Posted inଖେଳ

ପର୍ଥରେ ଟସ୍ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି, ଡେବ୍ୟୁ କଲେ ନୀତିଶ କୁମାର, ହର୍ଷିତ ରାଣା

ନୂଆଦିଲ୍ଲୀ,୨୨ା୧୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୫ ମ୍ୟାଚ୍ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍ ଆଜି (୨୨ ନଭେମ୍ବର) ଠାରୁ ପର୍ଥରେ ହୋଇଛି। ଭାରତୀୟ ଦଳର ଅଧିନାୟକ ଜସପ୍ରୀତ ବୁମ୍ରା ଏହି ମ୍ୟାଚରେ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଗତ ଦୁଇ ଗସ୍ତରେ ଭାରତୀୟ ଦଳ ଅଷ୍ଟ୍ରେଲିଆକୁ ନିଜ ଘରେ ପରାସ୍ତ କରିଛି। ଏଥର ହ୍ୟାଟ୍ରିକ୍ ପାଇଁ ଦଳ ପାଖରେ ଭଲ ସୁଯୋଗ ରହିଛି। ଏହି ‘ମହାସିରିଜରେ ମୋଟ ୫ ଟି ମ୍ୟାଚ୍ ଖେଳାଯିବ।

ଏହି ମ୍ୟାଚରେ ନୀତୀଶ କୁମାର ରେଡ୍ଡୀ ଏବଂ ହର୍ଷିତ ରାଣା ଭାରତୀୟ ଦଳ ପାଇଁ ଟେଷ୍ଟ ଡେବ୍ୟୁ କରିଛନ୍ତି। ଅନ୍ୟପଟେ ନାଥନ୍ ମ୍ୟାକସ୍ୱେନି ଅଷ୍ଟ୍ରେଲିଆ ପାଇଁ ଡେବ୍ୟୁ କରିଥିଲେ। ପର୍ଥ ଟେଷ୍ଟରେ ଭାରତୀୟ ଦଳ ଆରମ୍ଭରୁ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ମିଚେଲ ଷ୍ଟାର୍କଙ୍କ ବଲରେ ଯଶସ୍ୱୀ ଜୈସ୍ବାଲ ଖାତା ଖୋଲି ନ ପରି ପ୍ୟାଭିଲିୟନ ଫେରିଛନ୍ତି।

ଭାରତ: କେଏଲ. ରାହୁଲ, ଯଶସ୍ୱୀ ଜୈସ୍ବାଲ, ଦେବଦତ୍ତ ପାଡିକଲ, ବିରାଟ କୋହଲି,ଋଷଭ ପନ୍ତ (ୱିକେଟ୍ କିପର), ଧ୍ରୁଭ ଜୁରେଲ, ନୀତୀଶ ରେଡ୍ଡୀ, ୱାଶିଂଟନ୍ ସୁନ୍ଦର, ହର୍ଷିତ ରାଣା, ଜସପ୍ରୀତ ବୁମରା (ଅଧିନାୟକ) ମହମ୍ମଦ ସିରାଜ।

ଅଷ୍ଟ୍ରେଲିଆ: ଉସମାନ ଖ୍ୱାଜା, ନାଥାନ୍ ମ୍ୟାକସ୍ୱେନି, ମାର୍ନସ୍ ଲାବୁସାନେ, ଷ୍ଟିଭ୍ ସ୍ମିଥ୍, ଟ୍ରାଭିସ୍ ହେଡ୍, ମିଚେଲ ମାର୍ଶ, ଆଲେକ୍ସ କେରି (ଉଇକେଟ କିପର), ପ୍ୟାଟ୍ କମିନ୍ସ (ଅଧିନାୟକ), ମିଚେଲ ଷ୍ଟାର୍କ, ନାଥାନ୍ ଲିଅନ୍, ଜସ୍ ହାଜଲେଉଡ୍।


Enter your email to get our daily news in your inbox.

All Right Reserved By Dharitri.Com

BCCIର ବଡ଼ ନିଷ୍ପତ୍ତି: ଚିୟର ଗର୍ଲ, ଆତସବାଜୀ ବିନା ହେବ ଆଜିର IPL ମ୍ୟାଚ

ନୂଆଦିଲ୍ଲୀ,୨୩।୪: SRH Vs MI ଖେଳାଳିଙ୍କ ହାତରେ କଳା ପଟି। IPL ୨୦୨୫ର ୪୧ତମ ମ୍ୟାଚ ଆଜି ଅର୍ଥାତ୍‌ ୨୩ ଏପ୍ରିଲରେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ...

ରାଜ୍ୟରେ ହେବ ଆଉ ୨୦ NAC: ମନ୍ତ୍ରୀ

ଭୁବନେଶ୍ୱର,୨୩ା୪: ରାଜ୍ୟରେ ଆଉ ନୂଆ ୨୦ NAC ଗଠନ ପାଇଁ ପ୍ରକ୍ରିୟା ତ୍ୱରିତ ହୋଇଛି। NAC ହେବା ପାଇଁ ଜିଲାଗୁଡ଼ିକରୁ ଆସିଛି ରିପୋର୍ଟ। ତେବେ ତର୍ଜମା...

ପହଲଗାମ ଆକ୍ରମଣ ଉପରେ ରବର୍ଟ ଭଦ୍ରାଙ୍କ ବିବାଦୀୟ ବୟାନ, କହିଲେ-”ମୁସଲମାନମାନଙ୍କୁ ଦମନ କରାଯାଉଛି…”

ନୂଆଦିଲ୍ଲୀ, ୨୩ା୪: ଜମ୍ମୁ ଓ କାଶ୍ମୀରର ପହଲଗାମରେ ଘଟିଥିବା ମର୍ମନ୍ତୁଦ ଆତଙ୍କବାଦୀ ଆକ୍ରମଣକୁ ନେଇ ରବର୍ଟ ଭଦ୍ରାଙ୍କ ଏକ ବୟାନ ବିବାଦ ସୃଷ୍ଟି କରିଛି। ମଙ୍ଗଳବାର...

Kashmir Attack: ପାକିସ୍ତାନ ମୁହାଁ ଭାରତୀୟ ସେନା! ହେବ କି ବଡ଼ଯୁଦ୍ଧ

ନୂଆଦିଲ୍ଲୀ,୨୩।୪: ଏପ୍ରିଲ ୨୨ରେ ଜମ୍ମୁ ଓ କଶ୍ମୀରର ପହଲଗାମରେ ଘଟିଥିବା ଆତଙ୍କବାଦୀ ଆକ୍ରମଣ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନାକୁ ଅତ୍ୟଧିକ ବୃଦ୍ଧି କରିଛି। ଏହି...

“ପହଲଗାମ ଆତଙ୍କବାଦୀ ଆକ୍ରମଣର ଖୁବ୍ ଶୀଘ୍ର କଡ଼ା ଜବାବ”: ରାଜନାଥ ସିଂହଙ୍କ ଚେତାବନୀ

ନୂଆଦିଲ୍ଲୀ, ୨୩ା୪: ଜମ୍ମୁ ଓ କାଶ୍ମୀରର ପହଲଗାମରେ ଘଟିଥିବା ମର୍ମନ୍ତୁଦ ଆତଙ୍କବାଦୀ ଆକ୍ରମଣକୁ ନେଇ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ କଡ଼ା ଚେତାବନୀ ଦେଇଛନ୍ତି।...

ଆଉ ମାଟ୍ରିକ ନୁହେଁ, ଏଣିକି ଅଙ୍ଗନଓ୍ବାଡ଼ି ସୁପରଭାଇଜରଙ୍କ ଯୋଗ୍ୟତା ସ୍ନାତକ

ଭୁବନେଶ୍ୱର,୨୩ା୪: ଏଣିକି ଅଙ୍ଗନଓ୍ବାଡ଼ି ସୁପରଭାଇଜର ପାଇଁ ସର୍ବନିମ୍ନ ଯୋଗ୍ୟତା ସ୍ନାତକ ରଖାଯାଇଛି। ପୂର୍ବରୁ ଅଙ୍ଗନଓ୍ବାଡ଼ି ସୁପରଭାଇଜରଙ୍କ ପାଇଁ ଯୋଗ୍ୟତା ମାଟ୍ରିକ ଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

କ୍ୟାବିନେଟ୍‌ ବୈଠକ: ୬ ପ୍ରସ୍ତାବ ଉପରେ ବାଜିଲା ମୋହର

ଭୁବନେଶ୍ୱର,୨୩ା୪: ମନ୍ତ୍ରୀ ପରିଷଦ ଏବଂ ରାଜ୍ୟ କ୍ୟାବିନେଟ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ହୋଇଛି। ବୈଠକ ପରେ ମୁଖ୍ୟ ଶାସନ...

କଶ୍ମୀର ପର୍ଯ୍ୟଟନକୁ ବଡ଼ ଧକ୍କା, କୋଟି କୋଟି ଟଙ୍କାର କ୍ଷତି ସହିବେ…

ନୂଆଦିଲ୍ଲୀ,୨୩।୪: ଜମ୍ମୁ ଓ କଶ୍ମୀରର ଅନନ୍ତନାଗ ଜିଲାରେ ଥିବା ପହଲଗାମରେ ବଡ଼ ଆତଙ୍କବାଦୀ ଆକ୍ରମଣ ହୋଇଛି। ଯାହା କଶ୍ମୀରର ପର୍ଯ୍ୟଟନ ଶିଳ୍ପକୁ ଗଭୀର ଆଘାତ ଦେଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image