Warning: Constant DISALLOW_FILE_EDIT already defined in /var/www/html/wp-config.php on line 115
ବଢୁଛି ସଂକ୍ରମଣ - Dharitri
Categories: ଜାତୀୟ

ବଢୁଛି ସଂକ୍ରମଣ

ନୂଆଦିଲ୍ଲୀ,୨୭।୮: ଦେଶରେ କରୋନା ସଂକ୍ରମିତଙ୍କ ଧୀରେ ଧୀରେ ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୪୪,୬୫୮ଟି ମାମଲା ସାମ୍ନାକୁ ଆସିଥିବାବେଳେ ୪୯୬ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୩,୨୬,୦୩,୧୮୮ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୩୧, ୮୨୧,୪୨୮ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୩ ଲକ୍ଷ ୪୪ ହଜାର ୮୯୯ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୪,୩୬,୮୬୧କୁ ବୃଦ୍ଧି ପାଇଛି।

Share