ପ୍ରେମିକଙ୍କ ହାତ ଧରିଲେ ଆମିରଙ୍କ ଝିଅ ଇରା

ବମ୍ବେ: ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ବଲିଉଡ୍‌ର ପରଫେକ୍ସନିଷ୍ଟ ଆମିର ଖାନ୍‌ଙ୍କ ଝିଅ ଇରା। ପ୍ରେମିକ ନୂପୁର ଶିଖରେଙ୍କ ହାତ ଧରିଛନ୍ତି ସେ। ଧୁମ୍‌ଧାମ୍‌ରେ ନୁହେଁ ବରଂ ବେଶ୍‌ ସାଧାରଣ ଢ଼ଙ୍ଗରେ ଏହି ବିବାହ ଅନୁଷ୍ଠିତ ହୋଇଥିଲା। ଦୁହେଁ ପରିବାର ଏବଂ ବନ୍ଧୁଙ୍କ ଗହଣରେ ନିଜର ବିବାହ ପଞ୍ଜିକରଣ କରିଥିଲେ।

ସୋସିଆଲ ମିଡିଆରେ ଇରାଙ୍କ ଖାସ୍‌ ମୂହୁର୍ତ୍ତର ଭିଡିଓ ଭାଇରାଲ ହେଉଛି। ଭିଡିଓରେ ଇରା ପାରମ୍ପରିକ ପୋଷାକ ପିନ୍ଧିଥିବା ବେଳେ ନୂପୁର ଜିମ୍‌ ପୋଷାକ ପିନ୍ଧିଛନ୍ତି। ଏହି ବିବାହ ସମୟରେ ଆମିରଙ୍କ ସହ ପୂର୍ବପତ୍ନୀ ରିନା ଦତ୍ତା ଉପସ୍ଥିତ ରହି ନବବିବାହିତ ଯୋଡ଼ିକୁ ଆଶୀର୍ବାଦ ଦେଇଛନ୍ତି। ଏହାଛଡ଼ା ଆମିରଙ୍କ ଅନ୍ୟତମ ପୂର୍ବପତ୍ନୀ କିରଣ ରାଓ ମଧ୍ୟ ସେଠାରେ ଉପସ୍ଥିତ ଥିବା ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁବଇରୁ ବୁଲେଟ ପ୍ରୁଫ କାର ମଗାଇଲେ ସଲମାନ, ଏହାର ଦାମ୍‌ ରହିଛି…

ମୁମ୍ବାଇ,୧୯।୧୦: ବାବା ସିଦ୍ଦିକୀଙ୍କ ମୃତ୍ୟୁ ପରେ ବଲିଉଡ ଅଭିନେତା ସଲମାନ ଖାନଙ୍କ ସୁରକ୍ଷା ଯଥେଷ୍ଟ ବୃଦ୍ଧି ପାଇଛି। ନିକଟରେ ପୋଲିସ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ସୁଟର...

ସଲମାନଙ୍କୁ ହତ୍ୟା ଧମକ ନେଇ ମୁହଁ ଖୋଲିଲେ ପିତା: କ୍ଷମା ମାଗିବା ନେଇ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୧୯।୧୦: ଅଭିନେତା ସଲମାନ ଖାନଙ୍କୁ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗରୁ ଆସୁଥିବା ଧମକ ଉପରେ ମୁହଁ ଖୋଲିଛନ୍ତି ପିତା ସଲିମ ଖାନ। ସେ କହିଛନ୍ତି, ସଲମାନ କାହାକୁ...

ଅଭିନେତା ବୁଦ୍ଧାଦିତ୍ୟଙ୍କ ନାଁରେ ଏତଲା: ଜାଣନ୍ତୁ କ’ଣ ରହିଛି ମାମଲା

ଭୁବନେଶ୍ୱର,୧୯ା୧୦(ସତ୍ୟଜିତ୍‌ ରାଉତ):ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ଏନ୍‌ସିପି ନେତା ବାବା ସିଦ୍ଦିକଙ୍କ ହତ୍ୟା ମାମଲାରେ ଅଭିଯୁକ୍ତ ଥିବା ଗ୍ୟାଙ୍ଗଷ୍ଟର୍‌ ଲରେନ୍ସ ବିଷ୍ଣୋଇଙ୍କ ଫଟୋ ପୋଷ୍ଟ...

ଶୁଟିଂ ସେଟ୍‌ରେ ମୋର ମୃତ୍ୟୁ ହେଉ: ଶାହାରୁଖ ଖାନ୍‌

ମୁମ୍ବାଇ: ଶାହରୁଖ ଖାନଙ୍କୁ ବଲିଉଡର କିଙ୍ଗ ଖାନ ବୋଲି କୁହାଯାଏ। ବଲିଉଡ ଅଭିନେତା ଶାହାରୁଖ ଖାନ ଜଣେ ଏଭଳି ବ୍ୟକ୍ତିତ୍ବ ଯିଏ ସାରା ବିଶ୍ୱରେ ଖ୍ୟାତି...

ସଲମାନ କେମିତି କ୍ଷମା ମାଗିଲେ ମାନି ଯିବେ ଲରେନ୍ସ, ଜାଣନ୍ତୁ କ୍ଷମା ମାଗିବାକୁ କ’ଣ ରହିଛି କଡା ନିୟମ

ମୁମ୍ବାଇ,୧୮।୧୦: ରାଜାନେତା ବାବା ସିଦ୍ଦିକୀଙ୍କ ହତ୍ୟା ପରେ ବଲିଉଡ ଅଭିନେତା ସଲମାନ ଖାନଙ୍କ ସୁରକ୍ଷା ବୃଦ୍ଧି କରାଯାଇଛି। ତାଙ୍କ ଘର ନିକଟରେ ଆସୁଥିବା ଲୋକଙ୍କ ଉପରେ...

‘ବାବା ସିଦ୍ଧକିଙ୍କଠାରୁ ଖରାପ ହେବ ଅବସ୍ଥା’; ପୁଣି ଭାଇଜାନଙ୍କୁ ଧମକ ମିଳିବା ପରେ ଚିନ୍ତାରେ ପରିବାର

ମୁମ୍ବାଇ: ବଲିଉଡ୍‌ ଅଭିନେତା ସଲମାନ ଖାନଙ୍କୁ ପୁଣି ଧମକ। ମୁମ୍ବାଇ ପୋଲିସକୁ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଶ୍ନୋଇ ଗ୍ୟାଙ୍ଗ ପକ୍ଷରୁ ଏକ ବାର୍ତ୍ତା ମିଳିଛି। ଯେଉଁଥିରେ ଅଭିନେତାଙ୍କୁ...

ବିଶ୍ୱର ସବୁଠୁ ହ୍ୟାଣ୍ଡ୍‌ସମ୍‌ ଆକ୍ଟର କିଏ ଜାଣନ୍ତି: ଏହି ସ୍ଥାନରେ ଅଛନ୍ତି ଶାହରୁଖ

ବଲିଉଡ୍‌ର ବାଦ୍‌ଶାହା ଶାହାରୁଖ ଖାନ ହେଉଛନ୍ତି ଭାରତର ସବୁଠାରୁ ବଡ ତାରକା। ସେ ଅନେକ ଫିଲ୍ମରେ କାମ କରିଛନ୍ତି ଏବଂ ପ୍ରତ୍ୟେକ ଥର ସେ ନିଜର...

ସଲମାନଙ୍କୁ ପୁଣି ଧମକ

ମୁମ୍ବାଇ,୧୮ା୧୦: ଅଭିନେତା ସଲମାନ ଖାନଙ୍କୁ ପୁଣି ଧମକ ମିଳିଛି। ହ୍ବାଟ୍ସଆପ୍‌ରେ ମୁମ୍ବାଇ ଟ୍ରାଫିକ୍‌ ପୋଲିସକୁ ଏପରି ଧମକପୂର୍ଣ୍ଣ ମେସେଜ ଆସିଛି। ଏଥିରେ ସଲମାନଙ୍କଠାରୁ ୫ କୋଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri