ପୁଣି ଝାରସୁଗୁଡ଼ାରୁ ସେବା ଆରମ୍ଭ କଲା ଇଣ୍ଡିଗୋ

ଭୁବନେଶ୍ୱର,୧୬ା୫: ବୁଧବାର ଇଣ୍ଡିଗୋ ଏୟାର ଲାଇନ ଝାରସୁଗୁଡା ଏବଂ ଦିଲ୍ଲୀ ମଧ୍ୟରେ ଏହାର ସେବା ଆରମ୍ଭ ପୁନର୍ବାର କରିଛି। ଅପରାହ୍ନ ୩ ଟା ୨୦ ମିନିଟରେ ବିମାନ ଦିଲ୍ଲୀରୁ ବାହାରି ସନ୍ଧ୍ୟା ୫ଟା ୧୫ ମିନିଟରେ ଝାରସୁଗୁଡା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରେ ପହଞ୍ଚିବ।

ସେହିପରି ସନ୍ଧ୍ୟା ୫ଟା ୪୫ ମିନିଟରେ ବିମାନ ଝାରସୁଗୁଡା ବିମାନବନ୍ଦର ଛାଡ଼ି ଦିଲ୍ଲୀ ଅଭିମୁଖେ ଯିବ, ସେଠାରେ ୭ଟା ୦ ମିନିଟରେ ପହଞ୍ଚିବ।

ସେବା ପୁନଃଆରମ୍ଭର ପ୍ରଥମ ଦିନରେ ୧୮୩ ଯାତ୍ରୀ ଦିଲ୍ଲୀରୁ ଝାରସୁଗୁଡା ଯାତ୍ରା କରିବେ ଏବଂ ୧୮୨ ଯାତ୍ରୀ ଝାରସୁଗୁଡ଼ାରୁ ଦିଲ୍ଲୀ ଅଭିମୁଖେ ଯିବେ। ଯାତ୍ରୀଙ୍କୁ ନେଇ ଆସିଥିବା ପ୍ରଥମ ବିମାନକୁ ବିମାନବନ୍ଦର କର୍ତ୍ତୃପକ୍ଷ ୱାଟର କ୍ୟାନନ ଦେଇ ସ୍ୱାଗତ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ହଜି ଯାଉଥିବା ପାରମ୍ପରିକ ଖାଦ୍ୟ, ବାଦ୍ୟଯନ୍ତ୍ରର ପୁନରୁଦ୍ଧାର ପାଇଁ ପ୍ରୟାସ

ଦାରିଙ୍ଗବାଡ଼ି,୨୮ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଜାଗୃତି କାର୍ଯ୍ୟାଳୟ ପରିସର ମଧ୍ୟରେ ଜନଜାତି ସମ୍ମିଳନୀ-୨୦୨୫ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ପ୍ରଦୀପ ମଲିକ ମଞ୍ଚ...

କଟକ ବୈଶାଖୀ ବାଣିଜ୍ୟ ମେଳା ଆରମ୍ଭ: ଏପ୍ରିଲ ୬ ଯାଏ ଚାଲିବ

କଟକ,୨୮୩(କାର୍ତ୍ତିକ ସାହୁ): ସାଧବ ପୁଅମାନେ କାର୍ତ୍ତିକ ମାସରେ ବିଦେଶକୁ ବାଣିଜ୍ୟ କରିବା ପାଇଁ ଯାଉଥିଲେ। ସେମାନେ ବିଦେଶରୁ ବାଣିଜ୍ୟ ସାରି ଫେରିବା ପରେ ବାଲିଯାତ୍ରା ପଡ଼ିଆରେ...

୧୩ ମାସ ହେଲା ଅଙ୍ଗନଓ୍ବାଡ଼ି ଦରମା ବନ୍ଦ, ଜିଲାପାଳଙ୍କ ଅଫିସ ସମ୍ମୁଖରେ ବିକ୍ଷୋଭ

ଛତପୁର,୨୮ା୩(ସନ୍ତୋଷ ପାଢ଼ୀ): ଗଞ୍ଜାମ ବ୍ଲଳ କୁଜିଢେପା ଗ୍ରାମରେ ଥିବା ଅଙ୍ଗନଓ୍ବାଡ଼ି କେନ୍ଦ୍ର ୧୩ ମାସ ହେଲା ବନ୍ଦ ରହିଛି। ଅପରପକ୍ଷରେ ଗ୍ରାମବାସୀଙ୍କ ପକ୍ଷରୁ ବାରମ୍ବାର ଆନ୍ଦୋଳନ...

ବାଇକ୍‌ ଦୁର୍ଘଟଣାରେ ଜଣଙ୍କ ଜୀବନ ଗଲା, ଜଣେ ଆହତ

ତୁମୁଡ଼ିବନ୍ଧ,୨୮ା୩(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ଓ ରାୟଗଡ଼ା ଜିଲା ସଂଯୋଗ କରୁଥିବା ଝିରିପାଣିଠାରୁ ଅମ୍ବାଦୋଳା ରାସ୍ତାର ବର ଗାଁ ଘାଟି ତଳେ ଏକ ବାଇକ୍‌...

ଏମ୍‌ପିଙ୍କ ପରେ ଉଠିଲା ବିଧାୟକଙ୍କ ଦରମା ବୃଦ୍ଧି ଦାବି

ଭୁବନେଶ୍ୱର,୨୮।୩: ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନର ଶୁକ୍ରବାର ଗୃହର ଶୂନ୍ୟକାଳରେ ବିଧାୟକଙ୍କ ଦରମା ବୃଦ୍ଧି ଦାବି କରାଯାଇଛି। ବିରୋଧୀ ଏବଂ ଶାସକ ଦଳର ବିଧାୟକମାନେ ଦରମା...

ଛପର ଫାଡ଼ିଦେଲେ ଭଗବାନ: ଦିନ ମଜୁରିଆରୁ କୋଟିପତି ହେଲେ ଓଡ଼ିଆ ଯୁବକ

କେନ୍ଦୁଝର,୨୮।୩: ସତରେ ଭଗବାନ ଯେତେବେଳେ ଦିଅନ୍ତି ଛପର ଫାଡ଼ି ଦିଅନ୍ତି। ରାତା ରାତି ବଦଳି ଯାଏ ଭାଗ୍ୟ। କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅନ୍ତର୍ଗତ ରେଭେନସାପୁର...

‘ଶିକ୍ଷକ-ଅଭିଭାବକଙ୍କ ମଧ୍ୟରେ ସମନ୍ବୟ ରହିଲେ ବିଦ୍ୟାର୍ଥୀଙ୍କ ବିକାଶ ହେବ’

ଦାରିଙ୍ଗବାଡ଼ି,୨୮ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶୁକ୍ରବାର ‘ଆମେ ଜାଣିବା, ଆମେ ଜିଣିବା’ ସମ୍ପର୍କରେ ଆଲୋଚନା ହୋଇଥିଲା। ଏହି...

ନବଜାତକଙ୍କୁ ଓଟିରୁ ଛାଡିବା ପାଇଁ ୧୦୦୦ ଟଙ୍କା ଦାବି କଲେ ନର୍ସିଂ କର୍ମଚାରୀ

ସୁନ୍ଦରଗଡ଼,୨୮ା୩: ନବଜାତଙ୍କୁ ଛାଡିବା ପାଇଁ ୧୦୦୦ ଟଙ୍କା ଦାବି କଲେ ନର୍ସିଂ କର୍ମଚାରୀ। ସରକାରୀ ମେଡିକାଲରେ ଏଭଳି ଚିନ୍ତାଜନକ ବିଷୟ ଦେଖିବାକୁ ମିଳିଛି ସୁନ୍ଦରଗଡ଼ର ଜିଲ୍ଲା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image