ଜମ୍ମୁ-କଶ୍ମୀର, ଲଦାଖ ଭାରତର ଏକ ଅବିଚ୍ଛେଦ୍ୟ ଅଙ୍ଗ: ଜାତିସଂଘରେ କହିଲା ଭାରତ

ନୁୟର୍କ/ନୂଆଦିଲ୍ଲୀ,୨୩।୯: ମିଳିତ ଜାତିସଂଘ ସାଧାରଣ ସଭାରେ ପାକିସ୍ତାନ ପୁଣି ଥରେ କଶ୍ମୀର ପ୍ରସଙ୍ଗ ଉଠାଇଛି। ଦେଶର କାର୍ଯ୍ୟନିର୍ବାହୀ ପ୍ରଧାନମନ୍ତ୍ରୀ ଅନୱାରୁଲ ହକ କକର ଦେଇଥିବା ଭାଷଣ ଉପରେ ଭାରତ ଟାର୍ଗେଟ୍‌ କରି ପଡୋଶୀ ଦେଶକୁ ଏହି ତିନୋଟି ପ୍ରସଙ୍ଗରେ ଉନ୍ନତି ଆଣିବାକୁ ପରାମର୍ଶ ଦେଇଛି।

ୟୁଏନଜିଏର ଦ୍ୱିତୀୟ କମିଟି ପାଇଁ ମିଳିତ ଜାତିସଂଘର ପ୍ରଥମ ସଚିବ ପଟେଲ ଗେହଲଟ କହିଛନ୍ତି ଯେ, ପାକିସ୍ତାନ ଭାରତ ଅଧିକୃତ ଅଞ୍ଚଳ ଖାଲି କରି ସୀମା ଆତଙ୍କବାଦକୁ ବନ୍ଦ କରିବା ଉଚିତ୍‌। ଏଥିସହ ପାକିସ୍ତାନରେ ସଂଖ୍ୟାଲଘୁଙ୍କ ବିରୋଧରେ ମାନବିକ ଅଧିକାରର ଉଲ୍ଲଂଘନକୁ ରୋକନ୍ତୁ।

ଭାରତୀୟ କୂଟନୀତିଜ୍ଞ ପାକିସ୍ତାନକୁ ନିନ୍ଦା କରି କହିଛନ୍ତି, କେନ୍ଦ୍ର ଶାସିତ ଜମ୍ମୁ-କଶ୍ମୀରର ସହିତ ଲଦାଖ ମଧ୍ୟ ଭାରତର ଏକ ଅବିଚ୍ଛେଦ୍ୟ ଅଙ୍ଗ। ଭାରତର ଘରୋଇ ବ୍ୟାପାର ସମ୍ପର୍କରେ ବିବୃତ୍ତି ଦେବାକୁ ପାକିସ୍ତାନର କୌଣସି ଅଧିକାର ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

ଆଜିଠୁ ବଢ଼ିବ ଶୀତ, ଘନ କୁହୁଡ଼ି

ଭୁବନେଶ୍ୱର, ୨୫ା୧୨(ବନ୍ଦନା ସେଠୀ): ରାଜ୍ୟରେ ସର୍ୱନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି ଜନଜୀବନକୁ...

ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗରେ ଦଙ୍ଗା

ଗୁଆହାଟୀ,୨୫ା୧୨: ଆସାମର ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗ ଜିଲାରେ ମଙ୍ଗଳବାର କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଉତ୍ତେଜନା ଜାରି ରହିଛି। ବିକ୍ଷୋଭକାରୀମାନେ ଦଙ୍ଗା ସୃଷ୍ଟି କରିବା ସହ ବହୁ...

ଆମେରିକାରେ ବେଆଇନ ଅନୁପ୍ରବେଶ: ୩୦ ଭାରତୀୟ ଗିରଫ

ନ୍ୟୁୟର୍କ,୨୫ା୧୨: ଆମେରିକାରେ ବେଆଇନ ଭାବେ ଅନୁପ୍ରବେଶ କରିବା ଅଭିଯୋଗରେ ସେଠାକାର ସୀମା ପାଟ୍ରୋଲ ଏଜେଣ୍ଟମାନେ ୩୦ ଭାରତୀୟ ନାଗରିକଙ୍କୁ ଗିରଫ କରିଛନ୍ତି। ଗିରଫ ଭାରତୀୟମାନେ କମର୍ସିଆଲ...

‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’କୁ ଅନୁମୋଦନ

ଭୁବନେଶ୍ୱର,୨୫।୧୨(ରବିନାରାୟଣ ଜେନା): ରାଜ୍ୟର ବରପୁତ୍ରମାନଙ୍କୁ କିଭଳି ସବୁବେଳେ ସମ୍ମାନ ମିଳିବ ସେନେଇ ରାଜ୍ୟ ସରକାର ପ୍ରାଥମିକତା ଦେଇଛନ୍ତି। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri