Posted inଖେଳ

କୋଲକାତା-ରାଜସ୍ଥାନ ମ୍ୟାଚ ତାରିଖରେ ହେବ ପରିବର୍ତ୍ତନ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ୧୭ତମ ସିଜନ ଆରମ୍ଭ ହୋଇଯାଇଛି। ଏପର୍ଯ୍ୟନ୍ତ ୧୩ଟି ମ୍ୟାଚ ଖେଳାଯାଇଛି । ଏହି ସମୟରେ କେକେଆର ଏବଂ ରାଜସ୍ଥାନ ମ୍ୟାଚକୁ ନେଇ ଏକ ଖରାପ ଖବର ସାମ୍ନାକୁ ଆସିଛି। ବାସ୍ତବରେ କୋଲକାତା ଏବଂ ରାଜସ୍ଥାନ ମଧ୍ୟରେ ହେବାକୁ ଥିବା ମ୍ୟାଚକୁ ନେଇ ସଙ୍କଟ ଦେଖାଯାଇଛି।

ଏପ୍ରିଲ ୧୭ରେ ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସର ଘରୋଇ ମ୍ୟାଚ ଉପରେ ସମସ୍ୟା ଦେଖାଦେଇଛି । ୧୭ ଏପ୍ରିଲରେ କେକେଆର୍‌ ନିଜ ଘର ଗ୍ରାଉଣ୍ଡରେ ରାଜସ୍ଥାନ ରୟାଲ୍ସକୁ ସାମ୍ନା କରିବାକୁ ପଡିବ। ତେବେ ଏହି ସମୟରେ ଖବର ରହିଛି କି ଏହି ମ୍ୟାଚ ରିସିଡ୍ୟୁଲ ହୋଇପାରେ। ବାସ୍ତବରେ, ରିପୋର୍ଟରେ କୁହାଯାଇଛି ଯେ ବିସିସିଆଇ ଏହି ମ୍ୟାଚକୁ ଅନ୍ୟତ୍ର ସ୍ଥାନାନ୍ତର କରିପାରିବ କିମ୍ବା ଏହି ମ୍ୟାଚ ଅନ୍ୟ ଦିନରେ ଖେଳାଯାଇପାରେ। ଏହାର ଅର୍ଥ ଏହି ମ୍ୟାଚର ତାରିଖ ପରିବର୍ତ୍ତନ କରାଯାଇପାରେ। ରିପୋର୍ଟ ଅନୁଯାୟୀ, ଫ୍ରାଞ୍ଚାଇଜ, ରାଜ୍ୟ ସଙ୍ଗଠନ ଏବଂ ପ୍ରସାରଣକାରୀଙ୍କ ସମେତ ସମସ୍ତ ଦଳଙ୍କୁ ଏ ସମ୍ପର୍କରେ ଅବଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଇତାନ ସ୍ବାମୀର କାରନାମା: ସ୍ତ୍ରୀକୁ ମାରି ବକ୍ସ ଖଟରେ ୨ ଦିନ ଲୁଚାଇଲେ

ନବରଙ୍ଗପୁର,୨୧।୪: ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଥାନା ଅଂଚଳରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି। ଏଠାରେ ଜଣେ ବ୍ୟକ୍ତି ସ୍ତ୍ରୀ ହତ୍ୟା କରି ବକ୍ସ ଖଟରେ ୨...

୭ ହାଇକୋର୍ଟ ବିଚାରପତିଙ୍କ ବଦଳି ସୁପାରିଶ କଲେ ସୁପ୍ରିମକୋର୍ଟ କଲେଜିୟମ, ଓଡ଼ିଶା ଆସିବେ ଜଷ୍ଟିସ ଦୀକ୍ଷିତ କୃଷ୍ଣ ଶ୍ରୀପାଦ 

ନୂଆଦିଲ୍ଲୀ,୨୧।୪: ଅନ୍ତର୍ଭୁକ୍ତି, ବିବିଧତା ଏବଂ ନ୍ୟାୟ ପ୍ରଶାସନକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ, ସୁପ୍ରିମକୋର୍ଟ କଲେଜିୟମ ଦେଶର ବିଭିନ୍ନ ହାଇକୋର୍ଟରେ ସାତ...

Video: ରାଜପଥରେ ଦୁଇ ମାଙ୍କଡ଼ ଗୋଷ୍ଠୀଙ୍କ ମଧ୍ୟରେ ଘମାଘୋଟ ଲଢ଼େଇ, ଲୋମଟାଙ୍କୁରା ଦୃଶ୍ୟ ଦେଖି ହେବେ କାବା

ସୋସିଆଲ ମିଡିଆରେ ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ଅଧିକ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଦୁଇଟି ମାଙ୍କଡ ଗୋଷ୍ଠୀ ରାଜପଥ ଉପରେ ଲଢ଼ୁଥିବା ଦେଖାଯାଉଛି। ଏହି ଦୃଶ୍ୟ...

ଏହି ଅଭିନେତ୍ରୀଙ୍କ ପାଇଁ ଭାଙ୍ଗିଗଲା ଶୁବମନ-ସାରା ତେନ୍ଦୁଲକରଙ୍କ ସମ୍ପର୍କ?

ମୁମ୍ବାଇ: କ୍ରିକେଟ ସହ ବଲିଉଡର ସମ୍ପର୍କ ବେଶ ପୁରୁଣା। ଏମିତିରେ କିଛି କ୍ରିକେଟର ଏମିତି ଅଛନ୍ତି ଯେଉଁମାନେ ଅଭିନେତ୍ରୀମାନଙ୍କୁ ଜୀବନସାଥୀ ଭାବେ ବାଛି ଖୁସିରେ ଦାମ୍ପତ୍ୟ...

ପୋପ୍ ଫ୍ରାନ୍ସିସଙ୍କର ୮୮ ବର୍ଷ ବୟସରେ ପରଲୋକ

ନୂଆଦିଲ୍ଲୀ,୨୧।୪: ରୋମାନ କ୍ୟାଥୋଲିକ ଚର୍ଚ୍ଚର ପ୍ରଥମ ଲାଟିନ ଆମେରିକୀୟ ନେତା ପୋପ୍ ଫ୍ରାନ୍ସିସ ୮୮ ବର୍ଷ ବୟସରେ ପ୍ରାଣ ତ୍ୟାଗ କରିଛନ୍ତି। ଭାଟିକାନ ସୋମବାର ଏକ...

ଶଙ୍ଖଭବନରେ ସଭାପତିଙ୍କ ହାତକୁ ପଦ୍ମଫୁଲ ବଢ଼ାଇଦେଲେ ମୁନ୍ନା, ନବୀନ ଦେଲେ ଏମିତି ପ୍ରତିକ୍ରିୟା

ଭୁବନେଶ୍ୱର,୨୧।୪: ୱକଫ୍‌ ବିଲ୍‌କୁ ନେଇ ଦଳରେ ଉଠିବା ଥିବା ଝଡ ମଧ୍ୟରେ ନବୀନ ପଟ୍ଟନାୟକ ୯ମ ଥର ବିଜୁ ଜନତା ଦଳର ସଭାପତି ନିର୍ବାଚିତ ହୋଇଛନ୍ତି।...

ଶପଥ ନେଲେ ଖେମୁଣ୍ଡି ଓକିଲ ସଂଘ କର୍ମକର୍ତ୍ତା

ଦିଗପହଣ୍ଡି,୨୧ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାଙ୍କ ଶପଥ ଗ୍ରହଣ ଉତ୍ସବ ସୋମବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି। ଓକିଲ...

ରାଜନୀତିରୁ ସନ୍ନ୍ୟାସ ନେଲେ ବିଜେଡି ନେତା ରଘୁନନ୍ଦନ, ଗଣମାଧ୍ୟମ ସାମ୍ନାନାରେ କହିଲେ…

ଭୁବନେଶ୍ୱର,୨୧।୪: ଜଗତସିଂହପୁର ଜିଲା ବାଲିକୁଦା ଏବଂ ଏରସମାର ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ରଘୁ ନନ୍ଦନ ଦାସ ରାଜନୀତିରୁ ଅବସର ନେଇଥିବା ଗଣମାଧ୍ୟମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image