Posted inଖେଳ

IND vs ENG 5th T20: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଶତକ: ଇଂଲଣ୍ଡ ଆଗରେ ବିଶାଳ ଟାର୍ଗେଟ

ମୁମ୍ବାଇ, ୨ା୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଟି-୨୦ ସିରିଜର ପଞ୍ଚମ ଏବଂ ଶେଷ ମ୍ୟାଚ୍ ମୁମ୍ବାଇର ୱାଙ୍ଖଡେ ଷ୍ଟାଡିୟମରେ ଖେଳା ଯାଉଛି। ପ୍ରଥମେ ବ୍ୟାଟିଂ କରି ଭାରତ ଇଂଲଣ୍ଡ ଆଗରେ ଜିତିବା ପାଇଁ ୨୪୮ ରନର ଟାର୍ଗେଟ ଧାର୍ଯ୍ୟ କରିଛି।

ଭାରତୀୟ ଟିମ୍ ୨୦ ଓଭରରେ ୯ ୱିକେଟ୍ ହରାଇ ୨୪୭ ରନ୍ କରିଥିଲା। ଓପନର ଅଭିଷେକ ଶର୍ମା ବିସ୍ଫୋରକ ଶତକ ହାସଲ କରିଥିଲେ। ଅଭିଷେକ ଶର୍ମା ୫୪ ବଲ ସାମ୍ନା କରି ୧୩୫ ରନ କରିଥିଲେ। ସେ ୧୩ଟି ଛକା ଏବଂ ୭ଟି ଚୌକା ମାରିଥିଲେ। ଶିବମ୍ ଦୁବେ ୧୩ ବଲ୍‌ରେ ୩୦ ରନ୍ କରିଥିଲେ। ତିଲକ ବର୍ମା ୨୪ ରନର ଏକ ଇନିଂସ ଖେଳିଥିଲେ। ସଞ୍ଜୁ ସାମସନ ୧୬ ରନ କରିଥିଲେ। ସୂର୍ଯ୍ୟକୁମାର ଯାଦବ ୨ ରନ କରି ଆଉଟ ହୋଇଥିଲେ। ହାର୍ଦ୍ଦିକ ପାଣ୍ଡ୍ୟା ୯ ରନ କରି ଆଉଟ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଜିଆ ଖାଉଛି ମାଛକୁ

ଗାଡ଼ିଆରେ ବନିଶିରେ ମାଛ ଧରାଯାଉଥିବାର ଏକ ଦୃଶ୍ୟକୁ ଅବତାରଣା କରାଯାଉ। ଜଣେ ବ୍ୟକ୍ତି ବାଉଁଶ ଛଡ଼ିରେ ସୂତା ଲଗାଇ ସେଥିରେ କଣ୍ଟା ଓହଳାଇ ଥାଏ। ସୂତାକୁ...

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ଦିଲ୍ଲୀ ସରକାରଙ୍କ ପ୍ରାଣମୁର୍ଚ୍ଛା ଉଦ୍ୟମ, ପ୍ରଦୂଷଣ ରୋକିବାକୁ ‘ତନ୍ଦୁର’ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ...

ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…

ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...

IPL ନିଲାମ: ଫିଟିଲା ଭାଗ୍ୟ, ତୃତୀୟ ରାଉଣ୍ଡରେ ପୃଥ୍ୱୀ ଶ’ଙ୍କୁ କିଣିଲା ଏହି ଟିମ୍

ଆବୁଧାବି,୧୬।୧୨: କ୍ୟାରିଅରରେ ବଡ଼ ଧରଣର ଅବନତି ଦେଇ ଗତି କରୁଥିବା ୨୬ ବର୍ଷୀୟ ମହାରାଷ୍ଟ୍ରର ଓପନିଂ ବ୍ୟାଟ୍ସମ୍ୟାନ୍ ପୃଥ୍ୱୀ ଶ’ଙ୍କୁ ଆଇପିଏଲ୍ ୨୦୨୬ ମିନି-ନିଲାମରେ ପୁଣି...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri