ଶେଖ ହସିନାଙ୍କୁ ବାଂଲାଦେଶ ପଠାଇବ ଭାରତ! ଜାଣନ୍ତୁ କ’ଣ କହିଲା ବୈଦେଶିକ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୩୧।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ପ୍ରତ୍ୟର୍ପଣ ପାଇଁ ବାଂଲାଦେଶରୁ କୌଣସି ସମ୍ଭାବ୍ୟ ଦାବି ସମ୍ପର୍କରେ ବିସ୍ତୃତ ଭାବେ କହିବାକୁ ଭାରତ ମନା କରିଦେଇଛି। ତେବେ ପଡୋଶୀ ଦେଶରେ ଅଶାନ୍ତି ହେତୁ ବିକାଶ ପ୍ରକଳ୍ପର କାର୍ଯ୍ୟ ବନ୍ଦ ହୋଇଯାଇଥିବା ଭାରତ ସ୍ବୀକାର କରିଛି।

ରିପୋର୍ଟ ଅନୁଯାୟୀ, ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ରଣଧୀର ଜୟସ୍ବାଲ କହିଛନ୍ତି ଯେ ଏହା ଏକ ,ଭଳି ପ୍ରସଙ୍ଗ ଯାହା କଳ୍ପନିକ ଦାବି ଉପରେ ଆଧାରିତ। ସେ କହିଛନ୍ତି ଯେ ଆମେ କହି ସାରିଛୁ ଯେ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ସୁରକ୍ଷା କାରଣରୁ ଖୁବ କମ ସମୟ ମଧ୍ୟରେ ଭାରତ ଆସିଥିଲେ।

ସରକାର ବିରୋଧରେ ସପ୍ତାହେ ଧରି ଛାତ୍ର ବିରୋଧ ପ୍ରଦର୍ଶନ ପରେ ଶେଖ ହସିନା ୫ ଅଗଷ୍ଟ ୨୦୨୪ରେ ଇସ୍ତଫା ଦେଇ ଦେଶ ଛାଡି ଭାରତକୁ ପଳାଇ ଆସିଥିଲେ। ବର୍ତ୍ତମାନ ସେ ଏକ ସୁରକ୍ଷିତ ସ୍ଥାନରେ ଅଛନ୍ତି, ଯଦିଓ ଭାରତୀୟ କର୍ତ୍ତୃପକ୍ଷ ସେ କେଉଁଠାରେ ଅଛନ୍ତି ସେ ସମ୍ପର୍କରେ କୌଣସି ସୂଚନା ଦେଇନାହାଁନ୍ତି। ହେଲେ ବାଂଲାଦେଶର ଅନେକ ବିରୋଧୀ ଦଳ ମହମ୍ମଦ ୟୁନୁସଙ୍କ ନେତୃତ୍ୱରେ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କୁ ଶେଖ ହସିନାଙ୍କ ପ୍ରତ୍ୟର୍ପଣ କରିବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ନିଜ ସାଙ୍ଗକୁ ଭେଟିଲେ ରାହୁଲ ଗାନ୍ଧୀ, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ତଥା ଏମ୍‌ପି ରାହୁଲ ଗାନ୍ଧୀ ଶୁକ୍ରବାର ସକାଳେ ହରିୟାଣାର କର୍ଣ୍ଣଲ ଜିଲାରେ ପହଞ୍ଚିଛନ୍ତି। ସେ ଭୋର୍‌ ସମୟରେ ଘୋଗଦୀପୁର ଗ୍ରାମକୁ ଆସିଥିଲେ।...

ଭାରତ ସରକାର, ଡୋଭାଲଙ୍କ ନାଁରେ ମାମଲା ଦାଏର କଲେ ପନ୍ନୁନ

ଲଣ୍ଡନ,୨୦ା୯:ଖଲିସ୍ତାନୀ ସଂଗଠନ ଶିଖ୍‌ସ ଫର୍‌ ଜଷ୍ଟିସ୍‌ର ଜେନେରାଲ କାଉନସିଲ ଗୁରପତ୍‌ଓ୍ବନ୍ତ ସିଂ ପନ୍ନୁନ ତାଙ୍କ ଓକିଲଙ୍କ ଜରିଆରେ ଭାରତ ସରକାର, ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ...

ଫୁଡ୍‌ ପ୍ୟାକେଜିଂ: ମଣିଷ ଶରୀରରେ ୩୬୦୦ କେମିକାଲ

ଜୁରିଚ୍‌, ୨୦।୯:ଫୁଡ୍‌ ପ୍ୟାକେଜିଂରେ ବ୍ୟବହୃତ ହେଉଥିବା ୩୬୦୦ରୁ ଅଧିକ କେମିକାଲ ମଣିଷ ଶରୀରରେ ଥିବା ନେଇ ବୈଜ୍ଞାନିକମାନଙ୍କର ଏକ ଅଧ୍ୟୟନ ସାମ୍‌ନାକୁ ଆସିଛି। ସୁଇଜରଲାଣ୍ଡର ଜୁରିଚ୍‌ସ୍ଥିତ...

ନୂଆ ପର୍ଯ୍ୟାୟରେ ମଧ୍ୟପ୍ରାଚ୍ୟ ଯୁଦ୍ଧ: ଗାଜାରୁ ଲେବାନନ୍‌କୁ ମୁହାଁଇଲେ ଇସ୍ରାଏଲୀ ସୈନ୍ୟ

ବେରୁଟ୍‌/ଜେରୁଜେଲମ୍‌,୨୦ା୯:ଲଗାତର ୨ ଦିନ ଧରି ପେଜର ଓ ଓ୍ବାକିଟକି ବିସ୍ଫୋରଣରେ ଲେବାନନ୍‌ ଥରି ଉଠିଥିବାବେଳେ ଗୁରୁବାର ଇସ୍ରାଏଲ୍‌ ପକ୍ଷରୁ ଏହାର ଦକ୍ଷିଣ ଭାଗରେ ପ୍ରଥମ ପ୍ରତ୍ୟକ୍ଷ...

ପୃଥିବୀଠାରୁ ୪୦୦ କି.ମି. ଉଚ୍ଚରେ ଜନ୍ମଦିନ ପାଳିଲେ ସୁନୀତା ଓ୍ବିଲିୟମ୍ସ

ଓ୍ବାଶିଂଟନ,୧୯ା୯: ଭାରତୀୟ ବଂଶୋଦ୍ଭବ ନାସା ମହାକାଶଚାରୀ ସୁନୀତା ଓ୍ବିଲିୟମ୍ସ ଗୁରୁବାର ୫୯ ବର୍ଷରେ ପଦାର୍ପଣ କରିଛନ୍ତି। ସେ ପୃଥିବୀଠାରୁ ୪୦୦ କିଲୋମିଟର ଉପରେ ଅନ୍ତର୍ଜାତୀୟ ମହାକାଶ...

ପଞ୍ଜୀକୃତ ଡାକ୍ତର ତାଲିକାରୁ ବାଦ୍‌ ପଡିଲେ ସନ୍ଦୀପ୍‌ ଘୋଷ

କୋଲକାତା,୧୯ା୯: ପଶ୍ଚିମବଙ୍ଗ ମେଡିକାଲ କାଉନ୍‌ସିଲ (ଡବ୍ଲ୍ୟୁବିଏମ୍‌ସି) ଗୁରୁବାର ଆର୍‌.ଜି. କର ମେଡିକାଲ କଲେଜର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ୍‌ ଘୋଷଙ୍କ ପଞ୍ଜୀକରଣକୁ ବାତିଲ କରିଦେଇଛି। ପଞ୍ଜୀକୃତ ଡାକ୍ତର...

ଗୋଟିଏ ଦିନ ରାହୁଲ ଗାନ୍ଧୀ ହେବାକୁ ଚାହେଁ: କାହିଁକି ଏଭଳି କହିଲେ ବନସୁରୀ ସ୍ବରାଜ

ନୂଆଦିଲ୍ଲୀ,୧୯।୯: ଅରବିନ୍ଦ କେଜରିଓ୍ବାଲଙ୍କ ଇସ୍ତଫା ପରେ ଚର୍ଚ୍ଚାରେ ଦିଲ୍ଲୀ ରାଜନୀତି। ଅରବିନ୍ଦଙ୍କ ଇସ୍ତଫା ଏବଂ ଅତିଶୀ ଦିଲ୍ଲୀର ନୂଆମୁଖ୍ୟ ମନ୍ତ୍ରୀ ହେବାକୁ ନେଇ ସ୍ବର୍ଗତ ସୁଷମା...

ଆଉ କେତେଦିନ ଭାରତରେ ରହିବେ ଶେଖ ହାସିନା? ବ୍ୟସ୍ତ ହୋଇପଡିଲାଣି ବାଂଲାଦେଶ, ଜାଣନ୍ତୁ କ’ଣ କହୁଛି

ଢାକା,୧୯।୯: ବାଂଲାଦେଶରେ ହୋଇଥିବା ହିଂସା ମଧ୍ୟରେ ଭାରତରେ ଆଶ୍ରୟ ନେବା ପରେ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ବିଷୟରେ ଲୋକଙ୍କ ମଧ୍ୟରେ ଉତ୍କଣ୍ଠା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri