ନିବେଶକଙ୍କ ସମ୍ପତ୍ତି ୨୫.୪୬ ଲକ୍ଷ କୋଟି ବୃଦ୍ଧି

ମୁମ୍ବାଇ: ଚଳିତ ଆର୍ଥତ୍କ ବର୍ଷର ପ୍ରଥମ ୩ ମାସରେ ପୁଞ୍ଜିବଜାର ନିବେଶକଙ୍କ ସମ୍ପତ୍ତି ୨୫.୪୬ ଲକ୍ଷ କୋଟି ଟଙ୍କା ବୃଦ୍ଧି ଘଟିଛି। ପୁଞ୍ଜିବଜାରରକୁ ନେଇ ନିବେଶକଙ୍କ ଆଶା ସକାରାତ୍ମକ ରହିବା ଯୋଗୁ ବଜାର ଊର୍ଦ୍ଧ୍ୱଗାମୀ ରହିଛି। ଚଳିତ ଆର୍ଥତ୍କ ବର୍ଷରେ ବିଏସ୍‌ଇ ଅଦ୍ୟାବଧି ୨୯୭୩.୫୬ ପଏଣ୍ଟ ବା ୬% ବଢିଛି। ବମ୍ବେ ଷ୍ଟକ୍‌ ବଜାରର ସୂଚକାଙ୍କ ବା ସେନ୍‌ସେକ୍ସ ଜୁନ ୨୮ରେ ସର୍ବକାଳୀନ ରେକର୍ଡ ସ୍ତର ୫୩,୧୨୬.୭୩ ପଏଣ୍ଟ ସ୍ତର ଛୁଇଁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜବରଦସ୍ତ ସ୍କୁଟର ଲଞ୍ଜ କଲା Honda,ମନ ଜିଣିବ ଆଡଭାନ୍ସ ଫିଚର୍‌

ନୂଆଦିଲ୍ଲୀ,୧୭।୪: ହୋଣ୍ଡା ମୋଟରସାଇକେଲ ଏବଂ ସ୍କୁଟର ଇଣ୍ଡିଆ (HMSI) ଭାରତୀୟ ବଜାରରେ ୨୦୨୫ Dio ଲଞ୍ଚ କରିଛି। ଅପଡେଟ୍‌ ହୋଇଥିବା ସ୍କୁଟରଟି କସମେଟିକ୍‌ ପରିବର୍ତ୍ତନ, OBD୨...

କେମିତି ମିଳିବ ନୂଆ LPG କନେକ୍ସନ, ଖର୍ଚ୍ଚରୁ ନେଇ ଆବେଦନ ଯାଏ; ଜାଣନ୍ତୁ ପୁରା ପ୍ରକ୍ରିୟା…

ନୂଆଦିଲ୍ଲୀ,୧୬।୪: ଭାରତରେ ରୋଷେଇ ପାଇଁ ଅନେକ ପରିବାର ପାଇଁ ଏଲପିଜି ଗ୍ୟାସ ସଂଯୋଗ ଏବେ ଏକ ଅତ୍ୟାବଶ୍ୟକ ସେବା ପାଲଟିଛି। ଯଦି ଆପଣ ଏକ ନୂତନ...

ଖଣିଜ ସମ୍ପଦରେ ଭରା ଓଡ଼ିଶାର ଶ୍ରେଷ୍ଠ ୬ ଜିଲା, ରାଜ୍ୟ ଅର୍ଥନୀତିର ମୂଳ ଶକ୍ତି

ଓଡ଼ିଶା ଭାରତର ଖଣିଜ ସମ୍ପଦରେ ଅଗ୍ରଣୀ ରାଜ୍ୟମାନଙ୍କ ମଧ୍ୟରେ ଅନ୍ୟତମ, ଯାହା ଲୌହ ଖଣିଜ, କୋଇଲା, ବକ୍ସାଇଟ୍, ମାଙ୍ଗାନିଜ୍, କ୍ରୋମାଇଟ, ଚୂନ ପଥର ଏବଂ ଅନ୍ୟାନ୍ୟ...

Jio Plan: ୨୬ଟଙ୍କାରେ ମିଳିବ ମାସେ ଯାଏ ଭ୍ୟାଲିଡିଟି, ଜିଓର ଧମାକାଦାର ପ୍ଲାନ

ନୂଆଦିଲ୍ଲୀ,୧୬।୪: ଜିଓ ୟୁଜର୍ସଙ୍କ ପାଇଁ ଖୁସି ଖବର। ଏଣିକି ଉପଭୋକ୍ତାମାନଙ୍କୁ ମାତ୍ର ୨୬ ଟଙ୍କାରେ ୨୮ ଦିନର ବୈଧତା ସହିତ ସବୁଠାରୁ ଶସ୍ତା ପ୍ଲାନ ମିଳିବ।...

ବନ୍ଦ ହୋଇଯିବ କି ଆପଣଙ୍କ Instagram, Facebook? ଏ ହେଉଛି ବଡ଼ କାରଣ…

ନୂଆଦିଲ୍ଲୀ,୧୬।୪: ମେଟା ଏକ ଆଣ୍ଟିଟ୍ରଷ୍ଟ ମାମଲା ସାମ୍ନା କରୁଛି। ଏହି ପରୀକ୍ଷଣ ଯୋଗୁ କମ୍ପାନୀ Instagram ଏବଂ WhatsApp ହରାଇପାରେ। ମେଟା ବିରୋଧରେ ଅନେକ ଅଭିଯୋଗ...

ଓଡ଼ିଶାରେ ସବୁ ରେକର୍ଡ ଭାଙ୍ଗିଲା ସୁନା ମୂଲ୍ୟ, ଦୁଇଦିନରେ ଛୁଇଁବ ଲକ୍ଷେ ଟଙ୍କା

ଭୁବନେଶ୍ୱର,୧୬।୪: ଓଡ଼ିଶାରେ ସୁନା ମୂଲ୍ୟ ଅଭୂତପୂର୍ବ ଉଚ୍ଚତାରେ ପହଞ୍ଚିଛି। ୧୦ ଗ୍ରାମ ପାଇଁ ମୂଲ୍ୟ ୯୬,୦୦୦ ଟଙ୍କା ଅତିକ୍ରମ କରିଛି। ଭୁବନେଶ୍ୱର ବଜାରରେ, ୨୪ କ୍ୟାରେଟ୍...

ଏ ହେଉଛି ଦେଶର ସବୁଠୁ ମହଙ୍ଗା ବାଇକ୍‌, ଦାମ୍‌ ଏତେ ଯେ ଗୋଟିଏ ବଦଳରେ କିଣିପାରିବେ ୫୦ Royal Enfield Bullet

ନୂଆଦିଲ୍ଲୀ,୧୬।୪: ଭାରତର ସବୁଠାରୁ ମହଙ୍ଗା ବାଇକ୍‌ର ମୂଲ୍ୟ ଏତେ ଅଧିକ ଯେ ଆପଣ କେବଳ ଗୋଟିଏ କି ଦୁଇଟି ନୁହେଁ ବରଂ ୫୦ଟି ରୟାଲ ଏନଫିଲ୍ଡ...

PhonePe UPI Circle Feature: ୟୁପିଆଇରେ ଆସିଲା ନୂଆ ଫିଚର୍‌, ଏବେ ପେମେଣ୍ଟ କରିବା ହୋଇଯିବ ସହଜ… 

ନୂଆଦିଲ୍ଲୀ,୧୫।୪: ଭାରତରେ ଡିଜିଟାଲ ପେମେଣ୍ଟର ଯୁଗ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ବର୍ତ୍ତମାନ ସମୟରେ ଆପଣ ଗାଁରୁ ସହର ପର୍ଯ୍ୟନ୍ତ ଅନଲାଇନ୍‌ ପେମେଣ୍ଟର ବିକଳ୍ପ ପାଇବେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image