ପୃଥିବୀଠାରୁ ୪୦୦ କି.ମି. ଉଚ୍ଚରେ ଜନ୍ମଦିନ ପାଳିଲେ ସୁନୀତା ଓ୍ବିଲିୟମ୍ସ

ଓ୍ବାଶିଂଟନ,୧୯ା୯: ଭାରତୀୟ ବଂଶୋଦ୍ଭବ ନାସା ମହାକାଶଚାରୀ ସୁନୀତା ଓ୍ବିଲିୟମ୍ସ ଗୁରୁବାର ୫୯ ବର୍ଷରେ ପଦାର୍ପଣ କରିଛନ୍ତି। ସେ ପୃଥିବୀଠାରୁ ୪୦୦ କିଲୋମିଟର ଉପରେ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର (ଆଇଏସ୍‌ଏସ୍‌)ରେ ଅଟକି ରହିଥିବାବେଳେ ସେଠାରେ ଜନ୍ମଦିନ ପାଳନ କରିଛନ୍ତି।

ମହାକାଶରେ ସୁନୀତା ଦ୍ୱିତୀୟ ଥର ପାଇଁ ଜନ୍ମଦିନ ପାଳନ କରିଛନ୍ତି। ଏହା ପୂର୍ବରୁ ୨୦୧୨ ମିଶନରେ ଥାଇ ମହାକାଶରେ ଜନ୍ମଦିନ ମନାଇଥିଲେ। ବୋଇଂର ଷ୍ଟାରଲାଇନ୍‌ ମହାକାଶ ଯାନରେ ସୁନୀତା ଓ ତାଙ୍କ ସହଯୋଗୀ ବୁଚ୍‌ ଓ୍ବିଲମୋର ଆଇଏସ୍‌ଏସ୍‌କୁ ଯାଇଥିଲେ। ତେବେ ଉକ୍ତ ଯାନରେ ତ୍ରୁଟି ଦେଖାଦେବାରୁ ଉଭୟ ମହାକାଶଚାରୀ ମହାକାଶ କେନ୍ଦ୍ରରେ ଅଟକି ରହିଛନ୍ତି। ସେମାନଙ୍କୁ ଆସନ୍ତାବର୍ଷ ଫେବୃଆରୀ ପର୍ଯ୍ୟନ୍ତ ସେଠାରେ ରହିବାକୁ ପଡ଼ିବ। ଦୀର୍ଘ ମିଶନ ସତ୍ତ୍ୱେ ସୁନୀତା ଏବଂ ବୁଚ୍‌ ମହାକାଶ କେନ୍ଦ୍ରରେ ଗୁରୁତ୍ୱପୂର୍ଣ୍ଣ ବୈଜ୍ଞାନିକ ଗବେଷଣା ଏବଂ ମେଣ୍ଟେନାନ୍ସ କାର୍ଯ୍ୟ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାମରେ ଆସୁନି ଗୋଷ୍ଠୀ ଶୌଚାଳୟ: ଲକ୍ଷାଧିକ ଟଙ୍କା ଖର୍ଚ୍ଚକୁ ନେଇ ଉଠିଲା ପ୍ରଶ୍ନ

ଦାରିଙ୍ଗବାଡି,୨ /୪ (ଅରୁଣ ସାହୁ): ପରିବେଶକୁ ସ୍ବଚ୍ଛ ରଖିବା ପାଇଁ ସରକାର କୋଟି କୋଟି ଟଙ୍କା ଅନୁଦାନ ଦେଉଛନ୍ତି। ଏଥିପାଇଁ ପଞ୍ଚାୟତ ସମିତି ଏବଂ ପଞ୍ଚାୟତ...

୧୩ ଦିନିଆ ଗଞ୍ଜାମ ମା’ ଦକ୍ଷିଣ କାଳୀଙ୍କ ଦଣ୍ଡ ଶୁଭାରମ୍ଭ

ଗଞ୍ଜାମ,୨।୪(ବିଦ୍ୟାଧର ସାହୁ): ଗଞ୍ଜାମ ସହରର ପ୍ରସିଦ୍ଧ ଶ୍ରୀ ଶ୍ରୀ ମା’ ଦକ୍ଷିଣ ଦଣ୍ଡକାଳୀଙ୍କ ୧୩ ଦିନବ୍ୟାପି ଦଣ୍ଡ ଯାତ୍ରା ବୁଧବାର ଶୁଭାରମ୍ଭ ହୋଇଛି l ଦାମୋଦରପୁର...

ସକାଳୁ ସକାଳୁ ଥରିଲା ପାକିସ୍ତାନ: ଲୋକେ ଭୟଭୀତ

ଇସଲାମାବାଦ୍‌,୨।୪: ଭାରତର ପଡ଼ୋଶୀ ଦେଶ ପାକିସ୍ତାନରେ ମଙ୍ଗଳବାର ସକାଳୁ ଭୂମିକମ୍ପ ଅନୁଭୂତ ହୋଇଛି। ନ୍ୟାଶନାଲ ସେଣ୍ଟର ଫର୍‌ ସିସମୋଲୋଜି ଅନୁଯାୟୀ, ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା...

କୃଷକ କଲ୍ୟାଣ ଟ୍ରଷ୍ଟ ତରଫରୁ ୨ ଲକ୍ଷ ଟଙ୍କା ଜୀବନ ବୀମା ରାଶି ପ୍ରଦାନ

ଦେବଗଡ,୨।୪(ଶଶାଙ୍କ ଶେଖର ଝାଙ୍କର): କୃଷକ କଲ୍ୟାଣ ଟ୍ରଷ୍ଟ ଦେବଗଡ଼ ତରଫରୁ ପୂର୍ବନିର୍ଦ୍ଧାରିତ ଅନୁଯାୟୀ ଜିଲାର ସମସ୍ତ ପଞ୍ଜୀକୃତ ଚାଷୀ ମୋଟ ୧୮,୭୭୬ ଜଣଙ୍କ ପାଇଁ ଟ୍ରଷ୍ଟର...

ଭାଜପାର ରାଜ୍ୟ ପରିଷଦ ସଦସ୍ୟ ଭାବେ ୫ଜଣ ନିର୍ବାଚିତ: ସଂଗଠନକୁ ଆହୁରି ଶକ୍ତିଶାଳୀ କରିବାକୁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି,୨।୪(ଅରୁଣ ସାହୁ)/(ପ୍ରଦୀପ ବେହେରା): ଭାଜପାର ରାଜ୍ୟ ପରିଷଦ ସଦସ୍ୟ ଭାବେ ଜିଲ୍ଲାରୁ ୫ଜଣ ନିର୍ବାଚିତ ହୋଇଛନ୍ତି ସେମାନଙ୍କ ମଧ୍ୟରୁ ଜିଉଦୟଗିରି ନିର୍ବାଚନମଣ୍ଡଳୀରୁ ଦୁଇଜଣ ପରିଷଦ ସଦସ୍ୟ...

ରାଜ୍ୟସ୍ତରୀୟ ଅସ୍ମିତା ହକି ପ୍ରତିଯୋଗିତାରେ ଦେବଗଡ ଦଳର ସଫଳତା: ଖେଳାଳିଙ୍କୁ ସ୍ବାଗତ ସମ୍ବର୍ଦ୍ଧନା

ଦେବଗଡ,୨।୪(ଶଶାଙ୍କ ଶେଖର ଝାଙ୍କର):ରାଉରକେଲାସ୍ଥିତ ବୀର୍ସା ମୁଣ୍ଡା ହକି ଷ୍ଟାଡିୟମ ଠାରେ ଗତ ୨୬ରୁ ୩୧ ତାରିଖ ପର୍ଯ୍ୟନ୍ତ ଆୟୋଜିତ ରାଜ୍ୟ ସ୍ତରୀୟ ଅସ୍ମିତା ହକି ପ୍ରତିଯୋଗୀତାରେ...

ବାଇକ ଦୁର୍ଘଟଣାରେ ଚାଲିଗଲା ଜଣଙ୍କ ଜୀବନ: ଜଣେ ଆହତ

ଦେବଗଡ,୨।୪(ଶଶାଙ୍କ ଶେଖର ଝାଙ୍କର):ବାରକୋଟ ଥାନା ବିଦେଇବଡକୁଦର ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥରେ ଏକ ବାଇକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ଆହତ...

ପ୍ରଭୁ ଆନନ୍ଦେସ୍ବର, ମା’ ରୁଦ୍ରକାଳୀଙ୍କ ଦଣ୍ଡ ଯାତ୍ରା ଆରମ୍ଭ: ଭକ୍ତଙ୍କ ପ୍ରବଳ ଭିଡ଼

ଜି.ଉଦୟଗିରି,୨।୪(ଶିଶିର ପଟ୍ଟନାୟକ):ଜି. ଉଦୟଗିରି ସହରରେ ମା’ ରୁଦ୍ରକାଳୀଙ୍କ ୧୩ ଦିନିଆ ଦଣ୍ଡ ଯାତ୍ରା ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଆରମ୍ଭ ହୋଇଛି । ପ୍ରଥମେ ପାଟଭୁକ୍ତା ଶରଣ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image