କୋରାପୁଟ କଫିକୁ ଇନ୍‌ଷ୍ଟାଣ୍ଟ ମାନ୍ୟତା

କୋରାପୁଟ,୨୨ା୮(ଅମିତାଭ ବେହେରା):କୋରାପୁଟ ଇନ୍‌ଷ୍ଟାଣ୍ଟ କଫିକୁ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭାରମ୍ଭ କରିଥିବାରୁ କୋରାପୁଟ କଫି ଚାଷୀ ଓ କୋରାପୁଟ ଜିଲାବାସୀଙ୍କ ମଧ୍ୟରେ ଆନନ୍ଦ ଖେଳିଯାଇଛି ା ପ୍ରତିଷ୍ଠିତ ବ୍ରାଣ୍ଡ ନେସକାଫେ ଓ ବ୍ରୁ କଫି ଭଳି କୋରାପୁଟ କଫିକୁ ଇନ୍‌ଷ୍ଟାଣ୍ଟ କଫିର ମାନ୍ୟତା ପ୍ରଦାନ କରାଯାଇଥିବା ନେଇ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କର ଟୁଇଟର ପେଜ୍‌ରେ ଉଲ୍ଲେଖ କରିଥିବା ଜଣାଯାଇଛି। କୋରାପୁଟ କଫିରେ ଗୁଣାମତ୍କମାନ ଭରପୂର ରହିଥିବାବେଳେ ଏହାର ଇନ୍‌ଷ୍ଟାଣ୍ଟ ମାନ୍ୟତା ଦ୍ୱାରା ଏହାର ଆଦର ବିଶ୍ୱବ୍ୟାପୀ ବୃଦ୍ଧି ପାଇବ। ଫଳରେ କୋରାପୁଟ ଜିଲାର କଫି ଚାଷୀଙ୍କ ଆର୍ଥତ୍କ ଉନ୍ନତି ହୋଇପାରିବ ବୋଲି କଫି ଉଦ୍ୟୋଗୀମାନେ ଆଶା ରଖିଛନ୍ତି। ସୂଚନା ଯୋଗ୍ୟ, କୋରାପୁଟ ଜିଲାରେ ଆସନ୍ତା ୫ ବର୍ଷରେ ୫ ହଜାର ହେକ୍ଟର ଜମିରେ କଫି ଚାଷ କରାଯିବା ଲକ୍ଷ୍ୟ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକାରୀ ଗୁଳିରେ ଛେଳି ଚରାଳି ଗୁରୁତର

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ରାମଗିରି ଥାନା ଅନ୍ତର୍ଗତ ସାନକରଞ୍ଜ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଶିକାରୀ ଗୁଳିରେ ଜଣେ ଛେଳି ଚରାଳି ଗୁରୁତର ହୋଇଛନ୍ତି।...

୨ ଯାଆଙ୍କ ମଧ୍ୟରେ ଝଗଡ଼ା: ପାଣିରେ ପଡ଼ି ଜଣଙ୍କର ଚାଲିଗଲା ଜୀବନ

ଏମ୍‌ଭି,୭୯, ୨୭ା୯(ଭିକି ବାରିକ): ଦୁଇ ଯାଆଙ୍କ ମଧ୍ୟରେ ଝଗଡ଼ା ହୋଇ ଠେଲାପେଲା ହେବାରୁ ଦୁହେଁ ଜମିଥିବା ପାଣିରେ ପଡ଼ିଯାଇଥିଲେ। ପାଣିରେ ବୁଡ଼ି ଜଣଙ୍କର ମୃତ୍ୟୁ ହୋଇଥିବା...

ଆଉ ୮ ସହରରେ ଗଡ଼ିବ ଆମ ବସ: ଜାଣନ୍ତୁ କେଉଁ କେଉଁ ସହର ଅଛି ସାମିଲ

ଭୁବନେଶ୍ୱର,୨୭।୩: କ୍ୟାପିଟାଲ ରିଜିନ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ)ର ୪୯ତମ ବୋର୍ଡ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆଉ ୮ ସହରକୁ ଆମ ବସ ସେବା ଯୋଗାଇ...

ହାତୁଡ଼ିରେ ପିଟି ବାପାଙ୍କୁ ହତ୍ୟା କଲେ ପୁଅ

ଫୁଲବାଣୀ/ଫିରିଙ୍ଗିଆ,୨୭ା୩(ରାକେଶ କୁମାର ରାଉତ/ବିମଳ ଦିଗାଲ): କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ପବିଙ୍ଗିଆ ପଞ୍ଚାୟତ ଲାମପଦର ଗାଁରେ ଏକ ଅଭାବନୀୟ ଘଟଣା ଘଟଛି। ବାପା ଡକେଣା ଦିଗାଲଙ୍କୁ...

ରାଶନ କାର୍ଡକୁ ନେଇ ମନ୍ତ୍ରୀଙ୍କ ସୂଚନା: କାହାର କଟିବ କାହାର କଟିବନି କଲେ ସ୍ପଷ୍ଟ

ଭୁବନେଶ୍ୱର,୨୭।୩: ରାଜ୍ୟରେ ରାଶନକାର୍ଡଧାରୀଙ୍କ ପାଇଁ ଗୁରୁବାର ଏକ ବଡ଼ ଅପ୍‌ଡେଟ୍‌ ଆସିଛି। ରୋଜଗାର କମ ଥିବା ଲୋକଙ୍କ ରାଶନ କାର୍ଡ କଟିବନି। ବୋଲି ଯୋଗାଣ ମନ୍ତ୍ରୀ...

ପୁଅ ମୃତ୍ୟୁ ପଛରେ ବାପାଙ୍କ ହାତ: ସାଂଘାତିକ ଅଭିଯୋଗ ଆଣିଲେ ମା’

ଫୁଲବାଣୀ,୨୭।୩(ରାକେଶ କୁମାର ରାଉତ): ଫୁଲବାଣୀ ଟାଉନ ଥାନା ଅନ୍ତର୍ଗତ କେନ୍ଦୁପଦର ସାହିରେ ଜଣେ ନାବାଳକଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଜବତ ହୋଇଛି। ସେ ହେଲେ ଅଭିଜିତ୍‌...

ବିଜେଡିକୁ ଶକ୍ତ ଧକ୍କା: ଅନାସ୍ଥାରେ ପଦ ହରାଇଲେ ସରପଞ୍ଚ

ଥୁଆମୂଳ ରାମପୁର,୨୭।୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ବିଜେଡିକୁ ଗୋଟେ ପରେ ଗୋଟେ ଶକ୍ତ ଧକ୍କା ଲାଗିଛି। ବିଗତ ଦିନରେ ଥୁଆମୂଳ ରାମପୁର...

ବିକୁଥିଲେ ନକଲି ସିମ୍‌: ଧରିଲା ପୋଲିସ

ପାଟଣା,୨୭ା୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାଇବର ପୋଲିସ ଶତାଧିକ ନକଲି ସିମ୍‌ ବିକ୍ରି ଅଭିଯୋଗରେ ଗୁରୁବାର ଜଣେ ଏଜେଣ୍ଟଙ୍କ ସମେତ ୨ ଜଣଙ୍କୁ ଗିରଫ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image