‘୧୯ ଅକ୍ଟୋବର ସୁଦ୍ଧା ଦିଲ୍ଲୀ ଛାଡନ୍ତୁ’, କାନାଡା କୂଟନୀତିଜ୍ଞଙ୍କୁ ଭାରତର ଅଲ୍ଟିମେଟମ

ନୂଆଦିଲ୍ଲୀ,୧୪।୧୦: କାନାଡା ସରକାରଙ୍କ ସହ ବିବାଦ ମଧ୍ୟରେ ଭାରତ ସରକାର ୬ ଜଣ କାନାଡା କୂଟନୀତିଜ୍ଞଙ୍କୁ ବହିଷ୍କାର କରିବାକୁ ନିଷ୍ପତ୍ତି ନେଇଛନ୍ତି। ସେମାନଙ୍କୁ ଅକ୍ଟୋବର ୧୯ରେ ରାତି ୧୧:୫୯ରେ କିମ୍ବା ପୂର୍ବରୁ ଭାରତ ଛାଡିବାକୁ ପଡିବ। ଭାରତ ସରକାର ମଧ୍ୟ କାନାଡାରୁ ନିଜର କୂଟନୀତିଜ୍ଞଙ୍କୁ ଫେରାଇ ଆଣିଛି। ଖାଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂ ନିଜାରଙ୍କ ହତ୍ୟା ଘଟଣାର ତଦନ୍ତ ସହ ଏହି ଅଧିକାରୀମାନଙ୍କୁ ଯୋଡିବାରେ କାନାଡାର ପ୍ରୟାସର ଜବାବରେ ଭାରତ ଏହି ପଦକ୍ଷେପ ନେଇଛି।

ଖଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂ ନିଜ୍ଜାର ହତ୍ୟା ମାମଲାରେ ଭାରତୀୟ ଉଚ୍ଚାୟୁକ୍ତ ଓ ଅନ୍ୟ କୂଟନୀତିଜ୍ଞମାନଙ୍କୁ କାନାଡା ଅଭିଯୁକ୍ତ କରିବା ପରେ ଦୁଇ ଦେଶ ମଧ୍ୟରେ କୂଟନୈତିକ ସମ୍ପର୍କରେ ତିକ୍ତତା ବଢ଼ିଯାଇଛି। ପ୍ରତିବାଦରେ ନୂଆଦିଲ୍ଲୀ ସୋମବାର କାନାଡାରୁ ଭାରତୀୟ ହାଇକମିଶନର ସଞ୍ଜୟ କୁମାର ବର୍ମା ଓ ଅନ୍ୟ ବରିଷ୍ଠ କୂଟନୀତିଜ୍ଞମାନଙ୍କୁ ଫେରାଇ ଆଣିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର

ନୂଆଦିଲ୍ଲୀ,୧୫।୧୦: ପାକିସ୍ତାନରେ ଏସସିଓ ଶିଖର ସମ୍ମିଳନୀର ଅନୁଷ୍ଠିତ ହେଉଛି। ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଏହି ସମ୍ମିଳନୀରେ ଯୋଗ ଦେବାକୁ ପାକିସ୍ତାନରେ ପହଞ୍ଚିଛନ୍ତି। ଏଠାରେ ସେ...

ଘୋଷଣା ହେଲା ଓ୍ବାୟନାଡ ଉପ-ନିର୍ବାଚନ, କଂଗ୍ରେସରୁ ଲଢିବେ…

ଓ୍ବାୟନାଡ,୧୫।୧୦: ଭାରତୀୟ ନିର୍ବାଚନ କମିଶନର ଆଜି ଝାଡଖଣ୍ଡ ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି। ଏଥିସହ କେରଳର ୱାୟନାଡ ଲୋକ ସଭାର...

ଭାଜପାକୁ ମେଣ୍ଟ ଟେନଶନ, ଫାଇନାଲ ହୋଇପାରୁନି ସିଟ ଶେୟାରିଂ, ନୀତିଶ କଲେଣି ବଡ଼ ପ୍ଲାନ

ନୂଆଦିଲ୍ଲୀ,୧୫।୧୦: ହରିୟାଣା, ଜମ୍ମୁ କଶ୍ମୀର ନିର୍ବାଚନ ପରେ ମହାରାଷ୍ଟ୍ର ଏବଂ ଝାଡଖଣ୍ଡର ନିର୍ବାଚନ ନେଇ ବିଗୁଲ୍‌ ବାଜି ସାରିଛି। ନିର୍ବାଚନ ଘୋଷଣା ହେବା ସହ ରାଜନୈତିକ...

୯ଟି ଆସନ ପାଇଁ ଉପ-ନିର୍ବାଚନ ତାରିଖ ଘୋଷଣା

ନୂଆଦିଲ୍ଲୀ,୧୫।୧୦: ଉତ୍ତରପ୍ରଦେଶରେ ୯ଟି ଆସନ ପାଇଁ ଉପ-ନିର୍ବାଚନ ଘୋଷଣା କରାଯାଇଛି। ତେବେ ରାଜ୍ୟରେ ୧୦ ସ୍ଥାନରେ ଉପ-ନିର୍ବାଚନ ହେବାର ଥିଲା। ମାତ୍ର ବର୍ତ୍ତମାନ ୯ଟି ଆସନ...

ସରକାରୀ କର୍ମଚାରୀଙ୍କ ପାଇଁ ବୋନସ୍ ଘୋଷଣା କଲେ ରାଜ୍ୟ ସରକାର

ନୂଆଦିଲ୍ଲୀ,୧୫।୧୦: ନିକଟରେ ଦୁର୍ଗାପୂଜା ସରିଥିବା ବେଳେ ଆଉ ଦୁଇଟି ସପ୍ତାହ ପରେ ଦୀପାବଳି ପର୍ବ ପାଳନ ହେବ। ଏହାରି ମଧ୍ୟରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେ...

ପାକିସ୍ତାନରେ ପହଞ୍ଚିଲେ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର, ଜାଣନ୍ତୁ କାହିଁକି ?

ନୂଆଦିଲ୍ଲୀ,୧୫।୧୦: ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ମଙ୍ଗଳବାର ପାକିସ୍ତାନର ଇସ୍ଲାମଵାଦରେ ପହଞ୍ଚିଛନ୍ତି। ବିମାନ ବନ୍ଦରରେ ତାଙ୍କୁ ପାକିସ୍ତାନର ବରିଷ୍ଠ ଅଧିକାରୀ ନୁର ଖାଁ ସ୍ୱାଗତ କରିଥିଲେ।...

ମହାରାଷ୍ଟ୍ର-ଝାଡଖଣ୍ଡ ନିର୍ବାଚନ ପାଇଁ ତାରିଖ ଘୋଷଣା: ଜାଣନ୍ତୁ କେଉଁଦିନ ହେବ…

ନୂଆଦିଲ୍ଲୀ,୧୫।୧୦: ମହାରାଷ୍ଟ୍ର ଏବଂ ଝାଡଖଣ୍ଡରେ ହେବାକୁ ଥିବା ବିଧାନସଭା ନିର୍ବାଚନ ବିଗୁଲ ବାଜିଛି। ଭାରତର ନିର୍ବାଚନ ଆୟୋଗ ରାଜୀବ କୁମାର ଏହି ୨ ରାଜ୍ୟ ନିର୍ବାଚନ...

ଏ ବୁଢାକୁ ରୋକିବା କଷ୍ଟକର: କାହିଁକି ଏମିତି କହିଲେ ଶରଦ ପାଓ୍ବାର

ମୁମ୍ବାଇ,୧୫।୧୦: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପାଇଁ ଖୁବ୍‌ଶୀଘ୍ର ତାରିଖ ଘୋଷଣା ହେବାକୁ ଯାଉଛି। ଏହି ନିର୍ବାଚନରେ ମହାୟୁତି ସହ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ମହାବିକାଶ ଅଗାଡି(ଏମ୍‌ଭିଏ) ପ୍ରସ୍ତୁତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri