ନବୋଦୟ ପରୀକ୍ଷାରେ ବିଶ୍ୱଜିତ ଗଞ୍ଜାମ ଜିଲା ଟପ୍ପର

ଗଞ୍ଜାମ,୧୬।୧୨(ବିଦ୍ୟାଧର ସାହୁ): ଚଳିତ ବର୍ଷ ୨୦୨୪/୨୫ ନବୋଦୟ ପରୀକ୍ଷାରେ ଜିଲା ଟପ୍ପର ହୋଇଛନ୍ତି ବିଶ୍ୱଜିତ ଦାସ୍‌। ଗଞ୍ଜାମ ବ୍ଲକ ଅନ୍ତର୍ଗତ କଳାଯମୁନା ପ୍ରାଥମିକ ବିଦ୍ୟାଳୟ ପଞ୍ଚମ ଶ୍ରେଣୀ ଛାତ୍ର ବିଶ୍ୱଜିତ ଦାଶ ୨୦୨୪/୨୫ ବର୍ଷ ପାଇଁ ତିନୋଟି ବିଭିନ୍ନ ପରୀକ୍ଷାରେ ସଫଳତାର ସହ କୃତିତ୍ୱ ଅର୍ଜନ ଯୋଗୁ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି । ତୁଳସୀ ଦୁଇ ପତ୍ରରୁ ବାସିଲା ପରି ଛାତ୍ର ଜଣଙ୍କ ଆଦର୍ଶ ଏଣ୍ଟରାନ୍ସ ପରୀକ୍ଷାରେ ସେ ଗଞ୍ଜାମ ଜିଲାରେ ପ୍ରଥମସ୍ଥାନ ଅଧିକାର କରିଥିବା ବେଳେ ନବୋଦୟ ପରୀକ୍ଷାରେ ଗଞ୍ଜାମ ଜିଲାଟପର ଓ ପଞ୍ଚମ ଶ୍ରେଣୀ ପ୍ରାଇମେରୀ ସ୍କୋଲାରସିପରେ ମଧ୍ୟ ଗଞ୍ଜାମ ବ୍ଲକରେ ପ୍ରଥମ୍‌ସ୍ଥାନ ଅଧିକାର କରିଛନ୍ତି । ବ୍ୟବସାୟୀ ବିଶ୍ୱନାଥ ଦାଶ ଓ କଳାଯମୁନା ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀ ଭାରତୀ ମହାପାତ୍ରଙ୍କ ପୁତ୍ର ଅଟନ୍ତି। ତାଙ୍କର ଏହି ସଫଳରେ ହୁମ୍ମା ସମିତିସଭ୍ୟ ଧ୍ରୁବ ଚରଣ ପଲାଇ, କଳାଯମୁନା ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଓ ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ତାଙ୍କୁ ଶୁଭେଚ୍ଛା ଜଣାଇବା ସହ ଉଜ୍ଜଳ ଭବିଷ୍ୟତ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ଖେଳି ସମୁଦ୍ରରେ ଗାଧୋଇବା ହେଲା କାଳ: ସମୁଦ୍ରରେ ବୁଡି ଜଣେ ଛାତ୍ର ମୃତ

ଛତ୍ରପୁର,୧୫।୩(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜ଼ିଲ୍ଲା ରମ୍ଭା ଥାନା ଅନ୍ତର୍ଗତ ପୋଡ଼ମପେଟା ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଆଜି ସକାଳୁ ସମସ୍ତ ଗାଁ ଓ...

ରାଜ୍ୟ ପ୍ରଦେଶ କଂଗ୍ରେସ କମିଟିର ସଭାପତି ଭକ୍ତ ଚରଣ ଦାଶ ହୋଲି ଉତ୍ସବରେ କର୍ମୀଙ୍କୁ କରାଇଲେ ଶପଥ ପାଠ, ରାଲିରେ ପ୍ରକମ୍ପିତ ହେଲା ଜାତୀୟ ରାଜପଥ

କେସିଙ୍ଗା,୧୫.୩(ତୁମେଶର ସାହୁ): ରାଜ୍ୟ ପ୍ରଦେଶ କଂଗ୍ରେସ କମିଟିର ସଭାପତି ଭକ୍ତ ଚରଣ ଦାଶ ସଭାପତି ଭାବେ ଦାୟିତ୍ୱ ନେବା ପରେ ପ୍ରଥମ ଥର ଭୁବନେଶ୍ୱରରୁ ଏକ...

ସମୁଦ୍ର, ନଦୀ, ହ୍ରଦ ଉପରେ ଅଗ୍ନିଶମ ଟିମର ନଜର; ହୋଲି ଖେଳ ପରେ ଗାଧୋଇବେ ଲୋକେ

ଛତ୍ରପୁର, ୧୫।୩(ସନ୍ତୋଷ ପାଢ଼ୀ ): ହୋଲି ଖେଳ ପରେ ଗଞ୍ଜାମ ଜ଼ିଲ୍ଲାରେ ଥିବା ସମୁଦ୍ର, ଋଷିକୂଲ୍ୟା ନଦୀ ଏବଂ ତାମ୍ପରା ହ୍ରଦରେ ଲୋକେ ଗାଧୋଇବାକୁ ପସନ୍ଦ...

ପୁରୁଷୋତ୍ତମପୁର ଏସଡିପିଓଙ୍କ ନିଆରା ପ୍ରୟାସ

ପୁରୁଷୋତ୍ତମପୁର,୧୫।୩(ସିମାଞ୍ଚଳ ମିଶ୍ର): ଭାଇଚାରା ଓ ଗଣପର୍ବକୁ ହୋଲି ଗଞ୍ଜାମଜିଲା ପୁରୁଷୋତ୍ତମପୁର ଏସଡିପିଓ ଡ.ଦୀପକକୁମାର ମିଶ୍ରଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି। କିପରି ଅଞ୍ଚଳରୁ ବଶୃଙ୍ଖଳା ଦୂରହୋଇ ସମସ୍ତେ...

ବିଡ଼ିଓଙ୍କୁ ସରପଞ୍ଚ ସଙ୍ଘ ପକ୍ଷରୁ ସମ୍ବର୍ଦ୍ଧନା

ଚନ୍ଦାହାଣ୍ଡି (ଦିଲୀପ ଦାସ )୧୫।୩: ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକରେ ନୂତନ ବିଡ଼ିଓ ଭାବେ ସୁକାନ୍ତ କୁମାର ପଟନାୟକ ଦାୟିତ୍ୱ ଗ୍ରହଣ କରି କାର୍ଯ୍ୟରେ ଯୋଗ...

ଧୁମଧାମରେ ହୋଲି ପାଳନ କଲେ ଯୁବଗୋଷ୍ଠୀ

ଗଞ୍ଜାମ,୧୫।୩(ବିଦ୍ୟାଧର ସାହୁ ): ଗାଁ ରୁ ସହର ପଲିରୁ ଦିଲ୍ଲୀ ପର୍ଯ୍ୟନ୍ତ ରଙ୍ଗର ପର୍ବ ହୋଲି ପାଳନ ହେଉଥିବା ବେଳେ ଗଞ୍ଜାମ ସହରରେ ମଧ୍ୟ ଧୂମଧାମରେ...

ଘୁମୁସର ଭଞ୍ଜ ରାଜବଂଶର ସ୍ମୃତି: ୩ ଦଶନ୍ଧି ଧରି ପାଳିତ ହେଉଛି କୁଲାଡ ଦୋଳଯାତ୍ରା

ଭଞ୍ଜନଗର,୧୫/୩(ବାବୁଲା ପ୍ରଧାନ): ଐତିହାସିକ ପୀଠ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ଜନ୍ମମାଟି ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡଠାରେ ପାଞ୍ଚ ଦିନ ଧରି ଚାଲିଥିବା ପ୍ରସିଦ୍ଧ...

ଗୋଦାମ ରେ ଅଗ୍ନିକାଣ୍ଡ: ଘରୁ ଜିନିଷପତ୍ର ନେଇ ଦୌଡିଲେ ଲୋକେ

ରାଉରକେଲା,୧୫/୩(ସଂଗୀତା ଜେନା): ବିଳମ୍ବିତ ରାତିରେ ରାଉରକେଲାରେ ଅଗ୍ନିକାଣ୍ଡ ଘଟିଛି। ରାଉରକେଲାର ଗାନ୍ଧୀ ରୋଡ ବସ୍ତିରେ ଥିବା ସୁରେଶ ଭାଙ୍ଗରଙ୍କ ଗୋଦାମରେ ଅପରାହ୍ନ ପ୍ରାୟ ୨ଟା ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image