Posted inଫୁରସତ

ଷ୍ଟେଜ୍‌ରେ ନିଜ ଜୋତାରେ ପାଣି ଢାଳି ପିଇଲେ ଗାୟକ

ଗାୟକ ତଥା ଲେଖକ ହ୍ୟାରି ଷ୍ଟାଇଲ୍ସ ପର୍ଥରେ ତାଙ୍କର କନସର୍ଟ ସମୟରେ ନିଜ ଜୋତାରେ ପାଣି ପିଇଛନ୍ତି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଅଷ୍ଟ୍ରେଲିଆର ଏକ ପ୍ରସିଦ୍ଧ ପରମ୍ପରାକୁ ଆଗେଇ ନେଇ ସେ ପର୍ଥରେ ଏକ କନ୍ସର୍ଟରେ ଦର୍ଶକଙ୍କୁ ଆଶ୍ଚର୍ଯ୍ୟ କରିଥିଲେ। ୨୦ ଫେବୃଆରୀ ରାତିରେ ପର୍ଥରେ ଏକ ଅଷ୍ଟ୍ରେଲିୟ କନସର୍ଟ ସମୟରେ ହ୍ୟାରି ନିଜ ପିନ୍ଧା ଜୋତାରେ ପାଣି ପିଇ ନିଜର କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ। ଏହା ଦେଖି ଉପସ୍ଥିତ ଦର୍ଶକ ଆଶ୍ଚର୍ଯ୍ୟ ହୋଇଯାଇଥିଲେ।
ଏହାପରେ ହ୍ୟାରି ଉପସ୍ଥିତ ଦର୍ଶକଙ୍କୁ ପଚାରିଥିଲେ, କାହା ପାଖରେ ଏମିତି କିଛି ପାନୀୟ ଅଛି, ଯାହା ଉଧାର ଦେବାରେ କାହାର ଅସୁବିଧା ନାହିଁ। ସେ ଆହୁରି ମଧ୍ୟ ତାଙ୍କ ପ୍ରଶଂସକମାନଙ୍କୁ ପଚାରିଛନ୍ତି, ଆମେ ପାଣି ସହ ଶୋ’ କରି ପାରିବା ନା ଏହା ନିୟମ ବିରୁଦ୍ଧ ଅଟେ?
ଶୋ ପରେ ହ୍ୟାରି ଅଜବ ପରମ୍ପରା ଉପରେ ମନ୍ତବ୍ୟ ଦେଇ କହିଛନ୍ତି, ମୁଁ ନିଜକୁ ଜଣେ ଭିନ୍ନ ବ୍ୟକ୍ତି ପରି ଭାବେ। ମୁଁ ନିଜକୁ ଲଜ୍ଜିତ ଅନୁଭବ କରେ। ଏହା ଅତ୍ୟନ୍ତ ବ୍ୟକ୍ତିଗତ ଚିନ୍ତାଧାରା। ମୁଁ ଏନେଇ ବିସ୍ତୃତ ଭାବେ ମୋର ଡାକ୍ତରଙ୍କ ଆଲୋଚନା କରିବି। ଏହା ସବୁଠାରୁ ଘୃଣ୍ୟ ପରମ୍ପରା ମଧ୍ୟରୁ ଅନ୍ୟତମ।
ଏହା ପୂର୍ବରୁ ମଧ୍ୟ ଅଷ୍ଟ୍ରେଲିଆରେ ଆୟୋଜିତ ଅନେକ କାର୍ଯ୍ୟକ୍ରମରେ ଏହି ପ୍ରକାର ପ୍ରଦର୍ଶନ କରାଯାଇଛି। ଫର୍ମୁଲା ୱାନ ଡ୍ରାଇଭର ଡାନିଏଲ ରିକାର୍ଡୋ ଷ୍ଟେଜରେ ଜୋତାରେ ମଦ ଢାଳି ପିଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କଠାରେ ନିର୍ମିତ ହୋଇଥିଲା ମହାଶ୍ରମଙ୍କ ବିଜୟୀ-ବିଗ୍ରହ

ଆମେ ଗତସଂଖ୍ୟାରେ ସୂଚନା ଦେଇଥିଲୁ ୧୨୫୫ ମସିହାରେ ପଗଡ଼ି ସଦୃଶ ବାରଟି ମୁକୁଟ ଲାଙ୍ଗୁଳା ନରସିଂହଙ୍କ ଆଦେଶରେ ଶ୍ରୀପୁରୁଷୋତ୍ତମ କୋଷାଗାରକୁ ଅର୍ଥାତ୍‌ ଶ୍ରୀମନ୍ଦିର ଭଣ୍ଡାରକୁ ପଠାଯାଇଥିଲା।...

୫ ହଜାର କୋଟିର ବିବାହ! କିଏ ସେହି ଲୌରେନ ସାଞ୍ଚେଜ? ଯିଏ ହେବେ Jeff Bezosଙ୍କ ସହଧର୍ମିଣୀ

ମେକ୍ସିକୋ ସିଟି,୨୩।୧୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ତଥା ଆମାଜନର ପ୍ରତିଷ୍ଠାତା ଜେଫ ବେଜୋସ ଖୁବ ଶୀଘ୍ର ତାଙ୍କ ପ୍ରେମିକା ଲୌରେନ ସାଞ୍ଚେଜଙ୍କ ସହ ବିବାହ...

ଲୋକଙ୍କ ଭାବନା ଜାଣିପାରିବ ରୋବୋ

ଟୋକିଓ, ୨୩।୧୨: ଭବିଷ୍ୟତରେ ରୋବୋମାନେ କେବଳ ମଣିଷର ଚର୍ମକୁ ସ୍ପର୍ଶ କରି ସେମାନଙ୍କ ଭାବାବେଗ ଜାଣିବାକୁ ସକ୍ଷମ ହେବେ। ‘ଆଇଇଇଇ ଆକ୍ସେସ୍‌’ ଜର୍ନାଲରେ ଏନେଇ ଏକ...

୨୧ ହଜାର ଟଙ୍କାରେ ବିକ୍ରି ହେଲା ଅଣ୍ଡା

ଲଣ୍ଡନ: ସାଧାରଣତଃ ଭାରତରେ ଗୋଟିଏ ଅଣ୍ଡା ୮ରୁ ୧୨ ଟଙ୍କା ମଧ୍ୟରେ ବିକ୍ରି ହୋଇଥାଏ। ତେବେ ନିକଟରେ ବ୍ରିଟେନ୍‌ରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଗୋଟିଏ ଅଣ୍ଡା ୨୦୦...

୮ ଲକ୍ଷ ଖର୍ଚ୍ଚ କରିବା ସତ୍ତ୍ୱେ ବିଫଳ, ଶେଷରେ ୟୁଟ୍ୟୁବ୍‌ ଛାଡ଼ିଲେ ଫୁଡ୍‌ ବ୍ଲଗର

ନୂଆଦିଲ୍ଲୀ: ସମ୍ପ୍ରତି ୟୁଟ୍ୟୁବ୍‌ ରୋଜଗାରର ଏକ ମାଧ୍ୟମ ପାଲଟିଯାଇଛି। ସେଥିପାଇଁ ଅଧିକାଂଶ ଯୁବପିଢ଼ିଙ୍କ ମଧ୍ୟରେ ୟୁଟ୍ୟୁବର ହେବା ପାଇଁ କ୍ରେଜ୍‌ ବୃଦ୍ଧି ପାଇବାରେ ଲାଗିଛି। କିନ୍ତୁ...

ଖ୍ରୀଷ୍ଟମାସ ପୂର୍ବଦିନ ପୃଥିବୀରେ ହେବ ତାଣ୍ଡବ! ମାଡିଆସୁଛି ୧୨୦ ଫୁଟ୍‌ର ଆଷ୍ଟ୍ରୋଏଡ

ନୂଆଦିଲ୍ଲୀ,୨୦୧୨: ଖ୍ରୀଷ୍ଟମାସ ପୂର୍ବରୁ ଅର୍ଥାତ ଡିସେମ୍ବର ୨୪ରେ, ମହାକାଶରେ ବିରଳ ଘଟଣା ଘଟିବାକୁ ଯାଉଛି। ବୈଜ୍ଞାନିକଙ୍କ ଅନୁଯାୟୀ, ୧୨୦ ଫୁଟ ଲମ୍ବର ଆଷ୍ଟ୍ରୋଏଡ ପୃଥିବୀ ଆଡକୁ...

ଆଖି ବୁଜିଲେ କ୍ୟାନ୍‌ସର ସହ ଲଢ଼ୁଥିବା ଇଣ୍ଟରନେଟ୍‌ ସେନ୍‌ସେଶନ୍‌ ବିବେକ ପାଙ୍ଗେନି; ଶୁଖୁନି ପତ୍ନୀ ଶ୍ରୀଜାନାଙ୍କ ଆଖିର ଲୁହ

ନୂଆଦିଲ୍ଲୀ: ନିଷ୍ଠୁର ହୋଇଗଲେ ଭଗବାନ। ଦୀର୍ଘଦିନ ଧରି କ୍ୟାନ୍‌ସର ସହ ଲଢ଼ୁଥିବା ଇଣ୍ଟରନେଟ୍‌ ସେନ୍‌ସେଶନ ବିବେକ ପାଙ୍ଗେନି ଶେଷରେ ନିରବି ଗଲେ। ଦୁଇ ବର୍ଷ ଧରି...

ଶନିବାର ଲମ୍ବା ହେବ ରାତି, ମହାକାଶରେ ଦେଖାଯିବ…

ନୂଆଦିଲ୍ଲୀ,୧୯।୧୨: ସରିବାକୁ ଆସିଲାଣି ବର୍ଷ ୨୦୨୪। ତେବେ ବର୍ଷକ ୩୬୫ ଦିନରୁ ଏପରି ଏକ ଦିନ ଆସେ ଯେଉଁ ଦିନଟି ବର୍ଷର ଦିନ ସବୁଠୁ ଛୋଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri