Categories: ଜାତୀୟ

ଏମ୍ସରେ ଭର୍ତ୍ତି ହେଲେ ଆଇସିଏମ୍‌ଆର ମୁଖ୍ୟ ବଳରାମ ଭାର୍ଗବ

ନୂଆଦିଲ୍ଲୀ,୧୮।୧୨-ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର୍‌)ର ମୁଖ୍ୟ ଡାକ୍ତର ବଳରାମ ଭାର୍ଗବ। ଶୁକ୍ରବାର ତାଙ୍କ କରୋନା ରିପୋର୍ଟ ପଜିଟିଭ ଆସିଛି। ଏହାପରେ ତାଙ୍କୁ ଦିଲ୍ଲୀସ୍ଥିତ ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

Share