Posted inଜାତୀୟ

ଖୁବ୍‌ଶୀଘ୍ର ମିଳିତ ଜାତିସଂଘ ସୁରକ୍ଷା ପରିଷଦରେ ସ୍ଥାୟୀ ସଦସ୍ୟ ହେବ ଭାରତ: ଜୟଶଙ୍କର ଦେଲେ ସଙ୍କେତ

ନୂଆଦିଲ୍ଲୀ,୨୩।୫: ମିଳିତ ଜାତିସଂଘ ସୁରକ୍ଷା ପରିଷଦର ସ୍ଥାୟୀ ସଦସ୍ୟ ହେବାକୁ ଭାରତ ନିରନ୍ତର ଚେଷ୍ଟା କରୁଛି। ପ୍ରତ୍ୟେକଥର ଚାଇନା ଏଥିରେ ବାଧା ସୃଷ୍ଟି କରୁଛି। କିନ୍ତୁ ଏଥର ଭାରତ ସ୍ଥାୟୀ ସଦସ୍ୟ ହେବ ସମସ୍ତ ଚେଷ୍ଟା କରୁଛି। ଭାରତର ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ମଧ୍ୟ ଏଭଳି ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି, ଭାରତ ଖୁବ୍‌ଶୀଘ୍ର ମିଳିତ ଜାତିସଂଘ ସୁରକ୍ଷା ପରିଷଦର ସ୍ଥାୟୀ ସଦସ୍ୟ ହେବ। ଆମେରିକା ମଧ୍ୟ ମିଳିତ ଜାତିସଂଘ ସୁରକ୍ଷା ପରିଷଦରେ ଭାରତକୁ ସମର୍ଥନ କରୁଛି।
ଭାରତରେ ରୁଷିଆର ରାଷ୍ଟ୍ରଦୂତ ଡେନିସ ଆଲିପୋଭ କହିଛନ୍ତି, ଅଧିକାଂଶ ପ୍ରସଙ୍ଗରେ ଭାରତ ଏକ ସନ୍ତୁଳିତ ଆଭିମୁଖ୍ୟ ଗ୍ରହଣ କରିଛି, ତେଣୁ ଭାରତ ସୁରକ୍ଷା ପରିଷଦରେ ସ୍ଥାୟୀ ସଦସ୍ୟତା ପାଇବାକୁ ହକଦାର। ରାଷ୍ଟ୍ରପତି ପୁଟିନ ଅନ୍ତର୍ଜାତୀୟ ଆଇନରେ ପରିବର୍ତ୍ତନ ଆଣିବାକୁ ମଧ୍ୟ ସମର୍ଥନ କରିଛନ୍ତି। ବର୍ତ୍ତମାନ ବ୍ରିଟେନ, ଚାଇନା, ଫ୍ରାନ୍ସ, ରୁଷିଆ ଏବଂ ଆମେରିକା ସୁରକ୍ଷା ପରିଷଦର ସ୍ଥାୟୀ ସଦସ୍ୟ ଅଟନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେହେରୁଙ୍କ ଠାରୁ ବାଜପେୟୀ ଯାଏ…ମୃତ୍ୟୁ ପରେ ଏହି ପ୍ରଧାନମନ୍ତ୍ରୀଙ୍କ ଏତେଦିନ ଯାଏ ରଖାଯାଇଛି ମୃତଦେହ

ନୂଆଦିଲ୍ଲୀ,୨୭।୧୨: ଡିସେମ୍ବର ୨୬ ଗୁରୁବାର ଦିନ ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂଙ୍କ ଦେହାନ୍ତ ହୋଇଛି। ତାଙ୍କର ମୃତଦେହ ଡିସେମ୍ବର ୨୮ ଶନିବାର ଦିନ କଂଗ୍ରେସ...

ମନମୋହନଙ୍କ ପାର୍ଥିବ ଶରୀରରେ କିଏ ଦେବେ ମୁଖାଗ୍ନୀ, କ’ଣ କହୁଛି ଶାସ୍ତ୍ର

ନୂଆଦିଲ୍ଲୀ,୨୭।୧୨: ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ୯୨ବର୍ଷ ବୟସରେ ଏକ୍ସ ଦିଲ୍ଲୀରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ତାଙ୍କ ସମ୍ମାନାର୍ଥେ କେନ୍ଦ୍ର ସରକାର ୭ଦିନ...

ଜଗନ୍ନାଥଙ୍କ ଆଶୀର୍ବାଦରୁ ଜନ୍ମଭୂମିକୁ ଫେରିଛି, ଜାନୁଆରୀ ପ୍ରଥମ ସପ୍ତାହରେ ଭାଜପାର ସଦସ୍ୟତା ନେବେ ରଘୁବର ଦାସ

ରାଞ୍ଚି,୨୭।୧୨: ଓଡିଶାର ରାଜ୍ୟପାଳ ପଦରୁ ଇସ୍ତଫା ଦେଇଥିବା ରଘୁବର ଦାସ ଜାନୁଆରୀ ପ୍ରଥମ ସପ୍ତାହରେ ଭାଜପାରେ ଯୋଗଦେବେ। ରାଷ୍ଟ୍ରପତି ତାଙ୍କ ଇସ୍ତଫା ଗ୍ରହଣ କରିଛନ୍ତି, କିନ୍ତୁ...

New Year Party ସମୟରେ ରୁହନ୍ତୁ ସାବଧାନ, ନଚେତ୍‌ ହୋଇପାରେ ଜେଲ

ନୂଆଦିଲ୍ଲୀ,୨୭।୧୨: ନୂଆ ବର୍ଷ ଆସିବ ବୋଲି ଏବେଠାରୁ ଦିନ ଗଣା ଆରମ୍ଭ ହେଲାଣି ଏବଂ ଲୋକମାନେ ମଧ୍ୟ ପାର୍ଟି ପାଇଁ ପ୍ରସ୍ତୁତ ହେଉଛନ୍ତି। ନୂଆ ବର୍ଷରେ,...

୨୬/୧୧ ଆକ୍ରମଣର ଅଭିଯୁକ୍ତ ଆତଙ୍କବାଦୀ ଅବଦୁଲ ରହମାନ ମକ୍କି ମୃତ

ନୂଆଦିଲ୍ଲୀ,୨୭।୧୨: ୨୬/୧୧ ମୁମ୍ବାଇ ଆକ୍ରମଣର ଅଭିଯୁକ୍ତ ତଥା ଲଶ୍କର-ଏ-ତୋଇବା ଆତଙ୍କବାଦୀ ସଂଗଠନର ଡେପୁଟି ଚିଫ ଅବଦୁଲ ରେହମାନ ମକ୍କିଙ୍କର ହୃଦଘାତ ଯୋଗୁଁ ମୃତ୍ୟୁ ଘଟିଛି। ମକ୍କି...

କାହିଁକି ଅର୍ଦ୍ଧନଗ୍ନ ହେଲେ ଭାଜପା ନେତା, ହଠାତ୍‌ ଶରୀରକୁ କଲେ ପ୍ରହାର

ଚେନ୍ନାଇ,୨୭।୧୨: ତାମିଲନାଡୁର ଆନ୍ନା ବିଶ୍ୱବିଦ୍ୟାଳୟର ଜଣେ ଛାତ୍ରଙ୍କୁ ଯୌନ ନିର୍ଯ୍ୟାତନା ଅଭିଯୋଗ ତୀବ୍ର ହେବାରେ ଲାଗିଛି। ଏହି ଘଟଣା ରାଜ୍ୟ ରାଜନୀତିରେ ଉତ୍ତେଜନା ସୃଷ୍ଟି କରିଛି।...

ଆଜି ହେବନି ମନମୋହନଙ୍କ ଅନ୍ତିମ ସଂସ୍କାର, ଜାଣନ୍ତୁ ଏହାର ଅସଲ କାରଣ

ନୂଆଦିଲ୍ଲୀ,୨୭।୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ଦେହାନ୍ତ ହୋଇଛି। ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂ ଗୁରୁବାର ଦିଲ୍ଲୀ ଏକ୍ସରେ ଶେଷ ନିଶ୍ୱାସ ତ୍ୟାଗ...

ପ୍ରଥମ ଦେଖାରେ ପ୍ରେମରେ ପଡ଼ିଯାଇଥିଲେ ମନମୋହନ:ଏମିତି ଥିଲା ପ୍ରେମସମ୍ପର୍କ

ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂ ଶେନିଃଶ୍ୱାସ ତ୍ୟାଗ କରିଛନ୍ତି। ୯୨ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ମନମୋହନ ସିଂଙ୍କ ଭାବମୂର୍ତ୍ତି ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri