Posted inଖେଳ

ଅନ୍ୟ ଦଳଠାରୁ ଖେଳାଳି ଆଣିପାରେ ରାଜସ୍ଥାନ ରୟାଲ୍ସ

ମୁମ୍ବାଇ,୨୬।୪ : ବିଭିନ୍ନ କାରଣରୁ ବିଦେଶୀ ଖେଳାଳି ଚଳିତ ଆଇପିଏଲରୁ ଓହରି ଯିବା ପରେ ରାଜସ୍ଥାନ ରୟାଲ୍ସ ଅନ୍ୟ ଆଇପିଏଲ ଦଳଠାରୁ ଲୋନ ଆକାରରେ ଖେଳାଳିଙ୍କୁ ନେବା ପାଇଁ ଇଚ୍ଛା ପ୍ରକାଶ କରିଛି।

ବେନ ଷ୍ଟୋକ୍ସ ଓ ଜୋଫ୍ରା ଆର୍ଚ୍ଚର ଆହତ ସମସ୍ୟା ଯୋଗୁ ଚଳିତ ଆଇପିଏଲରୁ ବାଦ୍‌ ପଡ଼ିଥିବାବେଳେ ବାୟୋ ବବ୍‌ଲରେ ରହି ରହି ଥକି ପଡ଼ିବାରୁ ଲିଆମ ଲିଭିଙ୍ଗଷ୍ଟୋନ ସ୍ବଦେଶ ଫେରିଛନ୍ତି। ଭାରତରେ ବଢ଼ୁଥିବା କୋଭିଡ୍‌ ସଂକ୍ରମଣ ଭୟରେ ଆଇପିଏଲରୁ ଓହରି ଯାଇଛନ୍ତି ଆଣ୍ଡ୍ର୍ୟୁ ଟାଇ।

ରାଜସ୍ଥାନ ଦଳ ଅନ୍ୟ ଦଳଠାରୁ ଲୋନ ଆକାରରେ ଖେଳାଳିଙ୍କୁ ନେବାକୁ ଚାହୁଁଛି। ଏଥି ନେଇ ଅନ୍ୟ ଫ୍ରାଞ୍ଚାଇଜକୁ ଲିଖିତ ଅନୁରୋଧ କରାଯାଇଛି। କିନ୍ତୁ ଏପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ନିଆଯାଇ ନାହିଁ ବୋଲି ସୂତ୍ରରୁ ଜଣାପଡ଼ିଛି। ଆଇପିଏଲ ନିୟମ ଅନୁଯାୟୀ, ଚଳିତ ସିଜନରେ ଦଳ ପାଇଁ ୨ରୁ କମ୍‌ ମ୍ୟାଚ୍‌ ଖେଳିଥିବା ଖେଳାଳିଙ୍କୁ ଲୋନ ଆକାରରେ ନିଆ ଯାଇପାରିବ। କିନ୍ତୁ ସେହି ଖେଳାଳି ହୋମ ଫ୍ରାଞ୍ଚାଇଜ ବିପକ୍ଷରେ ଖେଳି ପାରିବେ ନାହିଁ। ଆଉ ଏହି ପ୍ରକ୍ରିୟା ସୋମବାର(୨୬ ଏପ୍ରିଲ)ଠାରୁ ଆରମ୍ଭ ହୋଇଛି। ଏହା ଲିଗ୍‌ ପର୍ଯ୍ୟାୟର ଅନ୍ତିମ ମ୍ୟାଚ୍‌ ପର୍ଯ୍ୟନ୍ତ ଚାଲିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହାତକୁ ଦି’ ହାତ ହେଲେ ପିଭି ସିନ୍ଧୁ

ଭାରତର ବ୍ୟାଡମିଣ୍ଟନ ଖେଳାଳି ପିଭି ସିନ୍ଧୁ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ରାଜସ୍ଥାନର ଉଦୟପୁରରେ ଧୂମଧାମରେ ସେ ବ୍ୟବସାୟୀ ଭେଙ୍କଟ ଦତ୍ତା ସାଇଙ୍କ ହାତ ଧରିଛନ୍ତି।...

ବଡ଼ ରେକର୍ଡ କଲେ ପାଣ୍ଡ୍ୟା: ବିସ୍ଫୋରକ ଇନିଂସ ଖେଳି…

ନୂଆଦିଲ୍ଲୀ,୨୩।୧୨: ବିଜୟ ହଜାରେ ଟ୍ରଫି ୨୦୨୪ରେ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ପ୍ରଥମେ ବ୍ୟାଟିଂ କରି ବରୋଦା ୪୦୦ ରନ ମାର୍କ ଅତିକ୍ରମ କରିଛନ୍ତି। ଏହି ସମୟରେ...

ଭାରତକୁ ମିଳିଗଲା ଲେଡି ଜାହିର ଖାନ୍‌! କୁନି ଝିଅଙ୍କ ଦିଓ୍ବାନା ହେଲେ ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୨୩।୧୨: ମହାନ କ୍ରିକେଟର ସଚିନ ତେନ୍ଦୁଲକର ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓରେ ଏକ ଛୋଟ ଝିଅ ବୋଲିଂ କରୁଥିବା ଦେଖାଯାଉଛି,...

ମ୍ୟାଚ୍‌ ଚାଲିଥିବାବେଳେ ପଡିଆରେ ମହିଳା ଜନ୍ମଦେଲେ ପୁଅ….ସ୍ମୃତିରେ ରହିଗଲା ପାକିସ୍ତାନ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌

ଜୋହାନ୍ସବର୍ଗ,୨୩।୧୨: ଜୋହାନ୍ସବର୍ଗର ୱାଣ୍ଡର୍ସ ଷ୍ଟାଡିୟମରେ ପାକିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚ କ୍ରିକେଟ ବାହାରେ ଏକ ନିଆରା ଅନୁଭୂତି ଥିଲା।...

କୋହଲିଙ୍କ ନିକଟରେ ସୁବର୍ଣ୍ଣ ସୁଯୋଗ: ମାତ୍ର ୧୩୪ ରନ୍‌ କଲେ ଭାଙ୍ଗିବେ ମହାରେକର୍ଡ

ନୂଆଦିଲ୍ଲୀ,୨୩।୧୨: ବିରାଟ କୋହଲି ବର୍ତ୍ତମାନର ଅଷ୍ଟ୍ରେଲିଆ ଗସ୍ତ ଏକ ଶତକରୁ ଆରମ୍ଭ କରିଥିଲେ। କିନ୍ତୁ ପରବର୍ତ୍ତୀ ଦୁଇଟି ଟେଷ୍ଟ ମ୍ୟାଚରେ ତାଙ୍କ ବ୍ୟାଟ ଚୁପ ରହିଥିଲା।...

ଇତିହାସ ରଚିଲା ପାକିସ୍ତାନ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୨୩।୧୨:ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ପାକିସ୍ତାନ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ସିରିଜର ତୃତୀୟ ତଥା ଶେଷ ମ୍ୟାଚରେ ଡକ୍‌ୱର୍ଥ-ଲୁଇସ୍‌ ନିୟମ ଅଧୀନରେ ପାକିସ୍ତାନ...

ଭାରତ ଗସ୍ତ ପାଇଁ ଇଂଲଣ୍ଡ ଦଳ ଘୋଷଣା

ଲଣ୍ଡନ,୨୨।୧୨: ଜାନୁଆରୀ ୨୨ରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଟି-୨୦ ଏବଂ ଦିନିକିଆ ସିରିଜ ଖେଳାଯିବ। ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ ଏଥିପାଇଁ ଦଳ...

ବକ୍ସିଂ ଡେ ଟେଷ୍ଟ ପୂର୍ବରୁ ଭାରତକୁ ବଡ଼ ଝଟ୍‌କା

ସିଡନୀ,୨୨।୧୨: ଅଷ୍ଟ୍ରେଲିଆ ବିପକ୍ଷ ବକ୍ସିଂ ଡେ ଟେଷ୍ଟ ପୂର୍ବରୁ ଭାରତୀୟ ଅଧିନାୟକ ରୋହିତ ଶର୍ମା ଆହତ ହୋଇଛନ୍ତି। ରବିବାର ଅଭ୍ୟାସ ସମୟରେ ରୋହିତଙ୍କ ଆଣ୍ଠୁରେ ଆଘାତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri