Categories: ଖେଳ

ଆଇଏସ୍‌ଏସ୍‌ଏଫ୍‌ ବିଶ୍ୱ ଚାମ୍ପିୟନଶିପ୍‌: ବ୍ରୋଞ୍ଜ ସହ ଭାରତର ଅଭିଯାନ ଆରମ୍ଭ

କାଇରୋ,୧୩ା୧୦: ଆଇଏସ୍‌ଏସ୍‌ଏଫ୍‌ ବିଶ୍ୱ ଚାମ୍ପିୟନଶିପ୍‌ରେ ବ୍ରୋଞ୍ଜ ସହ ଭାରତ ଅଭିଯାନ ଆରମ୍ଭ କରିଛି। ମହିଳା ୨୫ ମିଟର ପିସ୍ତଲ ଜୁନିୟର ଟିମ୍‌ ଇଭେଣ୍ଟରେ ଏହି ପଦକ ମିଳିଛି। ଈଶା ସିଂ, ନାମ୍ୟା କପୁର ଓ ବିଭୁତି ଭାଟିଆଙ୍କୁ ନେଇ ଭାରତୀୟ ଦଳ ବୋଞ୍ଜ ପଦକ ମୁକାବିଲାରେ ଜର୍ମାନୀକୁ ୧୭-୧ରେ ପରାସ୍ତ କରିଛି। ଏଥିସହ ଚାମ୍ପିୟନଶିପ୍‌ର ପ୍ରଥମ ଦିବସରେ ଭାରତ ପଦକ ତାଲିକାରେ ପ୍ରବେଶ କରିଛି।

Share