Posted inଖେଳ

ଭାରତୀୟ ହକି ଦଳକୁ ବ୍ରୋଞ୍ଜ: କ୍ୟାରିୟରର ଶେଷ ମ୍ୟାଚ ଖେଳି ବିଦାୟ ନେଲେ ଏହି ଖେଳାଳି…

ପ୍ୟାରିସ,୮।୮: ଭାରତୀୟ ହକି ଦଳ ଇତିହାସ ସୃଷ୍ଟି କରିଛି। ହରମନପ୍ରୀତ ସିଂଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ବ୍ରୋଞ୍ଜ ପଦକ ଜିତିଛି। ଟିମ ଇଣ୍ଡିଆ ସ୍ପେନକୁ ୨-୧ରେ ପରାସ୍ତ କରିଛି। ଭାରତ ପାଇଁ ହରମନପ୍ରୀତ ସିଂ ଉଭୟ ଗୋଲ ସ୍କୋର କରିଛନ୍ତି। ଟିମ ଇଣ୍ଡିଆର କିମ୍ବଦନ୍ତୀ ଗୋଲକିପର ପି.ଶ୍ରୀଜେଶଙ୍କ ପାଇଁ ଏହି ମ୍ୟାଚ ଅତ୍ୟନ୍ତ ସ୍ବତନ୍ତ୍ର ଥିଲା। ଏହା ତାଙ୍କ କ୍ୟାରିୟରର ଶେଷ ମ୍ୟାଚ। ପ୍ୟାରିସ ଅଲିମ୍ପିକ୍ସରେ ଏହା ଭାରତର ଚତୁର୍ଥ ପଦକ । ଏହାପୂର୍ବରୁ ସେ ଶୁଟିଂରେ ୩ଟି ପଦକ ପାଇଥିଲା। ସ୍ପେନ ଆଜିର ମ୍ୟାଚରେ ଆଗୁଆ ରହିଥିଲେ ହେଁ ଶେଷରେ ବିନା ପଦକରେ ପ୍ୟାରିସରୁ ବିଦାୟ ନେଇଛି।

ଭାରତ ଏହି ବିଜୟ ସହ ଭେଟରାନ ଗୋଲକିପର ପି.ଶ୍ରୀଜେଶଙ୍କୁ ବିଦାୟ ଜଣାଇଛି। ଶ୍ରୀଜେଶ ଅଲିମ୍ପିକ୍ସ ପରେ ବିଦାୟ ନେବେ ବୋଲି ଘୋଷଣା କରିଥିଲେ। ଏବେ ସେ ଅଲିମ୍ପିକ୍ସ ପଦକ ସହ ନିଜର ପ୍ରିୟ ଖେଳ ହକିକୁ ଅଲବିଦା କହିଛନ୍ତି।

ଟୋକିଓରେ ମଧ୍ୟ ଶ୍ରୀଜେଶ ଭାରତର ଗୋଲକିପର ରହିଥିଲେ। ଏହି ସମୟରେ ଭାରତ ଜର୍ମାନୀକୁ ହରାଇ ବ୍ରୋଞ୍ଜ ଜିତିଥିଲା। ଏବେ ଶ୍ରୀଜେଶଙ୍କ ଶେଷ ଅଲିମ୍ପିକ୍ସରେ ମଧ୍ୟ ଭାରତ ବ୍ରୋଞ୍ଜ ଜିତିଛି। ଟୋକିଓ ଭଳି ଆଜି ବ୍ରୋଞ୍ଜ ଜିତିବା ପରେ ମଧ୍ୟ ଶ୍ରୀଜେଶ ଗୋଲପୋଷ୍ଟ ଉପରେ ବସି ସେଲିବ୍ରେଶନନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସ୍ମିଥଙ୍କ ଶତକ:ଅଷ୍ଟ୍ରେଲିଆ ୪୭୪ ରନ୍‌ରେ ଅଲଆଉଟ୍‌

ମେଲବୋର୍ନ,୨୭।୧୨:ମେଲବୋର୍ନ ଟେଷ୍ଟର ପ୍ରଥମ ଇନିଂସରେ ଅଷ୍ଟ୍ରେଲିଆ ୪୭୦ ରନ ସଂଗ୍ରହ କରିଛି। ଦ୍ୱିତୀୟ ଦିନରେ ଅଷ୍ଟ୍ରେଲିଆ ଦଳ ୩୧୧ ସ୍କୋର ସହ ଇନିଂସ ଅଗ୍ରଗତି କରିବା...

କଳା ବ୍ୟାଣ୍ଡ୍‌ ପିନ୍ଧି ପଡ଼ିଆକୁ ଓହ୍ଲାଇଲେ ଭାରତୀୟ ଖେଳାଳି: ଜାଣନ୍ତୁ କାହିଁକି

ମେଲବୋର୍ନ,୨୭।୧୨: ବର୍ଡର-ଗାଭାସ୍କର ଟ୍ରଫି ୨୦୨୫-୨୫ର ଚତୁର୍ଥ ଟେଷ୍ଟ ମ୍ୟାଚ ଜାନୁଆରୀ ୨୬ରୁ ଖେଳାଯାଉଛି। ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ ଏହି ଟେଷ୍ଟ ମ୍ୟାଚ ଖେଳାଯାଉଛି। ଅଷ୍ଟ୍ରେଲିଆ ଦଳ...

ସମସ୍ତଙ୍କ ସାମ୍ନାରେ ନିଜର ଭୁଲ ସ୍ବୀକାର କଲେ କୋହଲି, କହିଲେ-ହଁ, ମୁଁ…

ନୂଆଦିଲ୍ଲୀ,୨୬।୧୨: ବର୍ଡର-ଗାଭାସ୍କର ଟ୍ରଫିରେ କ୍ରିକେଟର ବିରାଟ କୋହଲିଙ୍କ ପ୍ରଦର୍ଶନ ନୈରାଶ୍ୟଜନକ ରହିଛି। ଏହି ଡାହାଣହାତୀ ବ୍ୟାଟ୍ସମ୍ୟାନ୍‌ ପର୍ଥ ଟେଷ୍ଟରେ ଶତକ ଲଗାଇଥିଲେ ହେଁ ଆଗାମୀ ୩...

ପ୍ରଥମ ଦିନରେ ଅଷ୍ଟ୍ରେଲିଆର ଆଧିପତ୍ୟ ଜାରି: ୪ ବ୍ୟାଟ୍ସମ୍ୟାନ୍‌ ହାସଲ କଲେ ଅର୍ଦ୍ଧଶତକ

ମେଲବୋର୍ନ,୨୬।୧୨: ମେଲବୋର୍ନରେ ଖେଳାଯାଉଥିବା ବକ୍ସିଂ ଡେ ଟେଷ୍ଟର ପ୍ରଥମ ଦିନ ଆୟୋଜକ ଅଷ୍ଟ୍ରେଲିଆ ନାମରେ ହୋଇଥିଲା। ପାଞ୍ଚ ମ୍ୟାଚ ସିରିଜର ଚତୁର୍ଥ ଟେଷ୍ଟ ମ୍ୟାଚରେ ୧୯...

ଏହି କାମ ପାଇଁ କୋହଲିଙ୍କ ଉପରେ ଲାଗିଲା ଜୋରିମନା

ମେଲବୋର୍ନ,୨୬।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଚତୁର୍ଥ ଟେଷ୍ଟରେ ବିରାଟ କୋହଲି ପ୍ରଥମ ଅଧିବେଶନରେ ସାମ କନଷ୍ଟାସଙ୍କ ସହ ମୁହାଁମୁହିଁ ହୋଇଥିଲେ। ପଡ଼ିଆରେ ଝଗଡା...

୧,୧୧୨ ଦିନ ପରେ ଭାଙ୍ଗିଲା ରେକର୍ଡ: ବୁମ୍‌ରାଙ୍କ ମୁଣ୍ଡବିନ୍ଧା ବଢାଇଲେ ୧୯ ବର୍ଷୀୟ ବ୍ୟାଟ୍ସମ୍ୟାନ୍‌

ମେଲବୋର୍ନ,୨୬।୧୨: ଡିସେମ୍ବର ୨୬ରୁ ବକ୍ସିଂ ଡେ ଟେଷ୍ଟ ଆରମ୍ଭ ହୋଇଛି। ବର୍ଡର-ଗାଭାସ୍କର ଟ୍ରଫି ୨୦୨୪-୨୫ର ଏହା ହେଉଛି ଚତୁର୍ଥ ଟେଷ୍ଟ ମ୍ୟାଚ। ଭାରତ ଏବଂ ଅଷ୍ଟ୍ରେଲିଆ...

ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ କାହିଁକି ଖେଳାଯାଏ, ଜାଣନ୍ତୁ ଏହା ପଛର ଇତିହାସ

ମେଲବୋର୍ନ, ୨୬।୧୨: ଅଷ୍ଟ୍ରେଲିଆ ଏବଂ ଭାରତ ମଧ୍ୟରେ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ ଆଜିଠାରୁ ଆରମ୍ଭ ହୋଇଛିଛି। ତେବେ ଏହି ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌...

ବକ୍ସିଂ ଡେ’ ଟେଷ୍ଟ ଆରମ୍ଭ: ଅଷ୍ଟ୍ରେଲିଆର ଦମ୍‌ଦାର ଆରମ୍ଭ

ମେଲବୋର୍ନ,୨୬।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବକ୍ସିଂ ଡେ’ ଟେଷ୍ଟ ଆରମ୍ଭ ହୋଇଛି। ଚତୁର୍ଥ ଟେଷ୍ଟରେ ଅଷ୍ଟ୍ରେଲୀୟ ଅଧିନାୟକ ପ୍ୟାଟ କମିନ୍ସ ଟସ ଜିତି ପ୍ରଥମେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri