Posted inଜାତୀୟ

କାନାଡ଼ାକୁ ମୁହେଁ ମୁହେଁ ଶୁଣାଇ ଦେଲା ଭାରତ: ପ୍ରମାଣ ଦିଅ ନଚେତ୍‌…

ନୂଆଦିଲ୍ଲୀ,୧୭।୧୦: ଖଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂ ନିଜ୍ଜାରଙ୍କ ହତ୍ୟାକୁ ନେଇ କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋଙ୍କ ବିବୃତ୍ତି ବିରୋଧରେ ଭାରତ ଦୃଢ ବିରୋଧ କରିଥିଲା। ଟ୍ରୁଡୋ ସ୍ବୀକାର କରିଛନ୍ତି, ତାଙ୍କ ପାଖରେ କୌଣସି ପ୍ରମାଣ ନାହିଁ। ଏହି ସମୟରେ, ଭାରତୀୟ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ରାଣଧୀର ଜୟସ୍ବାଲ କହିଛନ୍ତି, ସେପ୍ଟେମ୍ବର ୨୦୨୩ ପରେ କାନାଡା ସରକାର ଭାରତ ସହ କୌଣସି ସୂଚନା ଶେୟାର କରିନାହାଁନ୍ତି।

ବୈଦେଶିକ ମନ୍ତ୍ରଣାଳୟ କହିଛି, କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଗୁରୁତର ଅଭିଯୋଗ କରିଛନ୍ତି, କିନ୍ତୁ କୌଣସି ସୂଚନା ଶେୟାର କରାଯାଇ ନାହିଁ। ଗତକାଲି ଜଷ୍ଟିନ ଟ୍ରୁଡୋଙ୍କ ବିବୃତ୍ତି ମଧ୍ୟ ସମାନ ପ୍ରମାଣିତ ହୋଇଛି। ଆମେ ତାଙ୍କର ସମସ୍ତ ଅଭିଯୋଗକୁ ପ୍ରତ୍ୟାଖ୍ୟାନ କରିଛୁ। ଆମର କୂଟନୀତିଜ୍ଞଙ୍କ ସୁରକ୍ଷାକୁ ନେଇ ଆମେ ଚିନ୍ତିତ। ଆମେ ଆମର କୂଟନୀତିଜ୍ଞଙ୍କୁ ଭାରତକୁ ଡାକିଲୁ । ଭାରତ ଏବଂ କାନାଡା ମଧ୍ୟରେ ଅନେକ ପ୍ରକାରର ସମ୍ପର୍କ ଅଛି ଏବଂ ଆମର ଅନେକ ଛାତ୍ର ମଧ୍ୟ ଅଧ୍ୟୟନ କରିବାକୁ ଯାଇଛନ୍ତି।

ବିନା କୌଣସି ଠୋସ୍‌ ପ୍ରମାଣରେ ଖଲିସ୍ତାନ ବିଚ୍ଛିନ୍ନତାବାଦୀ ନେତା ହରଦୀପ ସିଂ ନିଜ୍ଜାର ହତ୍ୟା ମାମଲାରେ ଭାରତୀୟ ଏଜେଣ୍ଟମାନଙ୍କର ସମ୍ପୃକ୍ତି ଥିବାନେି ଅଭିଯୋଗ କରିଥିଲେ ବୋଲି କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ ସ୍ବୀକାର କରିଛନ୍ତି। ସେ କହିଛନ୍ତି, ଗତବର୍ଷ ଏହି ଅଭିଯୋଗ କରିବା ସମୟରେ ତାଙ୍କ ନିକଟରେ କେବଳ ଗୋଇନ୍ଦା ସୂଚନା ରହିଥିଲା। କେତେଜଣ ଭାରତୀୟ କୂଟନୀତିଜ୍ଞ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାରକୁ ସମାଲୋଚନା କରୁଥିବା କାନାଡୀୟ ଲୋକଙ୍କ ସମ୍ବନ୍ଧରେ ସୂଚନା ଏକତ୍ର କରି ଏହାକୁ ଭାରତ ସରକାରଙ୍କ ଉଚ୍ଚ ପଦସ୍ତଅଧିକାରୀ ଓ ଲରେନ୍ସ ବତଷ୍ଣୋଇ ଗ୍ୟାଙ୍ଗ୍‌ ଭଳି ଆପରାଧିକ ସଙ୍ଗଠନକୁ ପ୍ରଦାନ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ସରକାରଙ୍କ ପ୍ରାଣମୁର୍ଚ୍ଛା ଉଦ୍ୟମ, ପ୍ରଦୂଷଣ ରୋକିବାକୁ ‘ତନ୍ଦୁର’ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri