Posted inଖେଳ

ଭାରତ ହେବ ବିଶ୍ୱକପ୍‌ ଚାମ୍ପିୟନ୍‌: ଭବିଷ୍ୟବାଣୀ କଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୧।୧୦: ଆଉ କିଛି ଦିନ ପରେ ଆରମ୍ଭ ହେବ କ୍ରିକେଟ ବିଶ୍ୱକପ। ଏହାପୂର୍ବରୁ ଭବିଷ୍ୟବାଣୀ କରିଛନ୍ତି ବିଶ୍ୱର ସର୍ବଶ୍ରେଷ୍ଠ ବୋଲର ମୁଥିୟା ମୁରଲୀଥନ। ସେ କହିଛନ୍ତି, ମୋ ମତରେ, ଘରୋଇ ପରିସ୍ଥିତିରେ ଭାରତ ବିଶ୍ୱ ଚାମ୍ପିୟନ ହୋଇପାରିବ। ଅଷ୍ଟ୍ରେଲିଆ ଏବଂ ବର୍ତ୍ତମାନର ଚାମ୍ପିୟନ ଇଂଲଣ୍ଡ ମଧ୍ୟ ବିଶ୍ୱକପ ଜିତିବାର ସାମଥ୍ୟ ଅଛି କିନ୍ତୁ ଭାରତର ସମସ୍ତ ଖେଳାଳି ଫର୍ମରେ ଅଛନ୍ତି ଏବଂ ସେମାନଙ୍କ ମଧ୍ୟରେ ସମନ୍ବୟ ଅଛି। ଦଳ ଏସିଆ କପ ଜିତିଥିଲା।
ଟେଷ୍ଟରେ ୮୦୦ ଉଇକେଟ, ଦିନିକିଆରେ ୫୩୪ ଏବଂ ଟି-୨୦ରେ ୧୩ ଉଇକେଟ ନେଇଥିବା ମୁରଲିଧରନ ତାଙ୍କ ବାୟୋପିକ ଫିଲ୍ମ ‘୮୦୦’ ର ପ୍ରମୋସନ ପାଇଁ ଅଭିନେତା ମଧୁର ମିତ୍ତଲଙ୍କ ସହ ଲକ୍ଷ୍ନୌରେ ଥିବା ସମୟରେ ଏହି କଥା କହିଛନ୍ତି।
ବିଶ୍ୱକପ୍‌ର ୧୩ତମ ସଂସ୍କରଣ ଅକ୍ଟୋବର ୫ରୁ ଆରମ୍ଭ ହେବ। ଫାଇନାଲ୍‌ ମ୍ୟାଚ ୧୯ ନଭେମ୍ବରରେ ଖେଳାଯିବ। ଏଥର ୧୦ଟି ଦଳ ବିଶ୍ୱକପରେ ଭାଗ ନେବେ। ଆୟୋଜକ ଭାରତ ବ୍ୟତୀତ ଡିଫେଣ୍ଡିଂ ଚାମ୍ପିଅନ ଇଂଲଣ୍ଡ, ନ୍ୟୁଜିଲାଣ୍ଡ, ଅଷ୍ଟ୍ରେଲିଆ, ପାକିସ୍ତାନ, ଶ୍ରୀଲଙ୍କା, ବାଂଲାଦେଶ, ଆଫଗାନିସ୍ତାନ, ଦକ୍ଷିଣ ଆଫ୍ରିକା ଏବଂ ନେଦରଲ୍ୟାଣ୍ଡ ଖେଳିବାର କାର୍ଯ୍ୟକ୍ରମ ରହିଛି। ଏହି ଦଳଗୁଡିକ ମଧ୍ୟରୁ ଅନେକ ଭାରତରେ ପହଞ୍ଚି ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଘୋଷଣା ହେଲା ଚାମ୍ପିୟନ୍ସ ଟ୍ରଫି ୨୦୨୫ କାର୍ଯ୍ୟସୂଚୀ: ଜାଣନ୍ତୁ କେଉଁଦିନ ଭାରତ-ପାକିସ୍ତାନ ମୁକାବିଲା

ନୂଆଦିଲ୍ଲୀ,୨୪ା୧୨: ଆସନ୍ତା ବର୍ଷ ପାକିସ୍ତାନ ଦ୍ୱାରା ଆୟୋଜିତ ହେବାକୁ ଥିବା ଚାମ୍ପିଅନ୍ସ ଟ୍ରଫି ୨୦୨୫ ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଅନ୍ତର୍ଜାତୀୟ କ୍ରିକେଟ୍ ପରିଷଦ (ଆଇସିସି) ପ୍ରକାଶ...

ଅଶ୍ୱିନୀଙ୍କ ସ୍ଥାନ ନେବେ ଏହି ଖେଳାଳି : ଜାଣନ୍ତୁ ସେ କିଏ…

ମେଲବୋର୍ନ,୨୪ା୧୨: ମୁମ୍ବାଇ ଅଫ୍‌-ସ୍ପିନର ତନୁଷ କୋଟିଆନ ଅଷ୍ଟ୍ରେଲିଆ ଗସ୍ତରେ ଯାଇ ସେଠାରେ ଭାରତୀୟ କ୍ରିକେଟ ଦଳରେ ଯୋଗଦେବେ। ନିକଟରେ ଅବସର ନେଇଥିବା ରବିଚନ୍ଦ୍ରନ ଅଶ୍ୱିନୀଙ୍କ ସ୍ଥାନରେ...

ମୁଁ ବଞ୍ଚିଛି.. ଏମିତି କାହିଁକି କହିଲେ ବିନୋଦ କାମ୍ୱଲି

ନୂଆଦିଲ୍ଲୀ,୨୪/୧୨: ପୂର୍ବତନ ଭାରତୀୟ କ୍ରିକେଟର ବିନୋଦ କାମ୍ବଲିଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଯାଇଛି। ଏହାପରେ ତାଙ୍କୁ ମହାରାଷ୍ଟ୍ରର ଥାନେସ୍ଥିତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଯେଉଁଠାରେ ଡାକ୍ତରୀ ଦଳ ତାଙ୍କର...

ହାତକୁ ଦି’ ହାତ ହେଲେ ପିଭି ସିନ୍ଧୁ

ଭାରତର ବ୍ୟାଡମିଣ୍ଟନ ଖେଳାଳି ପିଭି ସିନ୍ଧୁ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ରାଜସ୍ଥାନର ଉଦୟପୁରରେ ଧୂମଧାମରେ ସେ ବ୍ୟବସାୟୀ ଭେଙ୍କଟ ଦତ୍ତା ସାଇଙ୍କ ହାତ ଧରିଛନ୍ତି।...

ବଡ଼ ରେକର୍ଡ କଲେ ପାଣ୍ଡ୍ୟା: ବିସ୍ଫୋରକ ଇନିଂସ ଖେଳି…

ନୂଆଦିଲ୍ଲୀ,୨୩।୧୨: ବିଜୟ ହଜାରେ ଟ୍ରଫି ୨୦୨୪ରେ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ପ୍ରଥମେ ବ୍ୟାଟିଂ କରି ବରୋଦା ୪୦୦ ରନ ମାର୍କ ଅତିକ୍ରମ କରିଛନ୍ତି। ଏହି ସମୟରେ...

ଭାରତକୁ ମିଳିଗଲା ଲେଡି ଜାହିର ଖାନ୍‌! କୁନି ଝିଅଙ୍କ ଦିଓ୍ବାନା ହେଲେ ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୨୩।୧୨: ମହାନ କ୍ରିକେଟର ସଚିନ ତେନ୍ଦୁଲକର ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓରେ ଏକ ଛୋଟ ଝିଅ ବୋଲିଂ କରୁଥିବା ଦେଖାଯାଉଛି,...

ମ୍ୟାଚ୍‌ ଚାଲିଥିବାବେଳେ ପଡିଆରେ ମହିଳା ଜନ୍ମଦେଲେ ପୁଅ….ସ୍ମୃତିରେ ରହିଗଲା ପାକିସ୍ତାନ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌

ଜୋହାନ୍ସବର୍ଗ,୨୩।୧୨: ଜୋହାନ୍ସବର୍ଗର ୱାଣ୍ଡର୍ସ ଷ୍ଟାଡିୟମରେ ପାକିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚ କ୍ରିକେଟ ବାହାରେ ଏକ ନିଆରା ଅନୁଭୂତି ଥିଲା।...

କୋହଲିଙ୍କ ନିକଟରେ ସୁବର୍ଣ୍ଣ ସୁଯୋଗ: ମାତ୍ର ୧୩୪ ରନ୍‌ କଲେ ଭାଙ୍ଗିବେ ମହାରେକର୍ଡ

ନୂଆଦିଲ୍ଲୀ,୨୩।୧୨: ବିରାଟ କୋହଲି ବର୍ତ୍ତମାନର ଅଷ୍ଟ୍ରେଲିଆ ଗସ୍ତ ଏକ ଶତକରୁ ଆରମ୍ଭ କରିଥିଲେ। କିନ୍ତୁ ପରବର୍ତ୍ତୀ ଦୁଇଟି ଟେଷ୍ଟ ମ୍ୟାଚରେ ତାଙ୍କ ବ୍ୟାଟ ଚୁପ ରହିଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri