Posted inଖେଳ

ମା’ଙ୍କୁ ହରାଇବା ପରେ ହୃଦୟସ୍ପର୍ଶୀ ବାର୍ତ୍ତା ଲେଖିଲେ ଏହି କ୍ରିକେଟର୍‌

ଅନ୍ତର୍ଜାତୀୟ କ୍ରିକେଟର ପ୍ରିୟା ପୁନିଆଙ୍କ ମା’ କରୋନାରେ ମୃତ୍ୟ ବରଣ କରିଛନ୍ତି। ୨୪ ବର୍ଷୀୟା ଏହି କ୍ରିକେଟର ସୋସିଆଲ ମିଡିଆରେ ଏକ ହୃଦୟସ୍ପର୍ଶୀ ପୋଷ୍ଟ ଲେଖିଛନ୍ତି। ପୁନିଆ ଇନଷ୍ଟାଗ୍ରାମରେ ଲେଖିଛନ୍ତି, ଆଜି ମୁଁ ଅନୁଭବ କଲି ଯେ ତୁମେ ମୋତେ ସବୁବେଳେ ଶକ୍ତିଶାଳୀ ହେବାକୁ କାହିଁକି କହୁଥିଲ? ତୁମେ ଜାଣିଥିଲ ଯେ ଦିନେ ତୁମେ ଚାଲିଯିବା ପରେ ସେହି ଦୁଃଖର ମୁକାବିଲା ପାଇଁ ମୋର ଶକ୍ତି ଦରକାର। ମା’ ତୁମର ଅନୁପସ୍ଥିତି ସବୁବେଳେ ଅନୁଭବ ହେବ। ମୁଁ ଜାଣେ ତୁମେ ସବୁବେଳେ ମୋ ସହିତ ରହିବ। ମା, ମୋତେ ମାର୍ଗଦର୍ଶନ କର … ତୁମକୁ ସବୁଦିନ ଭଲ ପାଉଥିବି। ସେ ଆହୁରି କହିଛନ୍ତି, ଜୀବନର କିଛି ଜିନିଷ ଗ୍ରହଣ କରିବା କଷ୍ଟକର। ତୁମର ସ୍ମୃତି କେବେବି ଭୁଲିପାରିବି ନାହିଁ। ଭଗବାନ ତୁମର ଆତ୍ମାକୁ ଶାନ୍ତି କରନ୍ତୁ, ମା। ଦୟାକରି ନିୟମ ଅନୁସରଣ କରନ୍ତୁ ଏବଂ ସତର୍କତା ଅବଲମ୍ବନ କରନ୍ତୁ । ଏହି ଭୂତାଣୁ ଅତ୍ୟନ୍ତ ବିପଜ୍ଜନକ।
ଏହାପୂର୍ବରୁ ଅନ୍ୟ ଜଣେ ଭାରତୀୟ ମହିଳା କ୍ରିକେଟର ବେଦା କ୍ରିଷ୍ଣମୂର୍ତ୍ତି ମଧ୍ୟ ଏହି ମାରାତ୍ମକ କରୋନା ଯୋଗୁ ତାଙ୍କ ମା ଏବଂ ଭଉଣୀଙ୍କୁ ହରାଇଥିଲେ। ସୂଚନାଯୋଗ୍ୟ, ପ୍ରିୟା ପୁନିଆଙ୍କୁ ଆଗାମୀ ଇଂଲଣ୍ଡ ସିରିଜ୍‌ ପାଇଁ ଦଳରେ ଚୟନ କରାଯାଇଛି।

Priya Punia, Priya Punia mother, india vs england, indian cricket team, cricket news


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସ୍ମିଥଙ୍କ ଶତକ:ଅଷ୍ଟ୍ରେଲିଆ ୪୭୪ ରନ୍‌ରେ ଅଲଆଉଟ୍‌

ମେଲବୋର୍ନ,୨୭।୧୨:ମେଲବୋର୍ନ ଟେଷ୍ଟର ପ୍ରଥମ ଇନିଂସରେ ଅଷ୍ଟ୍ରେଲିଆ ୪୭୦ ରନ ସଂଗ୍ରହ କରିଛି। ଦ୍ୱିତୀୟ ଦିନରେ ଅଷ୍ଟ୍ରେଲିଆ ଦଳ ୩୧୧ ସ୍କୋର ସହ ଇନିଂସ ଅଗ୍ରଗତି କରିବା...

କଳା ବ୍ୟାଣ୍ଡ୍‌ ପିନ୍ଧି ପଡ଼ିଆକୁ ଓହ୍ଲାଇଲେ ଭାରତୀୟ ଖେଳାଳି: ଜାଣନ୍ତୁ କାହିଁକି

ମେଲବୋର୍ନ,୨୭।୧୨: ବର୍ଡର-ଗାଭାସ୍କର ଟ୍ରଫି ୨୦୨୫-୨୫ର ଚତୁର୍ଥ ଟେଷ୍ଟ ମ୍ୟାଚ ଜାନୁଆରୀ ୨୬ରୁ ଖେଳାଯାଉଛି। ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ ଏହି ଟେଷ୍ଟ ମ୍ୟାଚ ଖେଳାଯାଉଛି। ଅଷ୍ଟ୍ରେଲିଆ ଦଳ...

ସମସ୍ତଙ୍କ ସାମ୍ନାରେ ନିଜର ଭୁଲ ସ୍ବୀକାର କଲେ କୋହଲି, କହିଲେ-ହଁ, ମୁଁ…

ନୂଆଦିଲ୍ଲୀ,୨୬।୧୨: ବର୍ଡର-ଗାଭାସ୍କର ଟ୍ରଫିରେ କ୍ରିକେଟର ବିରାଟ କୋହଲିଙ୍କ ପ୍ରଦର୍ଶନ ନୈରାଶ୍ୟଜନକ ରହିଛି। ଏହି ଡାହାଣହାତୀ ବ୍ୟାଟ୍ସମ୍ୟାନ୍‌ ପର୍ଥ ଟେଷ୍ଟରେ ଶତକ ଲଗାଇଥିଲେ ହେଁ ଆଗାମୀ ୩...

ପ୍ରଥମ ଦିନରେ ଅଷ୍ଟ୍ରେଲିଆର ଆଧିପତ୍ୟ ଜାରି: ୪ ବ୍ୟାଟ୍ସମ୍ୟାନ୍‌ ହାସଲ କଲେ ଅର୍ଦ୍ଧଶତକ

ମେଲବୋର୍ନ,୨୬।୧୨: ମେଲବୋର୍ନରେ ଖେଳାଯାଉଥିବା ବକ୍ସିଂ ଡେ ଟେଷ୍ଟର ପ୍ରଥମ ଦିନ ଆୟୋଜକ ଅଷ୍ଟ୍ରେଲିଆ ନାମରେ ହୋଇଥିଲା। ପାଞ୍ଚ ମ୍ୟାଚ ସିରିଜର ଚତୁର୍ଥ ଟେଷ୍ଟ ମ୍ୟାଚରେ ୧୯...

ଏହି କାମ ପାଇଁ କୋହଲିଙ୍କ ଉପରେ ଲାଗିଲା ଜୋରିମନା

ମେଲବୋର୍ନ,୨୬।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଚତୁର୍ଥ ଟେଷ୍ଟରେ ବିରାଟ କୋହଲି ପ୍ରଥମ ଅଧିବେଶନରେ ସାମ କନଷ୍ଟାସଙ୍କ ସହ ମୁହାଁମୁହିଁ ହୋଇଥିଲେ। ପଡ଼ିଆରେ ଝଗଡା...

୧,୧୧୨ ଦିନ ପରେ ଭାଙ୍ଗିଲା ରେକର୍ଡ: ବୁମ୍‌ରାଙ୍କ ମୁଣ୍ଡବିନ୍ଧା ବଢାଇଲେ ୧୯ ବର୍ଷୀୟ ବ୍ୟାଟ୍ସମ୍ୟାନ୍‌

ମେଲବୋର୍ନ,୨୬।୧୨: ଡିସେମ୍ବର ୨୬ରୁ ବକ୍ସିଂ ଡେ ଟେଷ୍ଟ ଆରମ୍ଭ ହୋଇଛି। ବର୍ଡର-ଗାଭାସ୍କର ଟ୍ରଫି ୨୦୨୪-୨୫ର ଏହା ହେଉଛି ଚତୁର୍ଥ ଟେଷ୍ଟ ମ୍ୟାଚ। ଭାରତ ଏବଂ ଅଷ୍ଟ୍ରେଲିଆ...

ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ କାହିଁକି ଖେଳାଯାଏ, ଜାଣନ୍ତୁ ଏହା ପଛର ଇତିହାସ

ମେଲବୋର୍ନ, ୨୬।୧୨: ଅଷ୍ଟ୍ରେଲିଆ ଏବଂ ଭାରତ ମଧ୍ୟରେ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ ଆଜିଠାରୁ ଆରମ୍ଭ ହୋଇଛିଛି। ତେବେ ଏହି ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌...

ବକ୍ସିଂ ଡେ’ ଟେଷ୍ଟ ଆରମ୍ଭ: ଅଷ୍ଟ୍ରେଲିଆର ଦମ୍‌ଦାର ଆରମ୍ଭ

ମେଲବୋର୍ନ,୨୬।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବକ୍ସିଂ ଡେ’ ଟେଷ୍ଟ ଆରମ୍ଭ ହୋଇଛି। ଚତୁର୍ଥ ଟେଷ୍ଟରେ ଅଷ୍ଟ୍ରେଲୀୟ ଅଧିନାୟକ ପ୍ୟାଟ କମିନ୍ସ ଟସ ଜିତି ପ୍ରଥମେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri