Advertisement

ପୁଣି ବଡ଼ ବିଭ୍ରାଟ: ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ

ପୁରୀ,୧୭।୭: ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ହୋଇଛି। ରାଜା ଶେଖର ନାମକ ଜଣେ ଯୁବକ ନିଜ ଫେସବୁକରେ ଫୋଟୋ ଅପଲୋଡ କରିଥିବା ଜଣାପଡ଼ିଛି । ଶ୍ରୀମନ୍ଦିର ଭିତର ବେଡାରୁ ନିଜର ସେଲ୍ଫି ଫଟୋ ନେଇ ଫୋଟୋ ଅପଲୋଡ କରିଥିବା ଜଣାପଡ଼ିଛି। ଶ୍ରୀମନ୍ଦିର ଭିତରକୁ ମୋବାଇଲ ନେବା ଉପରେ କଟକଣା ଥିବା ବେଳେ କିପରି ଏହି ଫୋଟୋ ଉଠିଲା ସେ ନେଇ ତଦନ୍ତ ଦାବି ହୋଇଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel