨୦୨ ଦିନ ପୂର୍ବେ, ଜଣେ ମହିଳା ତାଙ୍କର ପଞ୍ଚମ ସନ୍ତାନକୁ ଜନ୍ମ ଦେଇଥିଲେ। ତିନି ଝିଅ ଏବଂ ଗୋଟିଏ ପୁଅ ପରେ ଏହି...

କଟକରେ ବଡଧରଣର ଅଗ୍ନିକାଣ୍ଡ: ସୁଟ୍‌କେସ୍‌ ସୋ’ରୁମ ସହ କପଡ଼ା ଗୋଦାମରେ ଲାଗିଲା ନିଆଁ

କଟକ, ୧ା୪: କଟକ ସହରର ଦୋଳମୁଣ୍ଡାଇ ଅଞ୍ଚଳରେ ଏକ ଦୋକାନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ରିପୋର୍ଟ ଅନୁଯାୟୀ, ସକାଳେ ସ୍ଥାନୀୟ ଲୋକମାନେ ପ୍ରଥମେ ଏକ...

ଡେବ୍ୟୁ ମ୍ୟାଚ୍‌ରେ ରେକର୍ଡ ବର୍ଷା କଲେ ଅଶ୍ୱିନୀ କୁମାର: ପ୍ରଥମ ବଲ୍‌ରେ ମିଳିଲା ଉଇକେଟ୍‌

ମୁମ୍ବାଇ,୧।୪: ମୁମ୍ବାଇ ଇଣ୍ଡିଆନ୍ସ ଦ୍ରୁତ ବୋଲର ଅଶ୍ୱିନୀ କୁମାର କୋଲକାତା ନାଇଟ ରାଇଡର୍ସ (କେକେଆର) ବିପକ୍ଷରେ ତାଙ୍କ ପ୍ରଦର୍ଶନରେ ସମସ୍ତଙ୍କୁ ପ୍ରଭାବିତ କରିଛନ୍ତି ଏବଂ ଅନେକ...

ହନୁମାନ ଚାଳିଶା ପାଠକରି ୧୪୦ କିଲୋମିଟର ଲମ୍ବା ପଦଯାତ୍ରାରେ ବାହାରିଲେ ଅନନ୍ତ ଅମ୍ବାନୀ

ମୁମ୍ବାଇ,୧।୪: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଅଧ୍ୟକ୍ଷ ମୁକେଶ ଅମ୍ବାନୀଙ୍କ ସାନ ପୁଅ ଅନନ୍ତ ଅମ୍ବାନୀ ବର୍ତ୍ତମାନ ଦ୍ୱାରକାଧୀଶ ତୀର୍ଥଯାତ୍ରାରେ ଅଛନ୍ତି। ଅନନ୍ତ ଅମ୍ବାନୀ ୧୪୦ କିଲୋମିଟର ଲମ୍ବା...

ପୁଣି ପ୍ରେମରେ ପଡ଼ିଛନ୍ତି ମଲାଇକା: ଏହି କ୍ରିକେଟର୍‌ଙ୍କୁ ସହ ଫଟୋ ହେଉଛି ଭାଇରାଲ୍‌

ନୂଆଦିଲ୍ଲୀ,୧।୪: ପୁଣି ପ୍ରେମରେ ପଡ଼ିଛନ୍ତି ବଲିଉଡ୍‌ ହଟ୍‌ ଷ୍ଟର୍‌ ମଲାଇକା ଆରୋରା। ଅଭିନେତା ଅର୍ଜୁନ କପୁରଙ୍କ ସହ ବ୍ରେକ୍‌ଅପ୍‌ ପରେ ମଲାଇକା ଜଣେ କ୍ରିକେଟର୍‌ଙ୍କ ପ୍ରେମରେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image