Posted inଖେଳ

ବିଶ୍ୱକପ ଫାଇନାଲ ଖେଳିବାକୁ ଅହମ୍ମଦାବାଦରେ ପହଞ୍ଚିଲା ଟିମ ଇଣ୍ଡିଆ, ହୋଟେଲ ବାହାରେ ପ୍ରଶଂସକଙ୍କ ଜମିଛି ଭିଡ

ଅହମ୍ମଦାବାଦ,୧୬।୧୧: ଦିନିକିଆ ବିଶ୍ୱକପ ୨୦୨୩ର ଫାଇନାଲ ମ୍ୟାଚ ନଭେମ୍ବର ୧୯ ରବିବାର ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଟୁର୍ନାମେଣ୍ଟର ପ୍ରଥମ ଫାଇନାଲିଷ୍ଟ ତଥା ଆୟୋଜକ ଦଳ ଏହି ମ୍ୟାଚ ପାଇଁ ଅହମ୍ମଦାବାଦରେ ପହଞ୍ଚିଛନ୍ତି। ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ ଦଳ ସେମିଫାଇନାଲରେ ନ୍ୟୁଜିଲାଣ୍ଡକୁ ୭୦ ରନରେ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଛି। ବର୍ତ୍ତମାନ ଦଳ ଅହମ୍ମଦାବାଦରେ ପହଞ୍ଚିବା ମାତ୍ରେ ହୋଟେଲ ବାହାରେ ପ୍ରଶଂସକଙ୍କ ଭିଡ ଦେଖିବାକୁ ମିଳିଛି।

ଟିମ ଇଣ୍ଡିଆର ଅହମ୍ମଦାବାଦରେ ପହଞ୍ଚିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଭିଡିଓରେ ପ୍ରଶଂସକଙ୍କ ଭିଡ ଦେଖିବାକୁ ମିଳିଛି ଏବଂ ଟିମ ଇଣ୍ଡିଆ ବସ୍‌ ଗୋଟିଏ ପାର୍ଶ୍ୱରୁ ଆସୁଥିବା ଦେଖାଯାଉଛି। ବସ୍‌ ଦେଖି ପ୍ରଶଂସକଙ୍କ ମଧ୍ୟରେ ଏକ ଭିନ୍ନ ପ୍ରକାରର ଉତ୍ସାହ ଦେଖିବାକୁ ମିଳିଛି। ରୋହିତ ଶର୍ମାଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ତୃତୀୟ ଥର ପାଇଁ ବିଶ୍ୱ ଚାମ୍ପିୟନ ହେବାର ଉଦ୍ଦେଶ୍ୟରେ ଅହମ୍ମଦାବାଦରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଶ୍ୱିନୀଙ୍କ ସ୍ଥାନ ନେବେ ଏହି ଖେଳାଳି : ଜାଣନ୍ତୁ ସେ କିଏ…

ମେଲବୋର୍ନ,୨୪ା୧୨: ମୁମ୍ବାଇ ଅଫ୍‌-ସ୍ପିନର ତନୁଷ କୋଟିଆନ ଅଷ୍ଟ୍ରେଲିଆ ଗସ୍ତରେ ଯାଇ ସେଠାରେ ଭାରତୀୟ କ୍ରିକେଟ ଦଳରେ ଯୋଗଦେବେ। ନିକଟରେ ଅବସର ନେଇଥିବା ରବିଚନ୍ଦ୍ରନ ଅଶ୍ୱିନୀଙ୍କ ସ୍ଥାନରେ...

ମୁଁ ବଞ୍ଚିଛି.. ଏମିତି କାହିଁକି କହିଲେ ବିନୋଦ କାମ୍ୱଲି

ନୂଆଦିଲ୍ଲୀ,୨୪/୧୨: ପୂର୍ବତନ ଭାରତୀୟ କ୍ରିକେଟର ବିନୋଦ କାମ୍ବଲିଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଯାଇଛି। ଏହାପରେ ତାଙ୍କୁ ମହାରାଷ୍ଟ୍ରର ଥାନେସ୍ଥିତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଯେଉଁଠାରେ ଡାକ୍ତରୀ ଦଳ ତାଙ୍କର...

ହାତକୁ ଦି’ ହାତ ହେଲେ ପିଭି ସିନ୍ଧୁ

ଭାରତର ବ୍ୟାଡମିଣ୍ଟନ ଖେଳାଳି ପିଭି ସିନ୍ଧୁ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ରାଜସ୍ଥାନର ଉଦୟପୁରରେ ଧୂମଧାମରେ ସେ ବ୍ୟବସାୟୀ ଭେଙ୍କଟ ଦତ୍ତା ସାଇଙ୍କ ହାତ ଧରିଛନ୍ତି।...

ବଡ଼ ରେକର୍ଡ କଲେ ପାଣ୍ଡ୍ୟା: ବିସ୍ଫୋରକ ଇନିଂସ ଖେଳି…

ନୂଆଦିଲ୍ଲୀ,୨୩।୧୨: ବିଜୟ ହଜାରେ ଟ୍ରଫି ୨୦୨୪ରେ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ପ୍ରଥମେ ବ୍ୟାଟିଂ କରି ବରୋଦା ୪୦୦ ରନ ମାର୍କ ଅତିକ୍ରମ କରିଛନ୍ତି। ଏହି ସମୟରେ...

ଭାରତକୁ ମିଳିଗଲା ଲେଡି ଜାହିର ଖାନ୍‌! କୁନି ଝିଅଙ୍କ ଦିଓ୍ବାନା ହେଲେ ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୨୩।୧୨: ମହାନ କ୍ରିକେଟର ସଚିନ ତେନ୍ଦୁଲକର ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓରେ ଏକ ଛୋଟ ଝିଅ ବୋଲିଂ କରୁଥିବା ଦେଖାଯାଉଛି,...

ମ୍ୟାଚ୍‌ ଚାଲିଥିବାବେଳେ ପଡିଆରେ ମହିଳା ଜନ୍ମଦେଲେ ପୁଅ….ସ୍ମୃତିରେ ରହିଗଲା ପାକିସ୍ତାନ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌

ଜୋହାନ୍ସବର୍ଗ,୨୩।୧୨: ଜୋହାନ୍ସବର୍ଗର ୱାଣ୍ଡର୍ସ ଷ୍ଟାଡିୟମରେ ପାକିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚ କ୍ରିକେଟ ବାହାରେ ଏକ ନିଆରା ଅନୁଭୂତି ଥିଲା।...

କୋହଲିଙ୍କ ନିକଟରେ ସୁବର୍ଣ୍ଣ ସୁଯୋଗ: ମାତ୍ର ୧୩୪ ରନ୍‌ କଲେ ଭାଙ୍ଗିବେ ମହାରେକର୍ଡ

ନୂଆଦିଲ୍ଲୀ,୨୩।୧୨: ବିରାଟ କୋହଲି ବର୍ତ୍ତମାନର ଅଷ୍ଟ୍ରେଲିଆ ଗସ୍ତ ଏକ ଶତକରୁ ଆରମ୍ଭ କରିଥିଲେ। କିନ୍ତୁ ପରବର୍ତ୍ତୀ ଦୁଇଟି ଟେଷ୍ଟ ମ୍ୟାଚରେ ତାଙ୍କ ବ୍ୟାଟ ଚୁପ ରହିଥିଲା।...

ଇତିହାସ ରଚିଲା ପାକିସ୍ତାନ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୨୩।୧୨:ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ପାକିସ୍ତାନ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ସିରିଜର ତୃତୀୟ ତଥା ଶେଷ ମ୍ୟାଚରେ ଡକ୍‌ୱର୍ଥ-ଲୁଇସ୍‌ ନିୟମ ଅଧୀନରେ ପାକିସ୍ତାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri