Posted inଖେଳ

ଆଇପିଏଲ ଫାଇନାଲ ମ୍ୟାଚ ପାଇଁ ଟିକେଟ୍‌ ବିକ୍ରି ଆରମ୍ଭ: ଜାଣନ୍ତୁ ସବୁଠାରୁ ଶସ୍ତା ଟିକେଟ୍‌ର ଦାମ୍‌…

ନୂଆଦିଲ୍ଲୀ,୨୦।୫: ଆଇପିଏଲ ୨୦୨୪ର ପ୍ଲେ ଅଫ ପର୍ଯ୍ୟାୟ ୨୧ ମେ’ରୁ ଆରମ୍ଭ ହେଉଛି। ସନରାଇଜର୍ସ ହାଇଦ୍ରାବାଦ(ଏସଆରଏଚ୍‌ ), କୋଲକାତା ନାଇଟ ରାଇଡର୍ସ (କେକେଆର୍‌), ରାଜସ୍ଥାନ ରୟାଲ୍ସ (ଆରଆର) ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଏହି ଚାରିଟି ଦଳ ପ୍ଲେ ଅଫରେ ଅଛନ୍ତି। ଚେନ୍ନାଇର ଚେପାକ ଷ୍ଟାଡିୟମରେ ୨୬ ମେ’ରେ ସିଜିନର ଫାଇନାଲ ଖେଳାଯିବ। ଏବେ ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର ହେଉଛି ଆଇପିଏଲ ୨୦୨୪ ଫାଇନାଲ ପାଇଁ ଟିକେଟ୍‌ ବିକ୍ରି ଆରମ୍ଭ ହୋଇଛି। ଫାଇନାଲ ମ୍ୟାଚ ପାଇଁ ଆପଣ କିପରି ଟିକେଟ୍‌ କିଣି ପାରିବେ ଜାଣନ୍ତୁ । ଏହା ବ୍ୟତୀତ ସବୁଠାରୁ ଶସ୍ତା ଏବଂ ମହଙ୍ଗା ଟିକେଟ୍‌ କେତେ ଅଛି ଆମେ ଆପଣଙ୍କୁ କହିବୁ…

ଆଇପିଏଲ ୨୦୨୪ର ଫାଇନାଲ ପାଇଁ ଟିକେଟ୍‌ ଆରମ୍ଭ ମୂଲ୍ୟ ୩୫୦୦ଟଙ୍କା ରଖାଯାଇଛି ଏବଂ ଷ୍ଟାଣ୍ଡ ଅନୁଯାୟୀ ସବୁଠାରୁ ମହଙ୍ଗା ଟିକେଟ ମୂଲ୍ୟ ୭,୫୦୦ ଟଙ୍କା ସ୍ଥିର କରାଯାଇଛି। ଗୋଟିଏ କଥା ଧ୍ୟାନ ଦେବା ଉଚିତ ଯେ ବର୍ତ୍ତମାନ କେବଳ ରୁପେ କାର୍ଡ ଧରିଥିବା ଲୋକମାନେ ଏହି ଟିକେଟ୍‌ କିଣି ପାରିବେ। ଅନ୍ୟ ସମସ୍ତ ଲୋକଙ୍କ ପାଇଁ ଆସନ୍ତାକାଲିଠାରୁ ଟିକେଟ୍‌ ବିକ୍ରି ଆରମ୍ଭ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଓଡ଼ିଶାରେ ପହଞ୍ଚିଲେ ଚାମ୍ପିୟନ ଟିମ୍‌: ବିମାନବନ୍ଦରରେ ଭବ୍ୟ ସ୍ବାଗତ

ଭୁବନେଶ୍ୱର,୧୮ା୧୧: ଚେନ୍ନାଇରେ ଅନୁଷ୍ଠିତ ୧୪ତମ ଜାତୀୟ ସିନିୟର ହକି ଚାମ୍ପିୟନଶିପ୍‌ରେ ହରିୟାଣାକୁ ୫-୧ରେ ହରାଇ ଓଡ଼ିଶା ପୁରୁଷ ଦଳ ପ୍ରଥମ ଥର ପାଇଁ ଚାମ୍ପିୟନ ହୋଇଛି।...

ବୁମ୍‌ରାଙ୍କ ପାଇଁ କାଳ ଏହି ଅଷ୍ଟ୍ରେଲିୟ ବ୍ୟାଟ୍ସମ୍ୟାନ୍‌

ନୂଆଦିଲ୍ଲୀ,୧୭।୧୧: ଭାରତୀୟ ବୋଲର୍‌ ଜସପ୍ରିତ ବୁମ୍‌ରା ନିଜର ସ୍ବତନ୍ତ୍ର ବୋଲିଂ ଶୈଳୀକୁ ନେଇ ସାରା ବିଶ୍ୱରେ ପରିଚିତ। ତାଙ୍କ ସାମ୍ନାରେ ବଡ଼ ବଡ଼ ବ୍ୟାଟ୍ସମ୍ୟାନ ଅଧିକ...

ହକିରେ ଇତିହାସ ରଚିଲା ଓଡ଼ିଶା: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬ା୧୧(ସରୋଜ ଜେନା): ଚେନ୍ନାଇରେ ଅନୁଷ୍ଠିତ ୧୪ତମ ଜାତୀୟ ସିନିୟର ହକି ଚାମ୍ପିୟନଶିପ୍‌ରେ ଶନିବାର ହରିୟାଣାକୁ ୫-୧ରେ ହରାଇ ଓଡ଼ିଶା ପ୍ରଥମ ଥର ଚାମ୍ପିୟନ ଆଖ୍ୟା ଅର୍ଜନ...

ପାକିସ୍ତାନର ମନ୍ଦ ଉଦ୍ଦେଶ୍ୟକୁ ନେଇ ଆଇସିସିର ବଡ଼ ଘୋଷଣା: ଭାରତ ଆସିବ ଚାମ୍ପିଅନ୍ସ ଟ୍ରଫି…

ନୂଆଦିଲ୍ଲୀ,୧୬।୧୧: ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ ର କାର୍ଯ୍ୟସୂଚୀକୁ ଉତ୍ସାହର ସହିତ ଅପେକ୍ଷା କରିଛି। ଏହି ଟୁର୍ନାମେଣ୍ଟକୁ ପାକିସ୍ତାନ ଆୟୋଜନ କରିବାକୁ ଥିବା ବେଳେ ପାକିସ୍ତାନ...

ଟିମ୍‌ ଇଣ୍ଡିଆରେ ଆଉ ନଜର ଆସିବେନି ସୂର୍ଯ୍ୟକୁମାର ଯାଦବ! ମନେ ପକାଇବେ ପ୍ରଶଂସକ, ଏ ହେଉଛି କାରଣ…

ନୂଆଦିଲ୍ଲୀ,୧୬।୧୧: ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଟିମ୍‌ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ସ୍ମରଣୀୟ ପାଲଟିଛି। ଦଳ ୪ ମ୍ୟାଚ୍‌ର ଟି୨୦ ସିରିଜର ୩-୧ରେ ବାଜି ମାରିଛି।...

ମାର୍କ କିଙ୍ଗ୍‌ ୫ ବର୍ଷ ବାସନ୍ଦ

ଶିଫିଲ୍ଡ, ୧୬ା୧୧ (ଏପି): ଇଂଲିଶ ସ୍ନୁକର ଖେଳାଳି ମାର୍କ କିଙ୍ଗ୍‌ଙ୍କୁ ଶୁକ୍ରବାର ୫ ବର୍ଷ ବାସନ୍ଦ କରାଯାଇଛି। ମ୍ୟାଚ ଫିକ୍ସିଂ କରିବା ଓ ଟୁର୍ନାମେଣ୍ଟର ଭିତିରି...

ଆଇପିଏଲ୍‌ ନିଲାମିରେ ୫୭୪ ଖେଳାଳି

ନୂଆଦିଲ୍ଲୀ, ୧୬ା୧୧ (ପି.ଟି.): ଆଗାମି ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ୨୦୨୫ ପାଇଁ ଖେଳାଳି ନିଲାମି ନଭେମ୍ବର ୨୪ ଓ ୨୫ରେ ସାଉଦି ଆରବର ଜେଦାହଠାରେ...

ରୋହିତ ଶର୍ମାଙ୍କ ବଡ଼ ରେକର୍ଡ ଭାଙ୍ଗିଦେଲେ ତିଳକ ବର୍ମା

ସେଞ୍ଚୁରିୟନ୍‌,୧୬।୧୧: ତିଳକ ବର୍ମା ଦକ୍ଷିଣ ଆଫ୍ରିକା ବିପକ୍ଷରେ ବିସ୍ଫୋରକ ପ୍ରଦର୍ଶନ କରି କ୍ରମାଗତ ଦ୍ୱିତୀୟ ଶତକ ହାସଲ କରିଛନ୍ତି। ଟି-୨୦ ସିରିଜର ଚତୁର୍ଥ ମ୍ୟାଚ୍‌ରେ ଟିମ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri