ଇଣ୍ଡଲ୍‌ଜର ଏକ୍ସକ୍ଲୁସିଭ ଆଉଟଲେଟ

ଭୁବନେଶ୍ୱର,୧୩।୫: ରାଜ୍ୟର ଅଗ୍ରଣୀ ଘରୋଇ ସଂସ୍ଥା ତଥା ବିୟୁଟି ବ୍ରାଣ୍ଡ୍‌ ‘ଇଣ୍ଡଲ୍‌ଜ’ର ୩ଟି ନୂତନ ଏକ୍ସକ୍ଲୂସିଭ ଆଉଟଲେଟ ରବିବାର ଭୁବନେଶ୍ୱରର ଡିଏନ୍‌ ରେଗାଲିଆ ମଲ୍‌, ସମ୍‌ ହସ୍ପିଟାଲ ସ୍କୋୟାର ଏବଂ ରାମମନ୍ଦିର ସ୍କୋୟାରଠାରେ ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ବଲିଉଡ୍‌ ଅଭିନେତା ଅଫ୍‌ତାବ ଶିବଦାସାନୀ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦଘାଟନ କରିଥିଲେ।

ଏପରିକି ଏକ ସଫଳ ବିୟୁଟି ବ୍ରାଣ୍ଡ୍‌ ନିର୍ମାଣ ପାଇଁ ସେ ସେଲୁନ୍‌ର ପ୍ରତିଷ୍ଠାତା ସୁକୀର୍ତ୍ତି ପଟ୍ଟନାୟକଙ୍କୁ ଅଭିନନ୍ଦନ ଜଣାଇବା ସହ ଫ୍ରାଞ୍ଚାଇଜ୍‌ ମାଲିକମାନଙ୍କୁ ମଧ୍ୟ ଅଭିନନ୍ଦନ ଜଣାଇବା ସହିତ କର୍ମଚାରୀ, ପ୍ରଭାବଶାଳୀ ଏବଂ ଶୀର୍ଷ ଗ୍ରାହକଙ୍କୁ ସୁନ୍ଦର ମୁହୂର୍ତ୍ତ ପ୍ରଦାନ କରିଥିଲେ। ଏହି ପରିପ୍ରେକ୍ଷୀରେ ଇଣ୍ଡଲଜର ପ୍ରତିଷ୍ଠାତା ସୁକୀର୍ତ୍ତି ପଟ୍ଟନାୟକ ଉପରୋକ୍ତ ଆଉଟଲେଟର ଫ୍ରାଞ୍ଚାଇଜ୍‌ ମାଲିକ ସାଲୋନୀ କୁମାରୀ, ଶୁଚିସ୍ମିତା ମହାନ୍ତି, ସ୍ବର୍ଣ୍ଣଲତା ସାମଲ, ପ୍ରସନ୍ନା ପତି ଏବଂ ସଞ୍ଜନା ଦାସଙ୍କୁ ଅଭିନନ୍ଦନ ଜଣାଇବା ସହ ଗୁଣବତ୍ତା ଏବଂ ନିରାପତ୍ତା ଉପରେ ବିଶେଷ ଧ୍ୟାନ ଦେବାକୁ କହିଥିଲେ। ଏପରିକି ଏହାର ଗୁଣାତ୍ମକ ସେବା ଓ ନିରାପତ୍ତା ଯୋଗୁ ଓଡ଼ିଶାର ସବୁଠାରୁ ବିଶ୍ୱସ୍ତ ସେଲୁନ୍‌ ବ୍ରାଣ୍ଡ୍‌ରେ ପରିଣତ ହୋଇଛି ବୋଲି ସେ ବିସ୍ତୃତ ଭାବେ ମତପ୍ରକାଶ କରିଥିଲେ।

ସେହିଭଳି ଡିଏନ୍‌ ଗ୍ରୁପ୍‌ର ଭି.ପି. ସିଦ୍ଧାର୍ଥ ନାୟକ ଅଫତାବ୍‌ଙ୍କୁ ସ୍ବାଗତ କରିଥିଲେ ଏବଂ ଉନ୍ମୋଚନ ଉସତ୍ବରେ ଅତିଥି ଭାବେ ଯୋଗ ଦେଇଥିଲେ। ଅପରପକ୍ଷରେ ସମସ୍ତ ମହିଳା ଫ୍ରାଞ୍ଚାଇଜ୍‌ ମାଲିକଙ୍କ ପକ୍ଷରୁ ସାଲୋନୀ କୁମାରୀ ସୁକୀର୍ତ୍ତି ଏବଂ ଅଫ୍‌ତାବଙ୍କୁ ସେମାନଙ୍କର ଅତ୍ୟଧିକ ସମର୍ଥନ ଏବଂ ଉଦଘାଟନୀ ଉସତ୍ବରେ ଯୋଗଦାନ ନିମନ୍ତେ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଛଟେଇ କରିବ ମେଟା: ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ କର୍ମଚାରୀ ସାମିଲ

ନୂଆଦିଲ୍ଲୀ,୧୭ା୧୦: ଭବିଷ୍ୟତକୁ ଦୃଷ୍ଟିରେ ରଖି ଛଟେଇ କରିବାକୁ ଯାଉଛି ମେଟା। ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ ଏବଂ ରିଅଲିଟି ଲ୍ୟାବ୍ ସମେତ ୟୁନିଟ୍ ଗୁଡିକରେ କର୍ମଚାରୀଙ୍କୁ ଛଟେଇ...

ଅକ୍ଟୋବରରେ ବଢ଼ିଲା ଏଫ୍‌ଡି ମୂଲ୍ୟ, ୭.୫%ରୁ ଅଧିକ ସୁଧହାର ଦେଉଛନ୍ତି ୧୦ ବ୍ୟାଙ୍କ

ନୂଆଦିଲ୍ଲୀ,୧୭।୧୦: କ୍ରମାଗତ ଭାବେ ବ୍ୟାଙ୍କର ନଗଦ ରାଶି ହ୍ରାସ ପାଇବା ସହିତ ବ୍ୟାଙ୍କ କାରବାରରେ ମଧ୍ୟ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟି ଉଭୟ ବ୍ୟାଙ୍କ ଓ...

ସୁଲଭ ଇଣ୍ଟରନେଟ୍ ପାଇଁ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି: ପ୍ରଶଂସା କଲେ ଏଲନ ମସ୍କ

ନୂଆଦିଲ୍ଲୀ,୧୬ା୧୦: ଭାରତରେ ଖୁବଶୀଘ୍ର ଉପଲବ୍ଧ ହେବାକୁ ଯାଉଛି ସାଟେଲାଇଟ ଇଣ୍ଟରନେଟ୍। ଏଥିପାଇଁ କେନ୍ଦ୍ର ସରକାର ସ୍ପେକ୍ଟ୍ରମ୍ ନିଲାମ କରିବା ବଦଳରେ ବିଶ୍ୱ ସ୍ତରୀୟ ନୀତି ଅନୁସରଣ...

କ୍ରୋକୋଡାଇଲ ଷ୍ଟୋରର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୬।୧୦: ଦେଶର ପ୍ରମୁଖ ପ୍ରିମିୟମ ପୋଷାକ ବ୍ରାଣ୍ଡ୍‌ ତଥା ଅଗ୍ରଣୀ ରିଟେଲ ଚେନ୍‌ ‘କ୍ରୋକୋଡାଇଲ’ର ଏକ୍ସକ୍ଲୁସିଭ ଷ୍ଟୋର (କ୍ରୋକୋଡାଇଲ ସିମ୍ପୋନି ମଲ୍‌ ପାହାଳ ଷ୍ଟୋର) ର...

ରିଲାଏନ୍ସ ଜିଓର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୧୬।୧୦(ଅଭୟ ଦାଶ): ରିଲାଏନ୍ସ ଜିଓର ନୂତନ ଉତ୍ପାଦ ‘ଜିଓଭାରତ ଭି୩ ଏବଂ ଜିଓ ଭାରତ ଭି୪’ ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି ଏହି ୨ ନୂଆ...

ମାମାଆର୍ଥ ସହ ମିଶୋର ବୁଝାମଣା

ନୂଆଦିଲ୍ଲୀ,୧୬।୧୦: ଭାରତରେ ଦ୍ରୁତ ବୃଦ୍ଧି ପାଉଥିବା ପର୍ସନାଲ କେୟାର ବ୍ରାଣ୍ଡ୍‌ ମାମାଆର୍ଥ ଏବଂ ଇ-କର୍ମସ ପ୍ଲାଟ୍‌ଫର୍ମ ମିଶୋ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି।...

ଭାରତୀୟ ଡେଟା ସେଣ୍ଟରରେ ଭାରତର ଡେଟା ରହୁ: ଆକାଶ

ନୂଆଦିଲ୍ଲୀ,୧୬।୧୦: ଭାରତରେ ଡେଟା ସୃଷ୍ଟି ହେବାର ଆକାର ଏବଂ ଗତି ବେଶ୍‌ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଏପରିକି ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ସହିତ ଆହୁରି...

ସେପ୍ଟେମ୍ବରରେ ଖୁଚୁରା ମୁଦ୍ରାସ୍ଫୀତି ହାର ୫.୪୯%

ଭୁବନେଶ୍ୱର,୧୫ା୧୦(ଅନୁରାଧା ମହାରଣା): ପନିପରିବା ମୂଲ୍ୟରେ ବ୍ୟାପକ ବୃଦ୍ଧି ହେତୁ ଖୁଚୁରା ମୁଦ୍ରାସ୍ଫୀତି ହାରରେ ତୀବ୍ର ବୃଦ୍ଧି ଘଟିଛି। ଗତ ୯ମାସ ମଧ୍ୟରେ ସର୍ବୋଚ୍ଚ ସ୍ତରରେ ଖୁଚୁରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri