Posted inଖେଳ

ରୟ କ୍ରିଷ୍ଣାଙ୍କ ଡବଲରେ ଓଡ଼ିଶା ଏଫ୍‌ସି ବିଜୟୀ

ଭୁବନେଶ୍ୱର, ୧୭।୧୨: ରୟ କ୍ରିଷ୍ଣାଙ୍କ ଡବଲ ଓ ମୌର୍ତାଦା ଫଲ୍‌ଙ୍କ ଗୋଲ ବଳରେ ଓଡ଼ିଶା ଏଫ୍‌ସି ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ର ରବିବାର ଅନୁଷ୍ଠିତ ମ୍ୟାଚରେ ହାଇଦ୍ରାବାଦ ଏଫ୍‌ସିକୁ ୩-୦ ଗୋଲରେ ପରାସ୍ତ କରିଛି। କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ମ୍ୟାଚରେ ଓଡ଼ିଶା ଏଫ୍‌ସି ପକ୍ଷରୁ ରୟ କ୍ରିଷ୍ଣା ୩୫ ଓ ୯୦+୫ ଏବଂ ମୌର୍ତାଦା ଫଲ୍‌ ୪୦ତମ ମିନିଟରେ ଗୋଲ ଦେଇ ପ୍ରଥମାର୍ଦ୍ଧ ଶେଷସୁଦ୍ଧା ଦଳକୁ ୨-୦ରେ ଅଗ୍ରଣୀ କରିଥିଲେ।

ଦ୍ୱିତୀୟାର୍ଦ୍ଧ ବେଶ୍‌ ସଂଘର୍ଷପୂର୍ଣ୍ଣ ହୋଇଥିଲେ ହେଁ କୌଣସି ଦଳ ଗୋଲ ସ୍କୋର କରିପାରି ନ ଥିଲା। ଚଳିତ ସିଜନରେ ଚମତ୍କାର ପ୍ରଦର୍ଶନ କରି ଆସିଥିବା ଓଡ଼ିଶା ଏଫ୍‌ସିର ୯ ମ୍ୟାଚରୁ ଏହା ୫ମ ବିଜୟ। ଦଳ ୨ଟି ମ୍ୟାଚ ହାରିଥିବାବେଳେ ଅବଶିଷ୍ଟ ୨ଟି ମ୍ୟାଚ ଡ୍ର ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦ୍ୱିତୀୟ ଟେଷ୍ଟରେ ପୁଣି ଭାରତର ବ୍ୟାଟିଂ ବିପର୍ଯ୍ୟୟ; ୧୫୬ ରେ ଅଲଆଉଟ

ପୁଣେ,୨୫ା୧୦: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ (ଏମସିଏ) ଷ୍ଟାଡିୟମରେ ଟିମ୍ ଇଣ୍ଡିଆ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଦ୍ୱିତୀୟ ମ୍ୟାଚ୍ ଖେଳାଯାଉଛି। ଶୁକ୍ରବାର ମ୍ୟାଚର ଦ୍ୱିତୀୟ ଦିନ।...

ଷ୍ଟାଡିୟମ୍‌ରେ ପାଣି ପାଇଁ ହାହାକାର: ୨୦ ଦର୍ଶକ ମେଡିକାଲ୍‌ରେ ଆଡମିଟ୍‌

ପୁଣେ,୨୫ା୧୦: ପାଣି ବୋତଲ ପହଞ୍ଚିବାରେ ବିଳମ୍ବ କାରଣରୁ ଭାରତ-ନ୍ୟୁଜିଲାଣ୍ଡ ଦ୍ୱିତୀୟ ଟେଷ୍ଟରେ ଦର୍ଶକଙ୍କୁ ହଇରାଣ ହେବାକୁ ପଡିଛି। ଷ୍ଟାଡିୟମରେ ପାଣି ଅଭାବ ଯୋଗୁ ପରିସ୍ଥିତି ବିଗିଡି...

ବଡ଼ ଅଫର୍‌କୁ ନା କହିଲେ କେଏଲ୍‌ ରାହୁଲ: ଆଇପିଏଲ କ୍ୟାରିୟର୍‌କୁ ନେଇ ଉଠିଲା ପ୍ରଶ୍ନ

ନୂ୍‌ଆଦିଲ୍ଲୀ,୨୫।୧୦: ଆଇପିଏଲ ମେଗା ନିଲାମ ୨୦୨୫ ପୂର୍ବରୁ ଲକ୍ଷୌ ସୁପର ଜିଆଣ୍ଟସ(ଏଲ୍‌ଏସ୍‌ଜି)ରେ କେ.ଏଲ ରାହୁଲଙ୍କ ଭବିଷ୍ୟତକୁ ନେଇ ପ୍ରଶ୍ନ ଉଠିଛି। ଏଲ୍‌ଏସ୍‌ଜି ଅଧିନାୟକ କେ.ଏଲ ରାହୁଲଙ୍କୁ...

ସ୍ତନ କର୍କଟ ବିଜ୍ଞାପନ ଦେଇ ଫସିଲା ଯୁବରାଜ ସିଂଙ୍କ ଏନ୍‌ଜିଓ

ନୂଆଦିଲ୍ଲୀ,୨୫ା୧୦:ଭାରତୀୟ କ୍ରିକେଟର ଯୁବରାଜ ସିଂଙ୍କ ଏନ୍‌ଜିଓ ‘ୟୁଓ୍ବିକ୍ୟାନ୍‌’ ପକ୍ଷରୁ ସ୍ତନ କର୍କଟ ସଚେତନତା ପାଇଁ ଦିଲ୍ଲୀ ମେଟ୍ରୋରେ ଦିଆଯାଇଥିବା ବିବାଦୀୟ ବିଜ୍ଞାପନ ସମାଲୋଚିତ ହୋଇଛି। ଉକ୍ତ...

ବିଶ୍ୱ ଚାମ୍ପିୟନକୁ ଧୂଳି ଚଟେଇଲା ଭାରତ: ନେଲା ବିଶ୍ୱକପ୍‌ ପରାଜୟର ବଦ୍‌ଲା

ଅହମଦାବାଦ,୨୪ା୧୦: ଦିନକିଆ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତୀୟ ମହିଳା ଦଳର ଦୁଇ ପଦାର୍ପଣକାରୀ ଖେଳାଳି ସାଇମା ଠାକୁର ଓ ତେଜଲ ହସବନିସ୍‌ ପ୍ରଭାବୀ ପ୍ରଦର୍ଶନ କରିଥିବା...

ପୁଣେ ଟେଷ୍ଟରେ ହେଲା ଅଜବ କାରନାମା: ଗୋଟିଏ ସହରର ୨ ବୋଲର କଲେ ଚମତ୍କାର

ପୁଣେ,୨୪।୧୦:ନ୍ୟୁଜିଲାଣ୍ଡ କ୍ରିକେଟ ଦଳ ଭାରତ ବିପକ୍ଷରେ ପୁଣେ ଟେଷ୍ଟରେ ୨୫୯ ରନ ସ୍କୋର କରି ଆଉଟ ହୋଇଥିଲେ। ଏହି ସମୟରେ ୱାଶିଂଟନ ସୁନ୍ଦର ଭାରତ ପାଇଁ...

ଓ୍ବାଶିଂଟନ୍‌ ସୁନ୍ଦରଙ୍କ ଚମତ୍କାର ବୋଲିଂ: ନ୍ୟୁଜିଲାଣ୍ଡ ୨୫୯ ରନ୍‌ରେ ଅଲଆଉଟ

ପୁଣେ,୨୪ା୧୦(ପି.ଟି.): ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ କ୍ରିକେଟ ଦଳ ୨୫୯ ରନ୍‌ରେ ଅଲଆଉଟ ହୋଇଛି। ଜବାବରେ ପ୍ରଥମ ଦିନର ଷ୍ଟମ୍ପ ଅପସାରଣ ବେଳକୁ...

ରୋହିତ ଶର୍ମାଙ୍କ ରେକର୍ଡ ଭାଙ୍ଗିଲେ ଏହି ଜିମ୍ବାଓ୍ବେ କ୍ରିକେଟର୍‌

ନୂଆଦିଲ୍ଲୀ,୨୪।୧୦:ଜିମ୍ବାୱେ ଗାମ୍ବିଆ ବିପକ୍ଷରେ ଇତିହାସ ସୃଷ୍ଟି କରିଛି। ଗାମ୍ବିଆ ବିପକ୍ଷ ଅନ୍ତର୍ଜାତୀୟ ଟି-୨୦ ମ୍ୟାଚରେ ଜିମ୍ବାୱେ ସର୍ବାଧିକ ସ୍କୋରର ରେକର୍ଡ ସୃଷ୍ଟି କରିଛି। ଜିମ୍ବାୱେ ୨୦...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri