Posted inଖେଳ

ହାତରେ କରତ ଧରିଲେ ବିରାଟ କୋହଲି, ଜାଣନ୍ତୁ କାହିଁକି

ଚଳିତବର୍ଷ ଆଇପିଏଲ୍‌ରେ ରୟାଲ୍‌ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଚାମ୍ପିଅନ୍‌ କରାଇବା ପାଇଁ ଜୋରଦାର ଅଭ୍ୟାସ ଆରମ୍ଭ କରିଛନ୍ତି ଅଧିନାୟକ ବିରାଟ କୋହଲି। ଏଥର ଟିମ୍‌ ସନ୍ତୁଳିତ ଅଛି, ଟାଇଟଲ୍‌ ବିଜୟ ପାଇଁ ପ୍ରସ୍ତୁତ ଅଛୁ ବୋଲି କୋହଲି କହିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସେ ଏକ ଭିଡିଓ ପୋଷ୍ଟ କରିଛନ୍ତି। ଭିଡିଓରେ ସେ କରତରେ ନିଜ ବ୍ୟାଟ୍‌ ସଜାଡୁଥିବା ଦେଖାଯାଇଛି। ଏହାର କ୍ୟାପଶନ୍‌ରେ ଲେଖିଛନ୍ତି ଛୋଟ ଛୋଟ ଜିନିଷ ବହୁତ୍‌ ମହତ୍ତ୍ୱ ରଖେ। ବ୍ୟାଟିଂ ସମୟରେ ବ୍ୟାଟ୍‌ର ବାଲାନ୍ସ ସଠିକ୍‌ ରହିବା ଆବଶ୍ୟକ। ବ୍ୟାଟ୍‌ର କିଛି ସେଣ୍ଟିମିଟର ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରେ। ତେଣୁ ମୋତେ ମୋ ବ୍ୟାଟ୍‌ର ଯତ୍ନ ନେବା ବହୁତ ପସନ୍ଦ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ୨୦୦୯ ଏ୧ଂ ୨୦୧୬ରେ ରୟାଲ୍‌ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଫାଇନାଲରେ ପହଞ୍ଚିଥିଲା। କିନ୍ତୁ ବିଜୟ ହାସଲ କରିପାରି ନ ଥିଲା। ଏପର୍ଯ୍ୟନ୍ତ ବେଙ୍ଗାଲୁରୁ ଟିମ୍‌ ଆଦୌ ଟାଇଟଲ୍‌ ବିଜୟ କରିନାହିଁ। ୨୦୧୬ ଅପେକ୍ଷା ଚଳିତବର୍ଷ ଦଳ ବେଶ୍‌ ସନ୍ତୁଳିତ ଅଛି। ତେଣୁ ଏଥର ବିଜୟ ହାସ କରିବାକୁ ଯଥାସମ୍ଭବ ଚେଷ୍ଟା କରିବୁ ବୋଲି ସେ ବିରାଟ କୋହଲି କହିଛନ୍ତି।

https://www.instagram.com/p/CE_Zk-Cgvto/?utm_source=ig_web_copy_link


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଷ୍ଟ୍ରେଲିଆ ମାଟିରେ ବଡ଼ ରେକର୍ଡ କଲେ ଜସପ୍ରୀତ ବୁମ୍‌ରା

ପର୍ଥ,୨୩।୧୧: ପର୍ଥରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଖେଳାଯାଉଛି। ଟସ ଜିତି ପ୍ରଥମେ ବ୍ୟାଟିଂ କରି...

ବୁମ୍‌ରାଙ୍କ ବୋଲିଂ ଆଗରେ ଫେଲ୍‌ ମାରିଲା ଅଷ୍ଟ୍ରେଲିଆ: ୧୦୪ ରନ୍‌ରେ ଅଲଆଉଟ୍‌

ପର୍ଥ,୨୩।୧୧: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ପ୍ରଥମ ଟେଷ୍ଟରେ କଙ୍ଗାରୁ ଦଳ ମାଟି କାମୁଡିଛି। ପ୍ରଥମ ଇନିଂସରେ ଅଷ୍ଟ୍ରେଲିଆର୧୦୪ ରନ୍‌ରେ ଅଲଆଉଟ୍‌ ହୋଇଛି। ଫଳରେ ଭାରତ ପ୍ରଥମ...

ମାର୍ଚ୍ଚ ୧୪ରୁ ମେ’ ୨୫

ନୂଆଦିଲ୍ଲୀ, ୨୩ା୧୧ (ପି.ଟି.): ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଆସନ୍ତାବର୍ଷ ହେବାକୁଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଲାଗି ଦିନ ଧାର୍ଯ୍ୟ କରିଛି। ଏହି...

ଚମକିଲେ ଜୁନିଅର୍‌ ସେହ୍ବାଗ: ବାପାଙ୍କ ପରେ ପୁଅ କରିପାରନ୍ତି କମାଲ୍‌

ଶିଲଂ, ୨୨ା୧୧: ୧୯ ବର୍ଷରୁ କମ୍‌ କୁଚ୍‌ ବିହାର ଟ୍ରଫି କ୍ରିକେଟ ଟୁର୍ନାମେଣ୍ଟରେ ଦିଲ୍ଲୀ ତରଫରୁ ଖେଳୁଥିବା ଭାରତର ମହାନ ବ୍ୟାଟର ବୀରେନ୍ଦ୍ର ସେହ୍ବାଗଙ୍କ ପୁତ୍ର...

୨୧୭ ରନ୍‌, ୧୭ ଉଇକେଟ୍‌: ପ୍ରଥମ ଦିନରେ ପ୍ରଧାନ୍ୟ ବିସ୍ତାର କଲେ ବୋଲର୍‌

ପର୍ଥ,୨୨।୧୧: ପର୍ଥ ଟେଷ୍ଟର ପ୍ରଥମ ଦିନରେ ଖେଳ ଶେଷ ହୋଇଛ। ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୭ ଉଇକେଟ ହରାଇ ୬୭ ରନ ସଂଗ୍ରହ କରିଛି। ଭାରତ...

ଭାରତ ପରେ ମାଟି କାମୁଡିଲା ଅଷ୍ଟ୍ରେଲିଆ: ବୁମ୍‌ରାଙ୍କ ଚମତ୍କାର ବୋଲିଂ

ପର୍ଥ,୨୨।୧: ବର୍ଡର-ଗାଭାସ୍କର ଟ୍ରଫିର ପ୍ରଥମ ମ୍ୟାଚର ପ୍ରଥମ ଇନିଂସରେ ଭାରତୀୟ ଦଳ ୧୫୦ ରନରେ ଅଲଆଉଟ୍‌ ହୋଇଛି। ଏହାର ଜବାବରେ ଅଷ୍ଟ୍ରେଲିଆ ମଧ୍ୟ ମାଟି କାମୁଡିଛି।...

ଲାଇଭ୍‌ ମ୍ୟାଚ୍‌ ମଝିରେ ରିଷଭ ପନ୍ତଙ୍କୁ ଏମିତି ପ୍ରଶ୍ନ ପଚାରିଦେଲେ ଅଷ୍ଟ୍ରେଲିଆ ଖେଳାଳି: ସମସ୍ତେ ଆଶ୍ଚର୍ଯ୍ୟ

ପର୍ଥ,୨୨।୧୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ପର୍ଥ ଷ୍ଟାଡିୟମରେ ଖେଳାଯାଉଛି। ପ୍ରଥମେ ବ୍ୟାଟିଂ କରିବାକୁ ଆସିଥିବା...

ଆରମ୍ଭରୁ ଧରାଶାୟୀ: ପ୍ରଥମ ଇନିଂସରେ ୧୫୦ରେ ଅଲଆଉଟ୍ ଭାରତ

ଭୁବନେଶ୍ୱର,୨୨।୧୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ୫ ମ୍ୟାଚ୍ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍ ଶୁକ୍ରବାର ପର୍ଥରେ ଆରମ୍ଭ ହୋଇଛି। ଭାରତୀୟ ଦଳର ଅଧିନାୟକ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri