Posted inଖେଳ

ଏସିଆନ ଭଲିବଲ୍‌ରୁ ଓହରିଲା ଭାରତ

ଲାହୋର,୨୭ା୪: ପହଲଗାମ୍‌ରେ ଏପ୍ରିଲ ୨୨ ଆତଙ୍କବାଦୀ ଆକ୍ରମଣ ଘଟଣାରେ ୨୬ ପର୍ଯ୍ୟଟକ ନିହତ ହେବାପରେ ଆସନ୍ତା ମାସରେ ଭାରତ ଓ ପାକିସ୍ତାନ ଇସ୍‌ଲାମାବାଦରେ ଖେଳାଯିବାକୁଥିବା ସେଣ୍ଟ୍ରାଲ ଏସିଆନ ଭଲିବଲ୍‌ ଟୁର୍ନାମେଣ୍ଟରୁ ଭାରତ ଓହରିଯାଇଛି।

ପାକିସ୍ତାନ ଭଲିବଲ୍‌ ଫେଡେରେଶନ (ପିଭିଏଫ୍‌) ତରଫରୁ ରବିବାର ଏବିଷୟରେ ସୂଚନା ଦିଆଯାଇଛି। ପିଭିଏସ୍‌ ଅଫିସିଆଲ ଅବ୍‌ଦୁଲ ଆହଦ କହିଛନ୍ତି, ଜିନ୍ନା କମ୍ପ୍ଲେକ୍ସରେ ମେ ୨୮ରୁ ଆରମ୍ଭ ହେବାକୁଥିବା ଏହି ଚାମ୍ପିୟନଶିପ୍‌ ଲାଗି ଭାରତ ୨୨ଜଣ ଖେଳାଳି ସମେତ ୩୦ ଜଣିଆ ଦଳ ଯୋଗ ଦେବାର କାର୍ଯ୍ୟକ୍ରମ ରହିଥିଲା।

ଭାରତୀୟ ଭଲିବଲ ଅଫିସିଆଲ ଖେଳର ଆଞ୍ଚଳିକ ପରିଷଦକୁ ସୂଚାଇ ଦେଇଛି ଯେ, ସରକାର ସେମାନଙ୍କୁ ଯେଉଁ ନୋ ଅବ୍‌ଜେକ୍ସନ ସାର୍ଟିଫିକେଟ (ଏନ୍‌ଓସି) ଦେଇଥିଲେ ପହଲଗାମ୍‌ ଘଟଣା ପରେ ତାହାକୁ ବାତିଲ କରିଦେଇଛନ୍ତି। ପାକିସ୍ତାନ ଭଲିବଲ୍‌ ଫେଡେରେଶନର ଜଣେ ଅଫିସିଆଲ ଅବଦୁଲ ଆହଦ କହିଛନ୍ତି, ଭାରତ ଟୁର୍ନାମେଣ୍ଟରୁ ଓହରିଯିବା ଦୁଃଖର ବିଷୟ।

ଭାରତ ସ୍ଥାନରେ ଆଫଗାନିସ୍ତାନ କିମ୍ବା ଶ୍ରୀଲଙ୍କାକୁ ଟୁର୍ନାମେଣ୍ଟରେ ସାମିଲ କରାଯିବ। ଇଭେଣ୍ଟରେ ଆୟୋଜକ ଦେଶକୁ ଛାଡ଼ି ଇରାନ, ତୁର୍କମେନିସ୍ତାନ, କିର୍‌ଗିଜସ୍ତାନ, ତାଜିକ୍‌ସ୍ତାନ ଓ ଉଜ୍‌ବେକିସ୍ତାନ ଆଦି ଦେଶ ଭାଗ ନେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri