Posted inଜାତୀୟ

ଇନ୍‌ସାଟ-୩ଡିଏସ୍‌ ସାଟେଲାଇଟ୍‌ ଲଞ୍ଚ୍‌ ଆଜି

ଚେନ୍ନାଇ,୧୭।୨: ଇନ୍‌ସାଟ୍‌-୩ଡିଏସ୍‌ ପାଣିପାଗ ସାଟେଲାଇଟ୍‌ ଶନିବାର ଲଞ୍ଚ୍‌ ହେବାକୁ ଥିବାବେଳେ ଏଥିପାଇଁ ଅବଗଣନା ଆରମ୍ଭ ହୋଇଯାଇଛି। ଜିଏସ୍‌ଏଲ୍‌ଭି-ଏଫ୍‌୧୪ ରକେଟ୍‌ର ଏହା ୧୬ତମ ମିଶନ। ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ ମହାକାଶ କେନ୍ଦ୍ରରୁ ଶନିବାର ଅପରାହ୍ନ ୫ଟା ୩୫ ମିନିଟ୍‌ରେ ଉତ୍‌କ୍ଷେପଣ କରାଯିବ ବୋଲି ଭାରତୀୟ ମହକାଶ ଗବେଷଣା ସଂସ୍ଥା (ଇସ୍ରୋ) ପକ୍ଷରୁ କୁହାଯାଇଛି। ତୃତୀୟ ପିଢ଼ି ପାଣିପାଗ ସାଟେଲାଇଟ୍‌ର ଏହା ଏକ ଅନୁବର୍ତ୍ତୀ ମିଶନ। ଉକ୍ତ ସାଟେଲାଇଟ୍‌କୁ ଭୂସ୍ଥିର କକ୍ଷପଥରେ ସ୍ଥାପନ କରାଯିବ। ଏଥିପାଇଁ ୨୭.୫ ଘଣ୍ଟାର ଅବଗଣନା ଆରମ୍ଭ ହୋଇଥିବା ଇସ୍ରୋ କହିଛି। ଏହା ପୂର୍ବରୁ ଗତବର୍ଷ ମେ’ ୨୯ରେ ଜିଏସ୍‌ଏଲ୍‌ଭି ଉତ୍‌କ୍ଷେପଣ ସଫଳ ହୋଇଥିଲା। କିନ୍ତୁ ୨୦୨୧ ଅଗଷ୍ଟ ୧୨ରେ ଅନ୍ୟ ଏକ ଉତ୍‌କ୍ଷେପଣ ବିଫଳ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମତଦାନ ପୂର୍ବରୁ ବଡ଼ ଓଲଟପାଲଟ, ଝାଡଖଣ୍ଡ ନିର୍ବାଚନରେ ହେବ ଓଡ଼ିଶା ଭଳି ରେଜଲ୍ଟ!

ନୂଆଦିଲ୍ଲୀ,୧୨।୧୧: ବୁଧବାର ଝାଡ଼ଖଣ୍ଡରେ ନିର୍ବାଚନ । ପ୍ରଥମ ପର୍ଯ୍ୟାୟରେ ୪୩ଟି ଆସନରେ ହେଉଛି ମତଦାନ । ସକାଳ ୭ଟାରୁ ଭୋଟିଂ ଆରମ୍ଭ ହେବ । ୬୮୩...

ସବୁ ମାସର ଦ୍ୱିତୀୟ ଶନିବାର ଛୁଟି ରହିବ ସ୍କୁଲ, ରାଜ୍ୟ ସରକାରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୨।୧୧: ଛାତ୍ରୀଛାତ୍ରମାନଙ୍କ ପାଇଁ ବଡ଼ ଖୁସି ଖବର । ଏଣିକି ପ୍ରତ୍ୟେକ ମାସର ଦ୍ୱିତୀୟ ଶନିବାର ଛୁଟି ରହିବ ସ୍କୁଲ। ରାଜ୍ୟ ସରକାର ଏନେଇ ବଡ଼...

ଭୂକମ୍ପ ଝଟ୍‌କାରେ ଥରିଲା ସିକ୍କିମ

ଗ୍ୟାଙ୍ଗଟକ୍‌,୧୨।୧୧: ଥରିଲା ସିକ୍କିମ। ମଙ୍ଗଳବାର ଅପରାହ୍ନରେ ରାଜ୍ୟର କିଛି ଅଞ୍ଚଳରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତିବ୍ରତା ୩.୫ ଥିବା ଜଣାପଡ଼ିଛି।...

୧୦ ଲକ୍ଷ ଯୁବପିଢିଙ୍କୁ ମିଳିବ ଚାକିରି, ଏମାନଙ୍କର ଅଛି ଅଧିକ ଡିମାଣ୍ଡ

ନୂଆଦିଲ୍ଲୀ,୧୨।୧୧: ଦେଶରେ ଅନେକ ଯୁବପିଢି ଅଛନ୍ତି ଯେଉଁମାନେ ଚାକିରି ଖୋଜୁଛନ୍ତି, ତେବେ ସେମାନଙ୍କ ପାଇଁ ଖୁସି ଖବର। ଭାରତରେ ବଢୁଥିବା ସେମିକଣ୍ଡକ୍ଟର କ୍ଷେତ୍ରରେ ଲକ୍ଷ ଲକ୍ଷ...

ଆମ ଯୋଗାଯୋଗରେ ଅଛନ୍ତି ଶିନ୍ଦେ ଗୋଷ୍ଠୀର ୮ ବିଧାୟକ, ଜଣେ ମନ୍ତ୍ରୀ: ଆଦିତ୍ୟ ଠାକ୍‌ରେ ଚାଞ୍ଚଲ୍ୟକର ଖୁଲାସା

ପୁଣେ,୧୨।୧୧: ମହାରାଷ୍ଟ୍ରରେ ଭୋଟଦାନ ପୂର୍ବରୁ ଉଦ୍ଧବ ଠାକରେଙ୍କ ପୁଅ ତଥା ଶିବସେନା (ୟୁବିଟି) ନେତା ଆଦିତ୍ୟ ଠାକରେ ଏକ ଦାବି କରି ରାଜନୈତିକ ଉଷ୍ମତା ବୃଦ୍ଧି...

ଭାରତୀୟ ଯବାନମାନେ ଆତଙ୍କବାଦୀଙ୍କୁ ମାରିବା ପରେ ସେମାନଙ୍କ ମୃତଦେହକୁ କ’ଣ କରନ୍ତି? ସର୍ବସାଧାରଣ ସ୍ଥାନରେ…

ନୂଆଦିଲ୍ଲୀ,୧୨।୯: ଭାରତର ପ୍ରତିରକ୍ଷାରେ ନିୟୋଜିତ ଭାରତୀୟ ଯବାନମାନେ ସୀମା ଇଲାକାରେ କଡ଼ା ନଜର ରଖିଥାନ୍ତି। ଯେମିତି କୌଣସି ଅନୁପ୍ରବେଶକାରୀ କିମ୍ବା ଆତଙ୍କବାଦୀ ଦେଶ ଭିତରକୁ ପଶି...

ଏହି ଦିନ ଶେଷ ହେଉଛି ଆଧାର କାର୍ଡ ସହିତ ପାନକୁ ଲିଙ୍କ୍ କରିବାର ଶେଷ ତାରିଖ: ଅଚଳ ହୋଇଯିବ ପାନ୍ କାର୍ଡ

ନୂଆଦିଲ୍ଲୀ,୧୨।୧୧: ଆୟକର ବିଭାଗ କରଦାତାମାନଙ୍କୁ ସେମାନଙ୍କର ସ୍ଥାୟୀ ଆକାଉଣ୍ଟ ନମ୍ବର (ପାନ୍) କୁ ଡିସେମ୍ବର ୩୧, ୨୦୨୪ ପୂର୍ବରୁ ଆଧାର କାର୍ଡ ସହିତ ଲିଙ୍କ୍ କରିବାକୁ...

ଚେକ୍‌ ହେବ ମୋଦି, ଯୋଗୀଙ୍କ ବ୍ୟାଗ! ଇସିକୁ ଚ୍ୟାଲେଞ୍ଜ କଲେ ଉଦ୍ଧବ

ମୁମ୍ବାଇ,୧୨।୧୧: ସୋମବାର ନିର୍ବାଚନ ପ୍ରଚାର ପାଇଁ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ୟାଭାଟମାଲର ଭାନି ବିମାନବନ୍ଦରରେ ପହଞ୍ଚିଥିବା ବେଳେ ନିର୍ବାଚନ ଆୟୋଗ ତାଙ୍କ ବ୍ୟାଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri