ଲାଇଭ୍‌ ମ୍ୟାଚ୍‌ରେ ପ୍ରେମିକଙ୍କୁ ପ୍ରପୋଜ୍‌ କଲେ ଯୁବତୀ

ପୁଣେ,୫।୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁର (ଆରସିବି) ଏବଂ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ମଧ୍ୟରେ ଖେଳାଯାଇଥିବା ଆଇପିଏଲ ମ୍ୟାଚ ସମୟରେ ଏକ ପ୍ରେମ ଯୋଡି ଟିଭିରେ ସମଗ୍ର ବିଶ୍ୱର ଦୃଷ୍ଟି ଆକର୍ଷଣ କରିଥିଲେ। ଲାଇଭ ମ୍ୟାଚ ସମୟରେ ଷ୍ଟାଡିୟମରେ ଉପସ୍ଥିତ ଥିବା ଜଣେ ଯୁବତୀ ନିଆରା ଢଙ୍ଗରେ ନିଜ ପ୍ରେମ ପ୍ରକାଶ କରିଥିଲେ। ଯୁବତୀ ଜଣଙ୍କ ମୁଦି ପିନ୍ଧାଇ ପ୍ରେମିକଙ୍କୁ ପ୍ରପୋଜ କରିଥିଲେ। ଏହି ଯୋଡିଙ୍କ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।
ଚେନ୍ନାଇ ସୁପର କିଙ୍ଗ୍ସର ବ୍ୟାଟିଂ ସମୟର ଏକାଦଶ ଓଭରରେ ଏହି ଘଟଣା ଘଟିଥଲା। ସେହି ସମୟରେ ଦର୍ଶକଙ୍କ ମଧ୍ୟରେ ଉପସ୍ଥିତ ଥିବା ଯୁବତୀ ତାଙ୍କ ପ୍ରେମିକଙ୍କୁ ପ୍ରପୋଜ କରିଥିଲେ। ଯୁବତୀ ସମସ୍ତଙ୍କ ସାମ୍ନାରେ ଆଣ୍ଠୁମାଡି ପ୍ରେମିକଙ୍କୁ ମୁଦି ପିନ୍ଧାଇଥିଲେ। ଏହା ପରେ ଆରସିବି ଜର୍ସିରେ ଥିବା ଏହି ଯୁବକ ତାଙ୍କ ପ୍ରେମିକାଙ୍କ ପ୍ରସ୍ତାବକୁ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ଗସ୍ତ ପାଇଁ ଇଂଲଣ୍ଡ ଦଳ ଘୋଷଣା

ଲଣ୍ଡନ,୨୨।୧୨: ଜାନୁଆରୀ ୨୨ରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଟି-୨୦ ଏବଂ ଦିନିକିଆ ସିରିଜ ଖେଳାଯିବ। ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ ଏଥିପାଇଁ ଦଳ...

ବକ୍ସିଂ ଡେ ଟେଷ୍ଟ ପୂର୍ବରୁ ଭାରତକୁ ବଡ଼ ଝଟ୍‌କା

ସିଡନୀ,୨୨।୧୨: ଅଷ୍ଟ୍ରେଲିଆ ବିପକ୍ଷ ବକ୍ସିଂ ଡେ ଟେଷ୍ଟ ପୂର୍ବରୁ ଭାରତୀୟ ଅଧିନାୟକ ରୋହିତ ଶର୍ମା ଆହତ ହୋଇଛନ୍ତି। ରବିବାର ଅଭ୍ୟାସ ସମୟରେ ରୋହିତଙ୍କ ଆଣ୍ଠୁରେ ଆଘାତ...

Asia Cup 2024: ବାଂଲାଦେଶକୁ ହରାଇ ପ୍ରତିଶୋଧ ନେଲା ଭାରତ

ନୂଆଦିଲ୍ଲୀ,୨୨।୧୨: ଅଣ୍ଡର -୧୯ ମହିଳା ଏସିଆ କପ ୨୦୨୪ରେ ଭାରତୀୟ କ୍ରିକେଟ ଦଳ ବାଂଲାଦେଶକୁ ପରାସ୍ତ କରି ଟାଇଟଲ ଜିତିଛି। ଚଳିତ ବର୍ଷ ଭାରତର ଯୁବ...

କେ ଏଲ୍‌ ରାହୁଲଙ୍କ ପରେ ରୋହିତ ଶର୍ମା ଆହତ, ଟିମ୍‌ ଇଣ୍ଡିଆର ବଢ଼ିଲା ଚିନ୍ତା…

ନୂଆଦିଲ୍ଲୀ,୨୨।୧୨: ବର୍ଡର-ଗାଭାସ୍କର ଟ୍ରଫିରେ ଆଉ ୨ ମୁକାବିଳା ଖେଲାଯିବ। ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଲାଗି ଟୁର୍ନାମେଣ୍ଟ ଗୁରୁତ୍ୱ ରଖୁଥିବାରୁ ଉଭୟ ଟିମ୍‌ ଲାଗି ବିଜୟ ଗୁରୁତ୍ୱ...

ଆପଣ କେରମ ବଲରେ ବୋଲ୍ଡ କରିଦେଲେ, ଆର ଅଶ୍ୱିନଙ୍କ ପାଇଁ ଏମିତି ଲେଖିଲେ ମୋଦି

ନୂଆଦିଲ୍ଲୀ,୨୨।୧୨: ବ୍ରିସବେନରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ତୃତୀୟ ଟେଷ୍ଟ ମ୍ୟାଚ ପରେ ଭାରତୀୟ ଦଳର ଭେଟେରାନ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ନିକଟରେ ଅବସର ନେଇଛନ୍ତି। ମ୍ୟାଚ...

୨୩ ଫେବୃଆରୀରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ!, ମାର୍ଚ୍ଚରେ ଫାଇନାଲ

ନୂଆଦିଲ୍ଲୀ,୨୨।୧୨: ୨୦୨୫ ଚାମ୍ପିଅନ୍ସ ଟ୍ରଫି ବିଷୟରେ ବର୍ତ୍ତମାନ ବିଶ୍ୱ କ୍ରିକେଟ ରେ ଏକ ଆଲୋଚନା ହେଉଛି । ଏହି ବିଶ୍ୱସ୍ତରୀୟ ଟୁର୍ନାମେଣ୍ଟ ଆରମ୍ଭ ହେବାକୁ ଦୁଇ...

ଅଶ୍ୱିନଙ୍କ ସନ୍ନ୍ୟାସକୁ ନେଇ ଆସିଲା ପତ୍ନୀଙ୍କ ପ୍ରଥମ ପ୍ରତିକ୍ରିୟା, ଲେଖିଲେ ପ୍ରେମ ଚିଠି…

ନୂଆଦିଲ୍ଲୀ,୨୧।୧୨: ନିକଟରେ ଟିମ ଇଣ୍ଡିଆର ମହାନ ଅଲରାଉଣ୍ଡର ରବିଚନ୍ଦ୍ରନ ଅଶ୍ୱିନ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଅଶ୍ୱିନଙ୍କ ହଠାତ ଅବସର ନିଷ୍ପତ୍ତି ଅନେକଙ୍କୁ ଚକିତ...

ପୁଣି ବିବାଦରେ ବିରାଟଙ୍କ ଲୋକପ୍ରିୟ ରେଷ୍ଟୁରାଣ୍ଟ ‘ଓ୍ବାନ୍‌ 8 କମ୍ୟୁନ୍‌’, ବଡ଼ ଅବହେଳା ଯୋଗୁ ମିଳିଲା ନୋଟିସ୍‌

ବେଙ୍ଗାଲୁରୁ,୨୧।୧୨: ଅଷ୍ଟ୍ରେଲିଆ ଖବରଦାତାଙ୍କ ସହ କଥା କଟାକଟିକୁ ନେଇ ଚର୍ଚ୍ଚାରେ ଥିବା ଭାରତୀୟ କ୍ରିକେଟର ବିରାଟ କୋହଲି ବିବାଦ ଘେରକୁ ଆସିଛନ୍ତି। ବେଙ୍ଗାଲୁରୁରେ ଥିବା ତାଙ୍କର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri