କମ୍ପ୍ଲେକ୍ସ, ମଲ୍‌ରେ ଚାଲିଛି ଯାଞ୍ଚ

କେନ୍ଦୁଝର,୧୭।୫(ସ୍ବ.ପ୍ର.): ଦିଲ୍ଲୀରେ ଅଗ୍ନିକାଣ୍ଡ ପରେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଅଗ୍ନିଶମ ବିଭାଗ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରାଯାଉଛି ା ସୁରକ୍ଷା ପ୍ରମାଣ ପତ୍ର ନ ଥାଇ ଚାଲୁଥିବା ସଂସ୍ଥା, ଯାଞ୍ଚ ବେଳେ ସୁରକ୍ଷା ସରଞ୍ଜାମ କାମ କରୁ ନ ଥିବା ବା ଅନ୍ୟାନ୍ୟ ଅନୀୟମତତା ଦେଖାଦେଲେ ମାଲିକଙ୍କ ବିରୋଧରେ କୋଠର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ କୁହାଯାଇଛି। ମଙ୍ଗଳବାର କେନ୍ଦୁଝର ସହରର ବିଭିନ୍ନ ମଲ୍‌ ଉପରେ ଚଢାଉ କରି ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରାଯାଇଥିଲା। ତେବେ ସେଠାରେ ବ୍ୟାପକ ଅନୀୟମତତା ଓ ଅବ୍ୟବସ୍ଥା ଦେଖିବାକୁ ମିଳିଥିଲା। ଉକ୍ତ ସଂସ୍ଥା ଗୁଡିକ ବିରୋଧରେ ତୁରନ୍ତ କାର୍ଯ୍ୟାନଚଷ୍ଠାନ ଗ୍ରହଣ କରିବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।

ଏନେଇ ଅଧିକାରୀ କେ.ସି ସାମଲ କହିଛନ୍ତି, ଯାଞ୍ଚ କାର୍ଯ୍ୟ ଚାଲିଛି। ଅବ୍ୟବସ୍ଥାକୁ ନ ସୁଧାରନ୍ତି ତେବେ ମାଲିକଙ୍କୁ ନୋଟିସ କରିବା ସହ ଜିଲାପାଳ ଓ ବିଭାଗୀୟ ଡିଜିଙ୍କୁ ଜଣାଇ କାର୍ଯ୍ୟାନୁଷ୍ଠାନ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଧାର ଟଙ୍କା ମାଗିବାରୁ ନାବାଳକ ଛାତ୍ରଙ୍କୁ ଆକ୍ରମଣ

ଗୋପାଳପୁର,୨୩ା୧୧(ନବୀନ ରାଜ ଆଚାରୀ): ଧାର ଟଙ୍କା ମାଗିବାରୁ ନାବାଳକ ଛାତ୍ରଙ୍କୁ ଲୁହା ରୋଡ୍‌ରେ ଆକ୍ରମଣ କରିଥିବା ନେଇ ଶୁକ୍ରବାର ରାତିରେ ଗୋଳନ୍ଥରା ଥାନାରେ ଅଭିଯୋଗ ହୋଇଛି।...

ବାଇକ୍‌ରେ ଯାଉଥିଲେ ସ୍ବାମୀ-ସ୍ତ୍ରୀ: ଧକ୍କା ଦେଲା କାର୍‌…

ବନ୍ଧମୁଣ୍ଡା, ୨୩ା୧୧(ସୁବ୍ରତ ଦେ): ସୁନ୍ଦରଗଡ଼ ଜିଲା ବିଶ୍ରା ଥାନା ଅଧୀନ ଶାରୁବାହାଲ ଗାଁର ମୁଖ୍ୟ ରାସ୍ତାରେ ଏକ କାର୍‌ ବାଇକ୍‌କୁ ଧକ୍କା ଦେଇଥିଲା। ଫଳରେ ବାଇକରେ...

କାର୍‌ ଡିକିରେ ନେଉଥିଲେ ଗଞ୍ଜେଇ, ଗୋଡ଼ାଇ ଗୋଡ଼ାଇ ଧରିଲେ ଅବକାରୀ ଅଧିକାରୀ

ଗୋପାଳପୁର,୨୩ା୧୧(ନବୀନ ରାଜ ଆଚାରୀ): ଶନିବାର ଅପରାହ୍ନରେ ଅବକାରୀ ଗୋଇନ୍ଦା ଅଧିକାରୀମାନେ ଗଞ୍ଜେଇ ଚାଲାଣକାରୀକୁ ଗୋଡ଼ାଇ ଗୋଡ଼ାଇ ଗଞ୍ଜାମ ଜିଲା ୧୬ ନଂ ଜାତୀୟ ରାଜପଥ ଗୋଳନ୍ଥରା...

ଧର୍ମଶାଳା ବିଧାୟକଙ୍କୁ ମାଡ଼ ମାରିବା ପ୍ରସଙ୍ଗରେ ବର୍ଷିଲେ ପ୍ରମିଳା, କହିଲେ ରାତିରେ କାହିଁକି…

ଭୁବନେଶ୍ୱର,୨୩ା୧୧: ଯାଜପୁର ଜିଲା ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ମାଡ଼ ମାରିବା ପ୍ରସଙ୍ଗରେ ବିଜେଡି ବିଧାୟିକା ପ୍ରମିଳା ମଲ୍ଲିକ ଶନିବାର ପ୍ରବଳ ବର୍ଷିଛନ୍ତି। ପ୍ରମିଳା ତାଙ୍କ...

ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଦୁଇ ସାଙ୍ଗଙ୍କ ଜୀବନ

ବଲାଙ୍ଗୀର,୨୩ା୧୧(ସୁନୀଲ ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ରାସ୍ତା ଖର୍ଲିକାନି ଛକରେ ଶନିବାର ଏକ ବାଇକ ଦୁର୍ଘଟଣାରେ ଦୁଇ ସାଙ୍ଗଙ୍କର ମୃତ୍ୟୁ ହୋଇଛି। ମୃତକ ଦ୍ୱୟ ନିକଟସ୍ଥ...

ବିଭିନ୍ନ ବ୍ରାଣ୍ଡର ୧୮୦ରୁ ଊର୍ଦ୍ଧ୍ୱ ବୋତଲ ବିଦେଶୀ ମଦ ଜବତ: ଜେଲ୍‌ ଗଲେ ଅଭିଯୁକ୍ତ

ଦିଗପହଣ୍ଡି/ପାଟପୁର,୨୩।୧୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ପାଟପୁର ପୋଲିସ ପୋଡ଼ାମାରି ଗ୍ରାମର ଅଜୟ ଗୌଡ଼ଙ୍କୁ ଶନିବାର କୋର୍ଟ ଚାଲାଣ କରିଛନ୍ତି। ଜାମିନ ଆବେଦନ ନାମଞ୍ଜୁର ହେବାରୁ...

ଆନ୍ତଃ ମହାବିଦ୍ୟାଳୟ ସ୍ତରୀୟ ଚେସ୍‌ ଓ କ୍ୟାରମ ପ୍ରତିଯୋଗିତା

ଭବାନୀପାଟଣା,୨୩।୧୧(ଉତ୍ତମ କୁମାର ଦାଶ)- ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ପକ୍ଷରୁ ଚାଲିଥିବା ଆନ୍ତଃ ମହାବିଦ୍ୟାଳୟ ସ୍ତରୀୟ ଚେସ୍‌ ଓ କ୍ୟାରମ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି। ଚେସ୍‌...

ଆଇଆଇଏମ୍‌ ସମ୍ବଲପୁରରେ ମନୋନୀତ ହେଲା କଳାହାଣ୍ଡିର ଷ୍ଟାର୍ଟଅପ୍‌ ଇନ୍‌କ୍ୟୁବେଶନ

ଭବାନୀପାଟଣା,୨୩।୧୧ (ଉତ୍ତମ କୁମାର ଦାଶ) : କଳାହାଣ୍ଡି ଜିଲାର ଏକମାତ୍ର ଷ୍ଟାର୍ଟଅପ ଟ୍ରେଡିଫ୍ରେସେଲଦି ପ୍ରାଇଭେଟ ଲିମିଟେଡ ସମ୍ବଲପୁର ଆଇଆଇଏମ୍‌ରେ ଇନ୍‌କ୍ୟୁବେଶନ ପାଇଁ ମନୋନୀତ ହୋଇଛି ।...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri