କିଆ ଇଣ୍ଡିଆର ଆକର୍ଷଣୀୟ ଅଫର: କିଆ ସୋନେଟ୍‌ ଏବଂ କରେନ୍ସ ଗ୍ରାହକଙ୍କୁ ସ୍ବତନ୍ତ୍ର ରିହାତି

ଭୁବନେଶ୍ୱର,୨୧।୧୨: ପ୍ରତି ମାସ ଭଳି ଚଳିତ ମାସ ମଧ୍ୟ କିଆ ଇଣ୍ଡିଆ ପକ୍ଷରୁ ଆକର୍ଷଣୀୟ ଗ୍ରାହକ ସୁବିଧା ଓ ସ୍ବତନ୍ତ୍ର ଅଫର କିଆର ସ୍ବୀକୃତିପ୍ରାପ୍ତ ଡିଲର ପଏଣ୍ଟଗୁଡିକ ଜରିଆରେ ଗ୍ରାହକଙ୍କୁ ଯୋଗାଇ ଦିଆଯାଉଛି। ଏହି ପରିପ୍ରେକ୍ଷୀରେ କିଆ ଇଣ୍ଡିଆର ସ୍ବୀକୃତିପ୍ରାପ୍ତ ଓଡ଼ିଶା ପ୍ରଦେଶର ସମସ୍ତ କିଆ ଡିଲରଗୁଡିକ ପକ୍ଷରୁ ଆକର୍ଷଣୀୟ ଅଫର ପ୍ରଦାନ କରାଯାଉଛି। ଏପରିକି କିଆର ସୋନେଟ ଏବଂ କରେନ୍ସ ଗ୍ରାହକଙ୍କୁ ସ୍ବତନ୍ତ୍ର ରିହାତି ଯୋଗାଇ ଦିଆଯାଉଛି। ବିଶେଷକରି କିଆ ସୋନେଟ ଗ୍ରାହକଙ୍କୁ ପ୍ରାୟ ୮୬,୦୦୦ ଟଙ୍କାର ସୁବିଧା ରିହାତି ଆକାରର ପ୍ରଦାନ କରାଯାଉଥିବାବେଳେ କିଆ କରେନ୍ସ ଗ୍ରାହକଙ୍କୁ ୭୦,୦୦୦ ପର୍ଯ୍ୟନ୍ତ ରିହାତି ଦିଆଯାଉଥିବା କିଆ ଇଣ୍ଡିଆ ପକ୍ଷରୁ ବିସ୍ତୃତ ଭାବେ ଉଲ୍ଲେଖ କରାଯାଇଛି।

ଉଲ୍ଲେଖଯୋଗ୍ୟ, କିଆ ସୋନେଟ ଗ୍ରାହକଙ୍କୁ ପ୍ରାୟ ୩୮,୪୦୦ ଟଙ୍କାର ଏସ୍‌ସିବି ପ୍ରଦାନ କରାଯାଉଥିବାବେଳେ ଇଡବ୍ୟୁ ବାବଦ (୫ ବର୍ଷ)କୁ ପ୍ରାୟ ୨୦,୧୦୦ଟଙ୍କା, ଏଫ୍‌ଏମ୍‌ ବାବଦ (୩ବର୍ଷ)କୁ ପ୍ରାୟ ୯,୭୦୦ ଟଙ୍କା,ଏବି ବାବଦକୁ ପ୍ରାୟ ୧୮,୨୦୦ଟଙ୍କା ସମେତ ଜେଡ୍‌ଡିପି ଓ ସିଆଇଆର ବାବଦକୁ ୮.୬୫% ସୁବିଧା ମିଳୁଛି। ସେହିଭଳି କିଆ କରେନ୍ସ ଗ୍ରାହକଙ୍କୁ ପ୍ରାୟ ୫୦,୧୦୦ ଟଙ୍କାର ଏସ୍‌ସିବି ପ୍ରଦାନ କରାଯାଉଥିବାବେଳେ ଏସ୍‌ଏଏଫ୍‌ପି ବାବଦକୁ ପ୍ରାୟ ୯,୬୦୦ଟଙ୍କା, ଏବି ବାବଦକୁ ପ୍ରାୟ ୧୯,୬୦୦ ଟଙ୍କା ସମେତ ଜେଡ୍‌ଡିପି ଓ ସିଆଇଆର ବାବଦକୁ ୮.୬୫% ସୁବିଧା ପ୍ରଦାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାହକଙ୍କ ଚାହିଦାରେ ହସ୍ତଶିଳ୍ପ ସାମଗ୍ରୀ

ଭୁବନେଶ୍ୱର,୨୩।୧୨: ଆଉ କିଛି ଦିନ ପରେ ଇଂରାଜୀ ନବ ବର୍ଷ ସାଙ୍ଗକୁ ଶୁଭ କାର୍ଯ୍ୟ (ଗୃହ ପ୍ରବେଶ)ର ଆଗମନ ଉପଲକ୍ଷେ ଗ୍ରାହକ ଘର ସାଜସଜ୍ଜା ପାଇଁ ଆକର୍ଷଣୀୟ...

ଜିନ୍ଦଲ ଷ୍ଟେନ୍‌ଲେସ୍‌କୁ ସୋର୍ଡ ଅଫ୍‌ ଅନର ପୁରସ୍କାର

ନୂଆଦିଲ୍ଲୀ,୨୩।୧୨: ଜିନ୍ଦଲ ଷ୍ଟେନ୍‌ଲେସ ଲିମିଟେଡ (ଜେଏସ୍‌ଏଲ୍‌)କୁ ନିକଟରେ ଆଉ ଏକ ଅନ୍ତଃରାଷ୍ଟ୍ରୀୟ ସମ୍ମାନ ଓ ସ୍ବୀକୃତି ‘ସୋର୍ଡ ଅଫ୍‌ ଅନର’ ମିଳିଛି। ଏପରିକି ଜେଏସ୍‌ଏଲ୍‌ର ହିସାର ୟୁନିଟକୁ...

୧.୪୬ ଲକ୍ଷ କୋଟିର ପୁଞ୍ଜିନିବେଶ

ଭୁବନେଶ୍ୱର,୨୩ା୧୨(ଅନୁରାଧା ମହାରଣା): କେନ୍ଦ୍ର ବାଣିଜ୍ୟ ଓ ଉଦ୍ୟୋଗ ମନ୍ତ୍ରଣାଳୟ ଦ୍ବାରା ୨୦୨୦ରୁ କାର୍ଯ୍ୟକାରୀ ହେଉଥିବା ପିଏଲଆଇ ଯୋଜନା ପୁଞ୍ଜି ନିବେଶ, ଉତ୍ପାଦନ ଏବଂ ନିଯୁକ୍ତି ସୃଷ୍ଟି କ୍ଷେତ୍ରରେ...

ଓଏସିସ୍‌ ଫର୍ଟିଲିଟିର ନୂଆ ମାଇଲଖୁଣ୍ଟ

ଭୁବନେଶ୍ୱର,୨୩।୧୨ (ଅଭୟ ଦାଶ): ବର୍ତ୍ତମାନର ବ୍ୟସ୍ତବହୁଳ ସମୟ ମଧ୍ୟରେ ପ୍ରଜନନ ଜନିତ ସମସ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏପରିକି ପ୍ରଜନନ ଚିକିତ୍ସା ଏବଂ ଯତ୍ନ...

ଲାଇଫ୍‌ ଷ୍ଟାଇଲର ସେଲ୍‌ ଅଫ୍‌ ଦି ସିଜନ

ନୂଆଦିଲ୍ଲୀ,୨୧।୧୨: ଲାଇଫ୍‌ ଷ୍ଟାଇଲର ବହୁ ପ୍ରତୀକ୍ଷିତ ବିକ୍ରୟ ଅଫର ‘ସେଲ୍‌ ଅଫ୍‌ ଦି ସିଜନ’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏହି ସ୍ବତନ୍ତ୍ର ବିକ୍ରୟ ଅଫର...

ବିଆଇଏସ୍‌ର ଶିକ୍ଷକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୧ା୧୨(ଅନୁରାଧା ମହାରଣା): ବ୍ୟୁରୋ ଅଫ୍‌ ଇଣ୍ଡିଆନ୍‌ ଷ୍ଟାଣ୍ଡାର୍ଡ(ବିଆଇଏସ୍‌)ର ୨ଦିନିଆ ଶିକ୍ଷକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ମାନକ ମାଧ୍ୟମରେ ବିଜ୍ଞାନ ଶିକ୍ଷା’ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରଠାରେ ଆୟୋଜିତ...

ଓରେରାର ନୂତନ ୱେବ୍‌ସାଇଟ୍‌ ଉନ୍ମୋଚିତ

ଭୁବନେଶ୍ୱର,୨୧।୧୨ (ଅଭୟ ଦାଶ): ଓଡ଼ିଶା ରିଅଲ ଇଷ୍ଟେଟ୍‌ ରେଗୁଲେଟୋରି ଅଥରିଟି (ଓରେରା)ର ନୂତନ ୱେବ୍‌ସାଇଟ୍‌ https://rera.odisha.gov.in ନିକଟରେ ଉନ୍ମୋଚିତ ହୋଇଯାଇଛି। ଏପରିକି ଓରେରା ସଂସ୍କରଣ ୨.୦ର...

ନିବେଶକ ହରାଇଲେ ୧୮ ଲକ୍ଷ କୋଟିରୁ ଅଧିକ

ମୁମ୍ବାଇ,୨୧।୧୨: ଅନ୍ତଃରାଷ୍ଟ୍ରୀୟ ଘଟଣାବଳୀ ଏବଂ ୟୁଏସ୍‌ ଫେଡେରାଲର ସୁଧହାର ହ୍ରାସର ପ୍ରଭାବ ସିଧାସଳଖ ଭାରତୀୟ ଷ୍ଟକ୍‌ ମାକେର୍ଟ କାରବାରରେ ଦେଖିବାକୁ ମିଳୁଛି। ଏପରିକି ଭାରତୀୟ ଟଙ୍କାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri