Posted inଖେଳ

ଏହି ଖେଳାଳି ପ୍ରସ୍ତୁତ କରିପାରିବେ କରୋନା ଟିକା, କାହିଁକି ଏମିତି କହିଲେ ସେହ୍ବାଗ

ଆଇପିଏଲ୍‌ ୨୦୨୦ରେ ରାଜସ୍ଥାନ ରୟାଲ୍ସର ରାହୁଲ ଟଓ୍ବୋଟିଆ ବ୍ୟାଟିଂ, ବୋଲିଂ ଏବଂ ଫିଲ୍ଡଂରେ ଉଚ୍ଚକୋଟୀର ପ୍ରଦର୍ଶନ କରୁଛନ୍ତି। ବିରାଟ କୋହଲିଙ୍କ ନେତୃତ୍ୱଧୀନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ମଧ୍ୟ ସେ ଜଲଓ୍ବା ଦେଖାଇଛନ୍ତି। ତାଙ୍କ ପ୍ରଦର୍ଶନ ଦେଖି ପୂର୍ବତନ ଭାରତୀୟ ବିସ୍ଫୋରକ ବ୍ୟାଟ୍‌ମ୍ୟାନ୍‌ ବୀରେନ୍ଦ୍ର ସେହ୍ବାଗ କହିଛନ୍ତି ଟଓ୍ବୋଟିଆ ଯେଭଳି ସମୟ ଚାଲିଛି ତାଙ୍କ ଯଦି କେହି କରୋନା ଟିକା ପ୍ରସ୍ତୁତ କରିବାକୁ ଦିଏ ତେବେ ସେ ପ୍ରସ୍ତୁତ କରିଦେବେ। ସେ ଭାରତୀୟ ଦଳର ଆଗାମୀ ଷ୍ଟାର୍‌ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମ୍ୟାଚ୍‌ରେ ସେ ୧୧ଟି ବଲ୍‌ରେ ୧୯ ରନ୍‌ ସଂଗ୍ରହ କରିଥିଲେ। ଏହାସହ ବେଙ୍ଗାଲୁରୁର ଓପନିଂ ବ୍ୟାଟ୍ସମ୍ୟାନ୍‌ ପଡିକଲଙ୍କ ଉଇକେଟ୍‌ ନେବା ସହ କୋହଲିଙ୍କ ଏକ ଅସମ୍ଭବ କ୍ୟାଚ୍‌କୁ ଧରି ସମସ୍ତଙ୍କ ଆଶ୍ଚର୍ଯ୍ୟ କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କଳିକେଶ ଜାତୀୟ ରାଇଫଲ ଆସୋସିଏଶନ ସଭାପତି ଭାବେ ନିର୍ବାଚିତ

ନୂଆଦିଲ୍ଲୀ,୨୧ା୯: କଳିକେଶ ନାରାୟଣ ସିଂଦେଓ ନ୍ୟାଶନାଲ ରାଇଫଲ ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏନ୍‌ଆରଏଆଇ)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସ୍ଥାନୀୟ କନଷ୍ଟିଚ୍ୟୁଶନ କ୍ଲବ ଅଫ୍‌ ଇଣ୍ଡିଆଠାରେ...

ଗିଲ୍‌ଙ୍କ ଚମତ୍କାର ଶତକ: ବାଂଲାଦେଶକୁ ବିଶାଳ ଟାର୍ଗେଟ୍‌

ଚେନ୍ନାଇ,୨୧।୯: ବାଂଲାଦେଶ ବିପକ୍ଷରେ ୨୮୭/୪ ସ୍କୋରରେ ଭାରତ ଦ୍ୱିତୀୟ ଇନିଂସ ଘୋଷଣା କରିଛି। ଟିମ ଇଣ୍ଡିଆ ପ୍ରଥମ ଇନିଂସରେ ୩୭୬ ରନ ସଂଗ୍ରହ କରିଥିଲା। ଏଥି...

କିଛି ଜିନିଷ ସିକ୍ରେଟ୍‌ ରହିବା ଭଲ: ରିଷଭ ପନ୍ତଙ୍କ ସହ ଡେଟିଂଙ୍କୁ ନେଇ ମୁହଁ ଖୋଲିଲେ ଉର୍ବଶୀ

ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା ପ୍ରାୟତଃ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ସହ ଡେଟିଂ ବିଷୟରେ ଗୁଜବ ପ୍ରଚାର କରିଥା’ନ୍ତି। ସୋସିଆଲ ମିଡିଆରେ ବାରମ୍ବାର ଆଲୋଚନା...

୬୩୭ ଦିନ ପରେ ଟେଷ୍ଟରେ କମାଲ୍‌ କଲେ ପନ୍ତ

ଚେନ୍ନାଇ,୨୧।୯: ଟିମ ଇଣ୍ଡିଆର ତାରକା ଉଇକେଟ କିପର-ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କ ଟେଷ୍ଟ କ୍ରିକେଟ ପ୍ରତ୍ୟାବର୍ତ୍ତନ ଦୃଢ ଼ ପ୍ରମାଣିତ ହେଉଛି। ଦେଢ ବର୍ଷରୁ ଅଧିକ ସମୟ...

ପାଟିରେ କଳାଫିତା କାମୁଡି ବ୍ୟାଟିଂ କଲେ ବାଂଲାଦେଶ ବ୍ୟାଟ୍ସମ୍ୟାନ୍‌: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୧।୯: ଚେନ୍ନାଇ ଟେଷ୍ଟର ଦ୍ୱିତୀୟ ଦିନରେ ବାଂଲାଦେଶ ଅଲରାଉଣ୍ଡର ଶାକିବ ଅଲ ହାସନ ପାଟିରେ ଏକ କଳାଫିତା କାମୁଡି ବ୍ୟାଟିଂ କରିବାକୁ ବାହାରିଥିଲେ। ଶାକିବଙ୍କ ଭିଡିଓ...

୫୧ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଲେ ଯଶସ୍ବୀ ଜୟସ୍ବାଲ: ଗାଭାସ୍କରଙ୍କୁ ପଛରେ ପକାଇଲେ

ଚେନ୍ନାଇ,୨୧।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ଏକ ରୋମାଞ୍ଚକର ମୋଡ଼ରେ ପହଞ୍ଚିଛି। ଦୁଇ ଦିନ ମଧ୍ୟରେ ଦୁଇଟି ଇନିଂସ ଶେଷ ହୋଇଛି।...

ଦକ୍ଷିଣ ଆଫ୍ରିକାକୁ ଧୂଳିଚଟାଇ ଇତିହାସ ରଚିଲା ଆଫଗାନିସ୍ତାନ

ନୂଆଦିଲ୍ଲୀ,୨୧।୯: ଆଫଗାନିସ୍ତାନ ଇତିହାସ ସୃଷ୍ଟି କରିଛି। ଦିନିକିଆ ସିରିଜରେ ଆଫଗାନିସ୍ତାନ ପ୍ରଥମ ଥର ପାଇଁ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛନ୍ତି। ଆଫଗାନିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା...

ଭାରତ ୩୦୮ ରନ୍‌ରେ ଆଗୁଆ

ଚେନ୍ନାଇ,୨୧ା୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତୀୟ ପେସ୍‌ ବୋଲର ଚମତ୍କାର ବୋଲିଂ କରିଥିବା ବେଳେ ଦ୍ୱିତୀୟ ଦିନର ଷ୍ଟମ୍ପ ଅପସାରଣ ବେଳକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri